Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଦ୍ଵିତୀୟ ବନମହୋତ୍ସବ ପାଳିତ
ଆଞ୍ଚଳିକ

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଦ୍ଵିତୀୟ ବନମହୋତ୍ସବ ପାଳିତ

July 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ସ୍ଥାନୀୟ ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ସର୍ବେଶ୍ଵର ଷଡ଼ଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରୀ ମାନଙ୍କ ଦ୍ଵାରା ଦ୍ଵିତୀୟ ବନମହୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ଅଧ୍ୟାପକ ପ୍ରଶାନ୍ତ କୁମାର ଦାଶ, ଅଧ୍ୟାପିକା ପ୍ରମୋଦିନୀ ସାମନ୍ତରାୟ, ଅଧ୍ୟାପିକା ସୁଚିତ୍ରା ଦାସ, ଅଧ୍ୟାପିକା କଲ୍ୟାଣୀ ବୈରୀଗଞ୍ଜନ, ଅଧ୍ୟାପିକା ରୋଜାଲିନ୍ ଦାସ, ଅଧ୍ୟାପିକା ସାଗରିକା ଦାସ, ମନସ୍ତତ୍ତ୍ୱ ଡେମୋନଷ୍ଟ୍ରେଟର ରବିନ୍ଦ୍ର କୁମାର ମାର୍ଥା, ଗୃହ ବିଜ୍ଞାନ ଡେମୋନଷ୍ଟ୍ରେଟର କସ୍ତୁରୀ ପଟ୍ଟନାୟକ, ଗ୍ରନ୍ଥାଗାରୀକ ଅକ୍ରୁର ପ୍ରଧାନ, କ୍ରୀଡା ଶିକ୍ଷକ ବିଭୁଧେନ୍ଦୁ ମାନସିଂହ, କମ୍ପ୍ୟୁଟର ପ୍ରଶିକ୍ଷକ ଶିବ ଶଙ୍କର ପଣ୍ଡା, ଅଶୋକ କୁମାର୍ ସ୍ୱାଇଁ, ସିଦ୍ଧେଶ୍ୱର ନରେନ୍ଦ୍ର ସିଂହ, ପ୍ରଭାତ କୁମାର ବିଶ୍ୱାଳ, ମୃତ୍ୟୁଞ୍ଜୟ ମିସ୍ତ୍ରୀ, ରଜନୀକାନ୍ତ ମହାପାତ୍ର, ପ୍ରମିଳା ଜେନା, ସୁବାସ ବେହେରା  ଏବଂ ଗାୟତ୍ରୀ ପରିବାର ସଦସ୍ୟ ମନୋଜ ପାତ୍ରଙ୍କ ସମେତ ବିଦ୍ୟାଳୟର ୫୦ ରୁ ଉର୍ଦ୍ଧ୍ବ ଛାତ୍ରୀ ବିଦ୍ୟାଳୟ ଖେଳପଡିଆର ଶୋଭା ବୃଦ୍ଧି ନିମନ୍ତେ ଚତୁଃପାର୍ଶ୍ଵରେ ୫୦ ରୁ ଅଧିକ ଓଲଟ ଦେବଦାରୁ ବୃକ୍ଷ ରୋପଣ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ବାଣପୁର -ବାଲୁଗାଁ ଅଞ୍ଚଳର ବିଭିନ୍ନ ସାମ୍ବାଦିକ ବଂଧୁ ମାନେ ମଧ୍ୟ ଉପସ୍ଥିତ ଥିଲେ। ଗତ ୧୧ ତାରିଖରେ ବାଣପୁର -ବାଲୁଗାଁ ରୋଟାରୀ କ୍ଲବ ଏବଂ ବିଦ୍ୟାଳୟ ଯୁବ ରେଡକ୍ରସ୍ ମିଳିତ ଆନୁକୂଲ୍ୟରେ ପ୍ରାୟ ଏକଶତ ରୁ ଉର୍ଦ୍ଧ୍ବ ବୃକ୍ଷ ରୋପଣ କରାଯାଇଥିଲା।

ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବନମହୋତ୍ସବ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନରସିଂହପୁର କ୍ଲଷ୍ଟରରେ ଅନୁଷ୍ଠିତ ହେଲା ପ୍ରଥମ ମାସିକ କ୍ଲଷ୍ଟର ବୈଠକ

July 19, 2025

ବାଣପୁର: ଦିବଂଗତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ଅମର ଆତ୍ମାର ସଦଗତି ପାଇଁ ସାମୁହିକ ଦୀପ ଦାନ

July 17, 2025

ନୟାଗଡ: CSC ଦିବସ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ

July 17, 2025

ବାଣପୁରରେ ଅବକାରୀ ବିଭାଗର ଚଢାଉ: ୬୨୦ ଲିଟର ଦେଶୀମଦ ଓ ୮୧ ଲିଟର ଜିଞ୍ଜର ଜବତ

July 15, 2025
Latest News

ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଚୋରା ବାଲି ମହଜୁଦ ଡିପୋରେ ଚଢ଼ାଉ: ଜବତ ହେଲା ଶତାଧିକ ଟ୍ରକର ବାଲି

July 21, 2025

ନୀତିଶ ରେଡ୍ଡିଙ୍କ ସ୍ଥାନରେ କିଏ ଖେଳିବେ?: ଗୌତମ ଗମ୍ଭୀରଙ୍କ ସାମ୍ନାରେ ଏକ ବଡ଼ ଚ୍ୟାଲେଞ୍ଜ

July 21, 2025

ଛାତ୍ର କଂଗ୍ରେସ ସଭାପତିଙ୍କ ଦୁଷ୍କର୍ମ ଅଭିଯୋଗ ଅନୁଧ୍ୟାନ ପାଇଁ କଂଗ୍ରେସ ଗଠନ କଲା କମିଟ, ସସ୍ମିତା ଅଧ୍ୟକ୍ଷା

July 21, 2025

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବାଳକର ମୃତ୍ୟୁ: ପଡୋଶୀଙ୍କୁ ଉଠାଇନେଲା ପୋଲିସ

July 21, 2025

ଦୁଷ୍କର୍ମ ଅଭିଯୋଗରେ ଗିରଫ ହେବା ପରେ ଛାତ୍ର କଂଗ୍ରେସ ସଭାପତିରୁ ନିଲମ୍ବିତ ହେଲେ ଉଦିତ ପ୍ରଧାନ

July 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.