Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Vigilance Raid: ଡିଏଫଓଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ୧୧୫ ଟି ପ୍ଲଟ
ଆଜିର ଖବର

Vigilance Raid: ଡିଏଫଓଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ୧୧୫ ଟି ପ୍ଲଟ

July 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Vigilance Raid
ଡିଏଫଓଙ୍କ ଘରେ ଭିଜିଲାନ୍ସ କଲା ଚଢାଉ, ଖୋଳତାଡ ପରେ ଜଣାପଡିଲା ତାଙ୍କର ରହିଛି ୧୧୫ ଟି ପ୍ଲଟ

Vigilance Raid: ସେ ହେଉଛନ୍ତି ଡିଏଫଓ, ହେଲେ ତାଙ୍କ ଏବଂ ସଂପର୍କୀୟଙ୍କ ନାମରେ ରହିଛି ୧୧୫ ଟି ପ୍ଲଟ। ସେହିପରି ଏକ କୁବେରପତିଙ୍କ ଘରେ ଆଜି ଚଢାଉ କରିଛି ଭିଜିଲାନ୍ସ। ଏହି ଚଢାଉବେଳେ ଏତେଗୁଡିଏ ପ୍ଲଟର କାଗଜ ପତ୍ର ବାହାରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ତେବେ ସେହି କୁବେରପତି ଡିଏଫଓଙ୍କ ନାମ ହେଲା ନିତ୍ୟାନନ୍ଦ ନାୟକ। ସେ କେନ୍ଦୁଝର କେନ୍ଦୁପତ୍ର ଡିଏଫଓ ଭାବେ କାର୍ଯ୍ୟ କରୁଛନ୍ତି।

ଆଜି ଭିଜିଲାନ୍ସ ତାଙ୍କର ଆୟ ବର୍ହିଭୂତ ସଂପତ୍ତି ଥିବା ଅଭିଯୋଗରେ ଚଢାଉ କରିଥିଲେ। ଏହି ଚଢାଉ ବେଳେ ଭିଜିଲାନ୍ସ ନିତ୍ୟାନନ୍ଦଙ୍କ ନାମରେ ୫୩ଟି, ତାଙ୍କ ପତ୍ନୀଙ୍କ ନାମରେ ୪୨ଟି, ଦୁଇ ପୁଅଙ୍କ ନାମରେ ୧୬ଟି ଏବଂ ଝିଅଙ୍କ ନାମରେ ୪ଟି ପ୍ଲଟ୍‌ ରହିଛି। ଏହା ସହ, ଅନୁଗୁଳ ତୁରଙ୍ଗାରେ ୯ ହଜାର ବର୍ଗଫୁଟର ଏକ ଚାରି ମହଲା କୋଠା ମଧ୍ୟ ରହିଛି। ତଦନ୍ତ ସମୟରେ ୧ ଲକ୍ଷ ୧୯ ହଜାର ଟଙ୍କା ମଧ୍ୟ ଜବତ କରାଯାଇଛି। ତେବେ ତଦନ୍ତ ଜାରୀ ରହିଥିବାରୁ ସମସ୍ତ ତଥ୍ୟ ମିଳିପାରି ନାହିଁ।

dfo Vigilance Raid
Share. Facebook Twitter LinkedIn Email WhatsApp Copy Link

Related Posts

NGO ବର୍ଗରେ ‘ଗ୍ଲୋବାଲ୍ ସଷ୍ଟେନେବିଲିଟି ଆୱାର୍ଡ ୨୦୨୬’ ଜାତୀୟ ସ୍ତରରେ ISRD ସମ୍ମାନିତ

October 11, 2026

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକାରେ ଭୁବନେଶ୍ୱର ଜୀବ ବିଜ୍ଞାନ ସଂସ୍ଥାନର ବୈଜ୍ଞାନିକ

October 11, 2026
Latest News

ଡିସେମ୍ବର ୫ରେ ହେବ ଆଇଓଏ କାର୍ଯ୍ୟନିର୍ବାହୀ ପରିଷଦ ନିର୍ବାଚନ

October 11, 2026

NGO ବର୍ଗରେ ‘ଗ୍ଲୋବାଲ୍ ସଷ୍ଟେନେବିଲିଟି ଆୱାର୍ଡ ୨୦୨୬’ ଜାତୀୟ ସ୍ତରରେ ISRD ସମ୍ମାନିତ

October 11, 2026

ମଣିପୁରରେ ପୁଣି ହିଂସା: କାମଜୋଙ୍ଗ୍ ଓ ଉଖରୁଲରେ ଗୁଳିକାଣ୍ଡ, ୫ ମୃତ

October 11, 2026

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.