Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଶିନଗରଠାରେ ନବନିର୍ମିତ ଗ୍ରାମ ନ୍ୟାୟାଳୟର ନୂତନ ଅଟ୍ଟାଳିକାକୁ ଉଦଘାଟନକଲେ ହାଇକୋର୍ଟର ମୁଖ୍ୟ ବିଚାରପତି
ଆଜିର ଖବର

କାଶିନଗରଠାରେ ନବନିର୍ମିତ ଗ୍ରାମ ନ୍ୟାୟାଳୟର ନୂତନ ଅଟ୍ଟାଳିକାକୁ ଉଦଘାଟନକଲେ ହାଇକୋର୍ଟର ମୁଖ୍ୟ ବିଚାରପତି

July 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଗଜପତି ଜିଲ୍ଲା କାଶିନଗରଠାରେ ନବନିର୍ମିତ ଗ୍ରାମ ନ୍ୟାୟାଳୟ ତଥା ଜେଏମଏଫସି କୋର୍ଟର ନୂତନ ଅଟ୍ଟାଳିକା ଉଦଘାଟିତ ହୋଇଛି। ୪ ଏକର ପରିମିତ ଜମିରେ ଏବଂ ୫ କୋଟି ୨୯ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏହି ଅଟ୍ଟାଳିକାକୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ଆଭାସି ମାଧ୍ୟମରେ ଉଦଘାଟନ କରିଛନ୍ତି।

ଏହି ଅଟ୍ଟାଳିକାରେ ଇ-ଲାଇବ୍ରେରୀ, ଇ-ସେବା, ବାର ହାଉସ ଏବଂ ଜନସାଧାରଣଙ୍କ ସୁବିଧା ପାଇଁ ବ୍ୟବସ୍ଥା ରହିଛି ବୋଲି ଜିଲ୍ଲା ବାର ସଂଘ ସମ୍ପାଦକ ଏମ. ପୃଥିବୀରାଜ କହିଛନ୍ତି। ଉଦଘାଟନୀ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଦୌରାଜଜ ଜଗଦୀଶ ପ୍ରସାଦ ମହାନ୍ତି, ରେଜିଷ୍ଟ୍ରାର୍‌ ପ୍ରସନ୍ନ କୁମାର ବେହେରା, କାଶିନଗର କୋର୍ଟର ଜେଏମଏଫସି ସୋନାଲି ବେହେରା, ଜିଲ୍ଲା ବାର ସଂଘ ସଭାପତି ଜିତେନ୍ଦ୍ର କୁମାର ପଟ୍ଟନାୟକ ଏବଂ ଏସ୍‌ପି ଜତିନ୍ଦ୍ର କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

ଓଡିଶା ହାଇକୋର୍ଟ କାଶିନଗର ଗଜପତି ଜିଲ୍ଲା ଗ୍ରାମ ନ୍ୟାୟାଳୟ ଜେଏମଏଫସି କୋର୍ଟ ହରିଶ ଟଣ୍ଡନ
Share. Facebook Twitter LinkedIn Email WhatsApp Copy Link

Related Posts

ସମସ୍ତ ଭୂମିହୀନଙ୍କ ପାଇଁ ବଣ୍ଟାଯିବ ୪ ଡିସିମିଲ ଲେଖାଏଁ ଜାଗାର ପଟ୍ଟା: ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

July 24, 2025

ମଞ୍ଚେଷ୍ଟରରେ ଇତିହାସ ରଚିଲେ ଯଶସ୍ୱୀ ଜୟସ୍ୱାଲ, ୫୧ ବର୍ଷ ପରେ ଭାରତୀୟ ଓପନର ଭାବେ କଲେ ଏହି କୃତିତ୍ୱ

July 24, 2025

ପିବି –ଶବ୍ଦ ପ୍ଲାଟଫର୍ମରେ ପଞ୍ଜିକରଣ କରିବାକୁ ସମ୍ବାଦପତ୍ର ଏବଂ ଟିଭି ଚ୍ୟାନେଲଗୁଡ଼ିକୁ ଅନୁରୋଧ କଲା ପ୍ରସାର ଭାରତୀ

July 24, 2025

ଆଜି ଶ୍ରୀମନ୍ଦିରରେ ପବିତ୍ର ଚିତାଲାଗି ନୀତି: ୪ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

July 24, 2025
Latest News

ସମସ୍ତ ଭୂମିହୀନଙ୍କ ପାଇଁ ବଣ୍ଟାଯିବ ୪ ଡିସିମିଲ ଲେଖାଏଁ ଜାଗାର ପଟ୍ଟା: ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

July 24, 2025

ମଞ୍ଚେଷ୍ଟରରେ ଇତିହାସ ରଚିଲେ ଯଶସ୍ୱୀ ଜୟସ୍ୱାଲ, ୫୧ ବର୍ଷ ପରେ ଭାରତୀୟ ଓପନର ଭାବେ କଲେ ଏହି କୃତିତ୍ୱ

July 24, 2025

୧୧ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି ଦେଶର ମୋବାଇଲ ଓ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ କାରବାର

July 24, 2025

ପିବି –ଶବ୍ଦ ପ୍ଲାଟଫର୍ମରେ ପଞ୍ଜିକରଣ କରିବାକୁ ସମ୍ବାଦପତ୍ର ଏବଂ ଟିଭି ଚ୍ୟାନେଲଗୁଡ଼ିକୁ ଅନୁରୋଧ କଲା ପ୍ରସାର ଭାରତୀ

July 24, 2025

ଆଜି ଶ୍ରୀମନ୍ଦିରରେ ପବିତ୍ର ଚିତାଲାଗି ନୀତି: ୪ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

July 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.