Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବ୍ୟବସାୟ»Odisha TEX 2025: ହିଣ୍ଡାଲକୋ ଓଡିଶାରେ ନିବେଶ କରିବ 200 କୋଟି ଟଙ୍କା, ଏମଓୟୁ ସ୍ଵାକ୍ଷରିତ
ବ୍ୟବସାୟ

Odisha TEX 2025: ହିଣ୍ଡାଲକୋ ଓଡିଶାରେ ନିବେଶ କରିବ 200 କୋଟି ଟଙ୍କା, ଏମଓୟୁ ସ୍ଵାକ୍ଷରିତ

July 25, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
Odisha TEX 2025
Odisha TEX 2025: ହିଣ୍ଡାଲକୋ ଓଡିଶାରେ ନିବେଶ କରିବ 200 କୋଟି ଟଙ୍କା, ଏମଓୟୁ ସ୍ଵାକ୍ଷରିତ

Odisha TEX 2025:ଆଦିତ୍ୟ ବିର୍ଲା ଗୃପ ଅଧୀନ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ପକ୍ଷରୁ ଓଡ଼ିଶାରେ 200 କୋଟି ଟଙ୍କା ନିବେଶ ପାଇଁ ଧାର୍ଯ୍ୟ ହୋଇଅଛି। ଫଳରେ ଓଡିଶାର କେନ୍ଦୁଝର ଓ ସମ୍ବଲପୁର ଜିଲ୍ଲାରେ ପ୍ରତିଷ୍ଠା ହେବ ପୋଷାକ ତିଆରି କାରଖାନା । ସମ୍ପ୍ରତି ଶୁକ୍ରବାର ଦିନ ହିଣ୍ଡାଲ୍କୋ କତୃପକ୍ଷ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଦୁଇଟି ପୃଥକ ଏମଓୟୁ ସ୍ଵାକ୍ଷର ହୋଇଯାଇଛି ।

ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନଚରଣ ମାଝିଙ୍କ ଉପସ୍ଥିତିରେ ହିଣ୍ଡାଲ୍କୋ କର୍ପୋରେଟ ଅଫେୟାର ଅଧ୍ୟକ୍ଷ ଶ୍ରୀ ଅର୍ଧେନ୍ଦୁ ମହାପାତ୍ର ଓ ଦକ୍ଷତା ବିକାଶ ଏବଂ ଯାନ୍ତ୍ରିକ ଶିକ୍ଷା ବିଭାଗ ସଚିବ ଶ୍ରୀ ବିଏସ ପୁନିଆଙ୍କ ମଧ୍ୟରେ ଏହି ଏମଓୟୁ ଦସ୍ତାବିଜ ଆଦାନ ପ୍ରଦାନ ହୋଇଛି । ଭୁବନେଶ୍ୱର ସ୍ଥିତ ରାଜ୍ୟ ସଚିବାଳୟ ସମ୍ମିଳନୀ କକ୍ଷ ଠାରେ ଫିକି ସହଯୋଗରେ ଆୟୋଜିତ ଟେକ୍ସଟାଇଲ ନିବେଶକ ସମ୍ମିଳନୀ 2025 (ଟେକ୍ସ-2025)ରେ କମ୍ପାନୀ ତରଫରୁ ରାଜ୍ୟର ଏହି ଦୁଇଟି ସ୍ଥାନରେ କାରଖାନା ପ୍ରତିଷ୍ଠା ସକାଶେ 200 କୋଟି ଟଙ୍କା ପୁଞ୍ଜି ନେବେଶ ପାଇଁ ନିଷ୍ପତି ହୋଇଛି ।

ଉକ୍ତ ଦୁଇଟି ପୋଷାକ କାରଖାନା ଆଗାମୀ ଦିନରେ କାର୍ଯ୍ୟକ୍ଷମ ହେବାକୁ ଥିବାବେଳେ ଏଥିରେ 2400 ଯୁବ ବର୍ଗଙ୍କୁ କର୍ମନିଯୁକ୍ତି ନିମନ୍ତେ ସମ୍ଭାବନା ସୃଷ୍ଟି ହେବ ।ଏହି ଅବସରରେ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ସମ୍ପଦ ଚରଣ ସ୍ୱାଇଁ, ଟେକ୍ସଟାଇଲ ଓ ହସ୍ତତନ୍ତ୍ର ବିଭାଗ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ରାଜ୍ୟ ମୁଖ୍ୟ ସଚିବ ଶ୍ରୀ ମନୋଜ ଆହୁଜା, ବିକାଶ ଆୟୋଗ ଶ୍ରୀ ଅନୁ ଗର୍ଗ ଓ ଅତିରିକ୍ତ ମୁଖ୍ୟ ସଚିବ ହେମନ୍ତ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ପଦକ୍ଷପ ଦ୍ୱାରା ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ଓଡ଼ିଶାରେ ଏହାର ସ୍ତିତି ଆହୁରି ବୃଦ୍ଧି କରିଛି । ଦାୟିତ୍ୱବାନ ଶିଳ୍ପ ପ୍ରତିଷ୍ଠାନ ଭାବେ ରାଜ୍ୟରେ ଏହାର ପରିଚୟ ସୁଦୃଢ ହେବ ଦ୍ୱାରା ଆଗାମୀ ଦିନରେ କମ୍ପାନୀ ତରଫରୁ ଶତାଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ନେଇ କମ୍ପାନୀ କତୃପକ୍ଷଙ୍କ ତରଫରୁ ଉଦ୍ୟମ ଜାରି ରହିବ।

hindalco ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ
Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026
Latest News

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.