Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ସଂଧ୍ୟାରେ ଚାରି ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର ଦର୍ଶନ, ଜାଣନ୍ତୁ କେତେବେଳେ ଓ କାରଣ କଣ
ଜାତୀୟ ଖବର

ଆଜି ସଂଧ୍ୟାରେ ଚାରି ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର ଦର୍ଶନ, ଜାଣନ୍ତୁ କେତେବେଳେ ଓ କାରଣ କଣ

July 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
srimandir
ଆଜି ସଂଧ୍ୟାରେ ଚାରି ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର ଦର୍ଶନ, ଜାଣନ୍ତୁ କେତେବେଳେ ଓ କାରଣ କଣ

ପୁରୀ: ଆଜି ସଂଧ୍ୟାରେ ଚାରି ଘଣ୍ଟା ଧରି ବନ୍ଦ ରହିବ ଶ୍ରୀମନ୍ଦିର ଦର୍ଶନ। ଏ ନେଇ ମନ୍ଦିର ପ୍ରଶାସନ ତରଫରୁ ସୂଚନା ପ୍ରଦାନ କରାଯାଇଛି। କାରଣରେ କୁହାଯାଇଛି ଯେ, ଆଜି ମହାପ୍ରଭୃଙ୍କର ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନରୁ ଭକ୍ତମାନଙ୍କୁ ନିବୃତ କରାଯିବ। ପ୍ରଶାସନ ଅନୁସାରେ ଆଜି ସଂଧ୍ୟା ୬ଟାରୁ ରାତିି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୃଙ୍କ ଦର୍ଶନ ବନ୍ଦ ରହିବ।

ଶ୍ରାବଣ ଶୁକ୍ଳପକ୍ଷ ଚତୁର୍ଥୀ ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହୋଇଥାଏ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ୍ନ କରିଥାନ୍ତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ହୋଇ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ମଇଲମ ନୀତି ଅନୁଷ୍ଠିତ ହୋଇଥାଏ। ଏହାପରେ ଶ୍ରୀଦେବୀ, ଭୂଦେବୀ ଖଟଶେଯ ଘରେ ବିଜେ କରିବେ। ମହାପ୍ରଭୁଙ୍କ ଖସାପଡ଼ା ନୀତି ପାଇଁ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିବେ।

srimandir ଖସାପଡା ନୀତି ଜଗନ୍ନାଥ ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୨୯ ତାରିଖ ମଙ୍ଗଳବାର ଦିନ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 29, 2025

ରଣପୁର ବ୍ଲକ ଛାତ୍ର କଂଗ୍ରେସ ର କର୍ମୀ ସମ୍ମିଳନୀ

July 28, 2025

ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳର ଡିଆରଏମ ଭାବରେ ଆଲୋକ ତ୍ରିପାଠୀଙ୍କ ଯୋଗଦାନ

July 28, 2025

ଭାରତ-ଯୁକ୍ତରାଜ୍ୟ ବ୍ୟାପକ ବାଣିଜ୍ୟ ରାଜିନାମା ଯୋଗୁଁ ୩ ବର୍ଷରେ ୫୦% ବୃଦ୍ଧି ପାଇବ ଭାରତର କୃଷି ରପ୍ତାନି

July 28, 2025
Latest News

ଆଜି ଜୁଲାଇ ୨୯ ତାରିଖ ମଙ୍ଗଳବାର ଦିନ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 29, 2025

ରଣପୁର ବ୍ଲକ ଛାତ୍ର କଂଗ୍ରେସ ର କର୍ମୀ ସମ୍ମିଳନୀ

July 28, 2025

ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳର ଡିଆରଏମ ଭାବରେ ଆଲୋକ ତ୍ରିପାଠୀଙ୍କ ଯୋଗଦାନ

July 28, 2025

ଭାରତ-ଯୁକ୍ତରାଜ୍ୟ ବ୍ୟାପକ ବାଣିଜ୍ୟ ରାଜିନାମା ଯୋଗୁଁ ୩ ବର୍ଷରେ ୫୦% ବୃଦ୍ଧି ପାଇବ ଭାରତର କୃଷି ରପ୍ତାନି

July 28, 2025

ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ଯୋଗଦାନ କଲେ ଆଇଏଏସ ଅମ୍ରିତ୍ ଋତୁରାଜ

July 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.