Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାରା ୩୫ଏ ହେଉଛି ବାରୁଦ ସଦୃଶ, ଏଥିରେ ଯିଏ ହାତ ମାରିବ ସେ ଜଳି ପାଉଁଶ ହେବ : ମେହବୁବା ମୁଫ୍‌ତି
ଆଜିର ଖବର

ଧାରା ୩୫ଏ ହେଉଛି ବାରୁଦ ସଦୃଶ, ଏଥିରେ ଯିଏ ହାତ ମାରିବ ସେ ଜଳି ପାଉଁଶ ହେବ : ମେହବୁବା ମୁଫ୍‌ତି

July 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ କାଶ୍ମୀରର ପିପୁଲ୍‌ସ୍‌ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି)ର ରବିବାର ୨୦ତମ ପ୍ରତିଷ୍ଠା ଦିବସ ପାଳନ କରୁଛି । ଏହି ଅବସରରେ ପିଡିପି ଅଧ୍ୟକ୍ଷ ତଥା ଜମ୍ମୁକାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫ୍‌ତି ଧାରା ୩୫ଏକୁ ନେଇ ଏକ ପ୍ରତିକ୍ରିୟା ଦେଇଛନ୍ତି । ମୁଫ୍‌ତି କହିଛନ୍ତି କି, ଧାରା ୩୫ଏରେ ହସ୍ତକ୍ଷେପ କରିବାର ଅର୍ଥ ହେଉଛି ବାରୁଦରେ ହାତ ମାରିବା । ଏଥିରେ ଯିଏ ହାତ ଦେବ ସେ ଜଳି ପାଉଁଶ ହୋଇଯିବ। ଏହା ପୂର୍ବରୁ ଘାଟିରେ ଅତିରିକ୍ତ ସୁରକ୍ଷାବାହିନୀ ନିୟୋଜିତ ନେଇ ମୁଫତି ପ୍ରତିକ୍ରିୟା ରଖିଥିଲେ ଏବଂ କହିଥିଲେ କି, ଘାଟିରେ ଭୟ ସୃଷ୍ଟି କରାଇବା ପାଇଁ କେନ୍ଦ୍ର ସରକାର ଏଭଳି ପଦକ୍ଷେପ ନେଇଛନ୍ତି । ନିଜ ଶେଷ ନିଃଶ୍ବାସ ଥିବା ଯାଏଁ କାଶ୍ମୀରର ରକ୍ଷା କରିବେ ବୋଲି କହିଛନ୍ତି ମୁଫ୍‌ତି । ]ଆମ ରାଜ୍ୟର ସ୍ଥିତିକୁ ବଞ୍ଚାଇବାକୁ ପାଇଁ ଆମ ଯେ କୌଣସି ସ୍ତରକୁ ଯାଇପାରିବୁ ବୋଲି ମୁଫ୍‌ତି କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026
Latest News

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଏବେ ଲୋକସଭା ଆସନ ପାଇଁ ବଡ଼ ନିଷ୍ପତ୍ତି ନେଲା କଂଗ୍ରେସ: ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ପ୍ରସ୍ତାବ ପାସ୍

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.