Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଳଙ୍ଗା ଛାତ୍ରୀ ମୃତ୍ୟୁ ଘଟଣାରେ ଆସନ୍ତା ଗୁରୁବାର ଦିନ ପୁରୀ ଜିଲ୍ଲାରେ ହରତାଳ କରିବ ବିଜେଡି
ଆଜିର ଖବର

ବଳଙ୍ଗା ଛାତ୍ରୀ ମୃତ୍ୟୁ ଘଟଣାରେ ଆସନ୍ତା ଗୁରୁବାର ଦିନ ପୁରୀ ଜିଲ୍ଲାରେ ହରତାଳ କରିବ ବିଜେଡି

August 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବଳଙ୍ଗା ଛାତ୍ରୀ ମୃତ୍ୟୁ ଘଟଣା ନେଇ ସରକାରଙ୍କୁ ଘେରିବ ବିଜେଡି। ଏ ନେଇ ପୁରୀ ଜିଲ୍ଲା ବିଜେଡି ତରଫରୁ ଛଅ ଘଣ୍ଟିଆ ହରତାଳ ଡାକରା ଦେଇଛି। ସେଦିନ ପୁରା ପୁରୀ ଜିଲ୍ଲାରେ ଏହି ହରତାଳ ପାଳନ କରାଯିବ ବୋଲି ପୁରୀରେ ସାମ୍ବାଦିକ ସମ୍ମିଳନୀ କରି ଏହି ଘୋଷଣା କରିଛି ବିଜେଡି। ରାଜ୍ୟ ସରକାର ପିଡିତାକୁ ଠିକ ନ୍ୟାୟ ଦେଇପାରି ନ ଥିବାରୁ ଏହି ହରତାଳ ପାଳନ କରାଯିବ।

ବିଜେଡିର ଅଭିଯୋଗ ଯେ, ରାଜ୍ୟ ସରକାର ପୋଲିସ ଏବଂ ପିଡିତାଙ୍କ ପରିବାର ଉପରେ ଚାପ ପ୍ରୟୋଗ କରୁଛନ୍ତି। ହସପିଟାଲରେ ପିଡିତା ବିଭିନ୍ନ ସମୟରେ ତାହାର ବୟନା ବଦଳାଇଥିଲା। ଏହା କେବଳ ସରକାରୀ ଚାପରେ କରାଯାଇଛି। ସେହିପରି ପିଡିତାଙ୍କ ପରିବାର ବର୍ଗଙ୍କ ଉପରେ ଚାପ ପକାଇ ତାଙ୍କର ବୟାନ ମଧ୍ୟ ପରିବର୍ତ୍ତନ କରିବାରେ ଲାଗିଛନ୍ତି। ଏହି ନିନ୍ଦନୀୟ ଘଟଣା ବୋଲି ବିଜେଡି କହିଛି। ସେଥିପାଇଁ ପିଡିତାକୁ ନ୍ୟାୟ ପ୍ରଦାନ ନ କରିବା ପର୍ଯ୍ୟନ୍ତ ବିଜେଡି ଆନ୍ଦୋଳନ ଜାରୀ ରଖିବ ବୋଲି ଦଳ କହିଛି।

ଏହି ସାମ୍ବାଦିକ ସମ୍ମିଳନୀରେ ପୁରୀ ଜିଲ୍ଲାସଭାପତି ଉମାକାନ୍ତ ସାମନ୍ତରାୟ, ବିଧାୟକ ତୁଷାରକାନ୍ତି ବେହେରା, ବିଧାୟକ ସୁନୀଲ ମହାନ୍ତି, ପୂର୍ବତନ ବିଧାୟକ ରୁଦ୍ରପ୍ରସାଦ ମହାରାଥୀ ପ୍ରମୁଖ ଯୋଗ ଦେଇଥିଲେ।

BJD BJD Puri ପୁରୀ ବନ୍ଦ ବଳଙ୍ଗା ପିଡିତା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ଦକ୍ଷତା ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

August 5, 2025

ବଳଙ୍ଗା ମୃତ ଛାତ୍ରୀଙ୍କ ଗାଁରୁ ନିମାପଡା ପର୍ଯ୍ୟନ୍ତ ନାରୀ ନ୍ୟାୟ ପଦଯାତ୍ରା କରିବ ପ୍ରଦେଶ କଂଗ୍ରେସ

August 5, 2025

ଅଗଷ୍ଟ  ୧୧ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ

August 5, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ପ୍ରିୟଙ୍କା ଚତୁର୍ବେଦୀ, ବିଜେପିରେ ଯୋଗଦେବା ଉପରେ ବଢିଲା କଳ୍ପନାଜଳ୍ପନା

August 5, 2025
Latest News

ଓଡ଼ିଶାରେ ଦକ୍ଷତା ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

August 5, 2025

ବଳଙ୍ଗା ମୃତ ଛାତ୍ରୀଙ୍କ ଗାଁରୁ ନିମାପଡା ପର୍ଯ୍ୟନ୍ତ ନାରୀ ନ୍ୟାୟ ପଦଯାତ୍ରା କରିବ ପ୍ରଦେଶ କଂଗ୍ରେସ

August 5, 2025

ଅଗଷ୍ଟ  ୧୧ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ

August 5, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ପ୍ରିୟଙ୍କା ଚତୁର୍ବେଦୀ, ବିଜେପିରେ ଯୋଗଦେବା ଉପରେ ବଢିଲା କଳ୍ପନାଜଳ୍ପନା

August 5, 2025

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଜଙ୍ଗଲ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ, କହିଲେ…

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.