Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଳଙ୍ଗା ଥାନା ଆଗରେ ପୋଲିସ ଓ ବିଜେଡି କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି, 48 ଘଣ୍ଟା ମଧ୍ୟରେ ଦୋଷୀଙ୍କୁ ଧରିବାକୁ ଦାବୀ
ଆଜିର ଖବର

ବଳଙ୍ଗା ଥାନା ଆଗରେ ପୋଲିସ ଓ ବିଜେଡି କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି, 48 ଘଣ୍ଟା ମଧ୍ୟରେ ଦୋଷୀଙ୍କୁ ଧରିବାକୁ ଦାବୀ

July 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଳଙ୍ଗା ଥାନା ଆଗରେ ପୋଲିସ ଓ ବିଜେଡି କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି, 48 ଘଣ୍ଟା ମଧ୍ୟରେ ଦୋଷୀଙ୍କୁ ଧରିବାକୁ ଦାବୀ

ପିପିଲି: ନିମାପଡା ବଳଙ୍ଗାର ଛାତ୍ରୀଙ୍କୁ ପୋଡି ଜାଳିଦେବା ଘଟଣାରେ ଆଜି ଥାନା ଘେରାଉ କରିଛି ବିଜେଡି। ଦଳର ଶତାଧିକ କର୍ମି ଥାନା ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ ସହିତ ହୋଇଛି ପେଲାପେଲି। କିଛି ସମୟ ଧରି ଥାନା ପରିସରରେ ଉତ୍ତେଜନା ଲାଗି ରହିଥିଲା। ଏହାପରେ ବିଜେଡି ନେତା ଓ କର୍ମୀମାନେ ଥାନା ଆଗରେ ଧାରଣାରେ ବସିଥିଲେ। ଛାତ୍ରୀକୁ ପୋଡିଥିବା ଅଭିଯୁକ୍ତମାନଙ୍କୁ ତୁରୁନ୍ତ ଗିରଫ କରିବାକୁ ସେମାନେ ଦାବୀ କରିଥିଲେ।

ଯଦି 48 ଘଣ୍ଟା ମଧ୍ୟରେ ଦୋଷୀମାନଙ୍କୁ ପୋଲିସ ଧରି ନ ପାରେ ଦେବେ ବିଜେଡି ସାରା ରାଜ୍ୟରେ ବିକ୍ଷୋଭ କରିବ ବୋଲି ଧମକ ଦେଇଛନ୍ତି। ଏହି ଘେରାଉରେ ବିଜେଡି ନେତା ତଥା ସାଂସଦ ଶୁଭାଶିସ ଖୁଣ୍ଟିଆ, ଲେଖାଶ୍ରୀ ସାମନ୍ତସିଂହାଁର, ଉମାକାନ୍ତ ସାମନ୍ତରାୟ ପ୍ରମୁଖ ଯୋଗ ଦେଇଛନ୍ତି।

ଗତକାଲି ବଳଙ୍ଗାର ଏକ ଛାତ୍ରୀ ସାଙ୍ଗ ଘରକୁ ଯାଉଥିବା ବେଳେ ତାଙ୍କୁ ରାସ୍ତାରେ କେତେକ ଦୁର୍ବୃତ୍ତ କିରାସିନୀ ଢାଳି ପୋଡି ମାରିବାକୁ ଉଦ୍ୟମ କରିଥିଲେ। ତେବେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିବା ବେଳେ ପରେ ଛାତ୍ରୀ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଏମସ ଭୁବନେଶ୍ବରରେ ଭର୍ତ୍ତି କରାଯାଇଛି। ଏହି ଘଟଣା ନେଇ ପୁଣିଥରେ ବିଭିନ୍ନ ସ୍ଥାନରେ ଉତ୍ତେଜନା ସୃଷ୍ଟି ହୋଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଡକାୟତି ଉଦ୍ୟମ ପଣ୍ଡ: ବହୁ ମାରଣାସ୍ତ୍ର ଓ ହାତ ବୋମା ଜବତ, ୫ ଗିରଫ

September 30, 2026

WhatsApp Business Rules Change: ଅକ୍ଟୋବର ୧ ରୁ ବଦଳିବ ୱାଟ୍ସଆପ୍ ନିୟମ, ଜାଣନ୍ତୁ କଣ

September 30, 2026

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ବିବାଦ: ଆଜି ୧୨ ଘଣ୍ଟିଆ ‘ଓଡ଼ିଶା ବନ୍ଦ’

September 30, 2026

ଓଡ଼ିଶାରେ ଆଇଟି ସମ୍ପ୍ରସାରଣ: ୧୨ଟି ଜିଲ୍ଲାରେ ଖୋଲିବ ଆଇଟି ପାର୍କ, ଭୁବନେଶ୍ୱରରେ ହେବ ୫୦,୦୦୦ କୋଟିର ମେଗା ପ୍ରକଳ୍ପ

September 30, 2026
Latest News

ଡକାୟତି ଉଦ୍ୟମ ପଣ୍ଡ: ବହୁ ମାରଣାସ୍ତ୍ର ଓ ହାତ ବୋମା ଜବତ, ୫ ଗିରଫ

September 30, 2026

ବ୍ୟାଙ୍କ ମିଶ୍ରଣ ପରେ ବି ବୈଧ ପୁରୁଣା ଚେକ୍: କର୍ଣ୍ଣାଟକ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

September 30, 2026

WhatsApp Business Rules Change: ଅକ୍ଟୋବର ୧ ରୁ ବଦଳିବ ୱାଟ୍ସଆପ୍ ନିୟମ, ଜାଣନ୍ତୁ କଣ

September 30, 2026

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ବିବାଦ: ଆଜି ୧୨ ଘଣ୍ଟିଆ ‘ଓଡ଼ିଶା ବନ୍ଦ’

September 30, 2026

ଓଡ଼ିଶାରେ ଆଇଟି ସମ୍ପ୍ରସାରଣ: ୧୨ଟି ଜିଲ୍ଲାରେ ଖୋଲିବ ଆଇଟି ପାର୍କ, ଭୁବନେଶ୍ୱରରେ ହେବ ୫୦,୦୦୦ କୋଟିର ମେଗା ପ୍ରକଳ୍ପ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.