Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଡେଙ୍ଗୁ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର
ଆଞ୍ଚଳିକ

ଡେଙ୍ଗୁ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

July 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଡ଼େଙ୍ଗୁ ରୋଗ ସଚେତନା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି।  ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି ବର୍ଷା ଦିନ ଆରମ୍ଭରେ ଡେଙ୍ଗୁ ବା ଦଣ୍ଡାପତାନକ ନହେବା ପାଇଁ ସଚେତନ କରି କହିଲେ ମଶା ଡେଙ୍ଗୁର କାରଣ, ମଶା ନବଢ଼ିବା ପାଇଁ ଘର ଚାରିପାଖରେ ପାଣି ଜମା ହେବାକୁ ଦିଅନ୍ତୁ ନାହିଁ। ମଶାରୀ ଟାଙ୍ଗୀ କିମ୍ବା ନିମ୍ବ ତେଲ ଲଗାଇ ଶୁଅନ୍ତୁ। ପ୍ରତିଷେଧ ପାଇଁ କଣ୍ଟା ମାରିଶ ମୂଳ ତିନି ଗ୍ରାମ ସକାଳୁ ସାତ ଦିନ ଖାଆନ୍ତୁ। ମୁଖ୍ୟ ଲକ୍ଷଣ ସବୁ ସନ୍ଧି ସ୍ଥାନ, ଚକ୍ଷୁ ପଛ ଭାଗ ବ୍ୟଥା, କମ୍ପ ଜ୍ୱର, ଦୁର୍ବଳ ଅନୁଭବ ହୁଏ। ରକ୍ତଚାପ କମିଯାଏ। ଦେହରେ ନାଲି ନାଲି ଦାଗ ହୁଏ। ଅଧିକ ଲେମ୍ବୁ ଲୁଣ ମଧୁ ମିଶ୍ରିତ ଜଳ ପିଅନ୍ତୁ। ଜ୍ୱର ଓ ସନ୍ଧି ବ୍ୟଥା କମିବା ଯାଏଁ ଗଙ୍ଗଶିଉଳି ପତ୍ର ରସ, ଗୁଳୁଚି, ଶୁଣ୍ଠି ଦିନରେ ତିନି ଥର ଖାଆନ୍ତୁ। ଅଣୁଚକ୍ରିକା ରକ୍ତରେ କମିଲେ ଅମୃତଭଣ୍ଡା ପତ୍ର ରସ ପିଅନ୍ତୁ।

ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା। ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ ରାଓ।

ବ୍ରହ୍ମପୁର ମାଗଣା ସ୍ଵାସ୍ଥ୍ୟ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ଅଷ୍ଟମ ରାଜ୍ୟ ମହସଭା ପାଇଁ ପ୍ରସ୍ତୁତି ବୈଠକ

September 14, 2025

ବାଣପୁର କୋର୍ଟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 13, 2025

ଚିଲିକା- ବାଲୁଗାଁ ରୋଟାରୀ କ୍ଲବ୍ ର ୧୦ମ ଅଧିଷ୍ଠାନ ଦିବସ ସମାରୋହ

September 13, 2025

ସମ୍ ହସ୍ପିଟାଲ୍ ବ୍ରହ୍ମପୁରରେ ଜଟିଳ କ୍ୟାନ୍ସର ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ

September 13, 2025
Latest News

ପ୍ରଖ୍ୟାତ ସାହିତ୍ୟିକ ଦେବଦାସ ଛୋଟରାୟ ପାଇବେ ଶାରଳା ପୁରସ୍କାର, ଦୁଇଜଣଙ୍କୁ କଳା ସମ୍ମାନ

September 15, 2025

ସୁମା ରିୟଲ ମିଡିଆ ପ୍ରାଇଭେଟ ଲିମିଟେଡ ପ୍ରସ୍ତାବିତ ସମ୍ ଲାଇଫ୍‌ସାଇନ୍‌ସେସ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

September 15, 2025

ପୂର୍ବତଟ ରେଳପଥର ହିନ୍ଦୀ ପଖୱାଡା 2025 ପାଳନ

September 15, 2025

ଆଲୋଚନା ଟେବୁଲକୁ ଆସୁଛି ‘ଭାରତ’: ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀଙ୍କ ବଡ଼ ବୟାନ

September 15, 2025

୧୬ତମ ମିଳିତ କମାଣ୍ଡର ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

September 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.