Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ସମୟସୀମା ବୃଦ୍ଧି ଏବଂ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ବାତିଲ ହେଲା କିଛି ଟ୍ରେନ  
ଆଜିର ଖବର

ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ସମୟସୀମା ବୃଦ୍ଧି ଏବଂ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ବାତିଲ ହେଲା କିଛି ଟ୍ରେନ  

August 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସ୍ପେଶାଲ ଟ୍ରେନ୍
ବେଙ୍ଗାଲୁରୁକୁ ସ୍ୱତନ୍ତ୍ର ଟ୍ରେନ୍ ସେବା: ଯାତ୍ରୀଙ୍କ ଆବଶ୍ୟକତା ଅନୁଯାୟୀ ପୂର୍ବତଟ ରେଳପଥର ବିଶେଷ ବ୍ୟବସ୍ଥା

ଭୁବନେଶ୍ୱର: ଯାତ୍ରୀମାନଙ୍କୁ ନିରନ୍ତର ଯାତ୍ରା ସୁବିଧା ଯୋଗାଇବା ଏବଂ ବର୍ଦ୍ଧିତ ଚାହିଦାକୁ ପୂରଣ କରିବା ଉଦ୍ଦେଶ୍ୟରେ, ପୂର୍ବ ତଟ ରେଳପଥ ନିମ୍ନଲିଖିତ ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ସମୟସୀମା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି, ସେଗୁଡିକ ହେଲା…..

ବିଶାଖାପାଟଣା-ତିରୁପତି-ବିଶାଖାପାଟଣା (08547/08548)

ଟ୍ରେନ୍ ନମ୍ବର 08547/08548 ବିଶାଖାପାଟଣା-ତିରୁପତି-ବିଶାଖାପାଟଣା ସ୍ୱତନ୍ତ୍ର ଟ୍ରେନ ବିଶାଖାପାଟଣା ରୁ 24 ସେପ୍ଟେମ୍ବର 2025 ପର୍ଯ୍ୟନ୍ତ ଏବଂ ତିରୁପତିରୁ 25 ସେପ୍ଟେମ୍ବର 2025 ପର୍ଯ୍ୟନ୍ତ ଚଳାଚଳରେ ବୃଦ୍ଧି କରାଯାଇଛି।

ବିଶାଖାପାଟଣା – ଚରଲାପାଲି-ବିଶାଖାପାଟଣା (08579/08580)

ଟ୍ରେନ୍ ନମ୍ବର 08579/08580 ବିଶାଖାପାଟଣା- ଚରଲାପାଲି- ବିଶାଖାପାଟଣା ସ୍ୱତନ୍ତ୍ର ଟ୍ରେନ 26 ସେପ୍ଟେମ୍ବର 2025 ପର୍ଯ୍ୟନ୍ତ ବିଶାଖାପାଟଣାରୁ ଏବଂ ଚରଲାପାଲିରୁ ଏହା 27 ସେପ୍ଟେମ୍ବର 2025 ପର୍ଯ୍ୟନ୍ତ ଚଳାଚଳରେ ବୃଦ୍ଧି କରାଯାଇଛି।

ଉଧନା-ଖୋର୍ଦ୍ଧା ରୋଡ୍-ଉଧନା (09059/09060)

ଟ୍ରେନ୍ ନମ୍ବର 09059/09060 ଉଧନା-ଖୋର୍ଦ୍ଧା ରୋଡ୍-ଉଧନା ସ୍ୱତନ୍ତ୍ର ଟ୍ରେନ 24 ସେପ୍ଟେମ୍ବର 2025 ପର୍ଯ୍ୟନ୍ତ ଉଧନାରୁ ଏବଂ ଖୋର୍ଦ୍ଧା ରୋଡ୍ରୁ 26 ସେପ୍ଟେମ୍ବର 2025 ପର୍ଯ୍ୟନ୍ତ ଚଳାଚଳରେ ବୃଦ୍ଧି କରାଯାଇଛି।

ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ନିମ୍ନଲିଖିତ ଟ୍ରେନ୍ ବାତିଲ୍

ୱାଲଟିୟର ରେଳମଣ୍ଡଳ ଅନ୍ତର୍ଗତ କୋଟ୍ଟାଭାଲସା- ପେନ୍ଦୁର୍ତ୍ତି ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ 06 ଅଗଷ୍ଟ 2025 ରୁ 09 ଅଗଷ୍ଟ 2025 ପର୍ଯ୍ୟନ୍ତ, ନିମ୍ନଲିଖିତ ଟ୍ରେନ ଗୁଡିକ ବାତିଲ୍ କରାଯିବ।

– ବିଶାଖାପାଟଣାରୁ ଛାଡିବାକୁ ଥିବା ଟ୍ରେନ ନମ୍ବର 18526 ବିଶାଖାପାଟଣା-ବ୍ରହ୍ମପୁର ଏକ୍ସପ୍ରେସ 06 ଅଗଷ୍ଟ 2025 ରୁ 08 ଅଗଷ୍ଟ 2025 ପର୍ଯ୍ୟନ୍ତ ବାତିଲ କରାଯିବ।

– ବ୍ରହ୍ମପୁରରୁ ଛାଡିବାକୁ ଥିବା ଟ୍ରେନ ନମ୍ବର 18525 ବ୍ରହ୍ମପୁର-ବିଶାଖାପାଟଣା ଏକ୍ସପ୍ରେସ 07 ଅଗଷ୍ଟ 2025 ରୁ 09 ଅଗଷ୍ଟ 2025 ପର୍ଯ୍ୟନ୍ତ ବାତିଲ କରାଯିବ।

ସମୟସୀମା ବୃଦ୍ଧି ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ସ୍ୱତନ୍ତ୍ର ଟ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

56ତମ ଆଇଏଫଏଫଆଇର ଅନ୍ତିମ ଫାୟାରସାଇଡ୍‌ ଚାଟରେ ସାରଗର୍ଭକ ଆଲୋଚନା କଲେ ଅମିର ଖାନ୍

November 28, 2025

ଆଜି ନଭେମ୍ବର ୨୮ ତାରିଖ ଶୁକ୍ରବାରରେ ଛଅଟି ରାଶି ପାଇଁ ରହିଛି ଖୁସି ଖବର

November 28, 2025

ଟ୍ରେନ୍ ଉପରେ ପଥର ଫିଙ୍ଗିବା ମାମଲା: 45 ଅଭିଯୁକ୍ତ ଗିରଫ, ସହଯୋଗ ପାଇଁ ପୂର୍ବତଟ ରେଳପଥର ନିବେଦନ

November 27, 2025

ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କର ସମସ୍ୟା ସମାଧାନ କରନ୍ତୁ ସରକାର: ସମନ୍ୱୟ ସମିତି

November 27, 2025
Latest News

56ତମ ଆଇଏଫଏଫଆଇର ଅନ୍ତିମ ଫାୟାରସାଇଡ୍‌ ଚାଟରେ ସାରଗର୍ଭକ ଆଲୋଚନା କଲେ ଅମିର ଖାନ୍

November 28, 2025

ଆଜି ନଭେମ୍ବର ୨୮ ତାରିଖ ଶୁକ୍ରବାରରେ ଛଅଟି ରାଶି ପାଇଁ ରହିଛି ଖୁସି ଖବର

November 28, 2025

ଟ୍ରେନ୍ ଉପରେ ପଥର ଫିଙ୍ଗିବା ମାମଲା: 45 ଅଭିଯୁକ୍ତ ଗିରଫ, ସହଯୋଗ ପାଇଁ ପୂର୍ବତଟ ରେଳପଥର ନିବେଦନ

November 27, 2025

ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କର ସମସ୍ୟା ସମାଧାନ କରନ୍ତୁ ସରକାର: ସମନ୍ୱୟ ସମିତି

November 27, 2025

ଦ୍ୱିତୀୟ ବିବାହ କଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ: ଆସାମ ବିଧାନସଭାରେ ଆଗତ ହେଲା ବିଲ୍

November 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.