Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଘୋଷଣା ହେଲା ଓଡିଶା ମହିଳା ଆୟୋଗ ଅଧ୍ୟକ୍ଷା ଓ ସଦସ୍ୟାଙ୍କ ନାମ, ଜାଣନ୍ତୁ କାହାକୁ ଦିଆଗଲା ନିଯୁକ୍ତି
ରାଜ୍ୟ ଖବର

ଘୋଷଣା ହେଲା ଓଡିଶା ମହିଳା ଆୟୋଗ ଅଧ୍ୟକ୍ଷା ଓ ସଦସ୍ୟାଙ୍କ ନାମ, ଜାଣନ୍ତୁ କାହାକୁ ଦିଆଗଲା ନିଯୁକ୍ତି

August 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଘୋଷଣା ହେଲା
ଘୋଷଣା ହେଲା ଓଡିଶା ମହିଳା ଆୟୋଗ ଅଧ୍ୟକ୍ଷା ଓ ସଦସ୍ୟାଙ୍କ ନାମ, ଜାଣନ୍ତୁ କାହାକୁ ଦିଆଗଲା ନିଯୁକ୍ତି

ଭୁବନେଶ୍ବର: ବହୁ ବାଦବିବାଦ ପରେ ବର୍ତ୍ତମାନ ଓଡିଶା ରାଜ୍ୟ ମହିଳା କମିଶନର ଓ ସଦସ୍ୟାଙ୍କ ନାମ ଘୋଷଣା କରାଯାଇଛି। ସେହି ଅନୁସାରେ ଓଡିଶା ମହିଳା କମିଶନର ଯାହାଙ୍କ ନାମ ନିଷ୍ପତି ହୋଇଛି ସେ ହେଲେ ଶ୍ରୀମତୀ ଶୋଭନା ମହାନ୍ତି। ଶୋଭନା ହେଉଛନ୍ତି ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ କଂରଜିଆର ବାସିନ୍ଧା। ତାଙ୍କୁ ଓଡିଶା ରାଜ୍ୟ ମହିଳା ଆୟୋଗ ନିମୟ ଅନୁସାରେ ଅଧ୍ୟକ୍ଷା ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି।

ଏହି ପଦବୀ ନେଇ ପୂର୍ବରୁ ବିବାଦ ଲାଗି ରହିଥିଲା। ଏଥିରେ ବିଜେଡି ସରକାରଙ୍କ ଅମଳରେ ଯାହାକୁ ଅଧ୍ୟକ୍ଷା ଭାବେ ନିଯୁକ୍ତି ଦିଆଯାଇଥିଲା ତାଙ୍କର ବିଜେପି ସରକାର ବହିସ୍କାର କରିଥିଲେ। ହେଲେ ତାହାକୁ ବେଆଇନ ବୋଲି କହି ସେ ସେହି ପଦବୀ ଛାଡି ନ ଥିଲେ।

ତେବେ ଏହି କମିଶନର ଯେଉଁ ନୂଆ ସଦସ୍ୟା ଭାବେ ଘୋଷଣା କରାଯାଇଛି ସେମାନେ ହେଲ

ଶ୍ରୀମତୀ ପ୍ରତିଭା ଶତପଥୀ

ଶ୍ରୀମତୀ ଉର୍ମିଳା ମହାପାତ୍ର

ଶ୍ରୀମତୀ କଳ୍ପନା ମଲ୍ଲିକ

ଶ୍ରୀମତୀ ମୁକ୍ତା ସାହୁ

Share. Facebook Twitter LinkedIn Email WhatsApp Copy Link

Related Posts

ବାଚସ୍ପତିଙ୍କ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀରେ ଯୋଗଦାନ

October 12, 2025

ଉପମୁଖ୍ୟମନ୍ତ୍ରୀ ଙ୍କୁ ସାକ୍ଷାତ କଲେ କଟନ ଆସୋସିଏସନ ଅଫ ଓଡ଼ିଶାର ସଦସ୍ୟ

October 12, 2025

କଳିଙ୍ଗ ଷ୍ଟାଡିୟମରେ ୨୮ତମ ଏସୀୟ ଟେବୁଲ ଟେନିସ୍ ଦଳଗତ ଚାମ୍ପିଅନସିପ୍ ଆରମ୍ଭ

October 12, 2025

ଆଇନ ଛାତ୍ରଛାତ୍ରୀମାନଙ୍କୁ ବିଶ୍ଲେଷଣାତ୍ମକ ଓ ସୂକ୍ଷ୍ମଦର୍ଶୀ ହେବା ଆବଶ୍ୟକ: ନ୍ୟାୟମୂର୍ତ୍ତି କ୍ରିଷ୍ଣା ଶ୍ରୀପଦ ଦୀକ୍ଷିତ

October 11, 2025
Latest News

ବାଚସ୍ପତିଙ୍କ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀରେ ଯୋଗଦାନ

October 12, 2025

ଉପମୁଖ୍ୟମନ୍ତ୍ରୀ ଙ୍କୁ ସାକ୍ଷାତ କଲେ କଟନ ଆସୋସିଏସନ ଅଫ ଓଡ଼ିଶାର ସଦସ୍ୟ

October 12, 2025

କଳିଙ୍ଗ ଷ୍ଟାଡିୟମରେ ୨୮ତମ ଏସୀୟ ଟେବୁଲ ଟେନିସ୍ ଦଳଗତ ଚାମ୍ପିଅନସିପ୍ ଆରମ୍ଭ

October 12, 2025

ମନ୍ଦିରକୁ ଯିବାର ଅନେକ ଲାଭ, ପ୍ରତିଦିନ ପୂଜା କଲେ ମିଳିବ ଏହି ସବୁ ଉପକାର

October 12, 2025

ଆଜି ଅକ୍ଟୋବର ୧୨ ତାରିଖ ରବିବାରରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଖରାପ ଖବର

October 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.