Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

August 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉପରାଷ୍ଟ୍ରପତି
ସିପି ରାଧାକୃଷ୍ଣନ୍ ହେଲେ ଦେଶର ନୂତନ ଉପରାଷ୍ଟ୍ରପତି, ଜାଣନ୍ତୁ କେତେ ମିଳିଲା ଭୋଟ?

ନୂଆଦିଲ୍ଲୀ: ଦେଶର ଉପରାଷ୍ଟ୍ରପତି ପଦବୀ ଲାଗି ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ପ୍ରାର୍ଥୀ ଭାବେ ତିରୁ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ କରିଛନ୍ତି।

ଏକ୍ସରେ ଗୋଟିଏ ଥ୍ରେଡ୍‌ ପୋଷ୍ଟରେ ସେ ଲେଖିଛନ୍ତି:

‘‘ଦୀର୍ଘ ଦିନର ସାର୍ବଜନୀନ ଜୀବନରେ ତିରୁ ସି.ପି ରାଧାକୃଷ୍ଣନ ନିଜର ସମର୍ପଣ, ବିନମ୍ରତା ଏବଂ ବୁଦ୍ଧିମତା ବଳରେ ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ବିଭିନ୍ନ ପଦପଦବୀରେ ରହି ସେ ସବୁବେଳେ ସମାଜ ସେବା ଏବଂ ବଞ୍ଚିତ ଲୋକଙ୍କ ସଶକ୍ତିକରଣ ପ୍ରତି ଧ୍ୟାନ କେନ୍ଦ୍ରିତ କରିଛନ୍ତି। ସେ ତାମିଲନାଡ଼ୁରେ ତୃଣମୂଳ ସ୍ତରରେ ବ୍ୟାପକ କାର୍ଯ୍ୟ କରିଛନ୍ତି। ଏନଡିଏ ପରିବାର ଆମ ମେଣ୍ଟର ଉପରାଷ୍ଟ୍ରପତି ପଦର ପ୍ରାର୍ଥୀ ରୂପେ ତାଙ୍କୁ ମନୋନିତ କରିବାକୁ ନିଷ୍ପତ୍ତି ନେବା ମୋ ପାଇଁ ଖୁସିର ବିଷୟ।’’

‘‘ତିରୁ ସି.ପି ରାଧାକୃଷ୍ଣନ ଜୀଙ୍କର ସାଂସଦ ଏବଂ ବିଭିନ୍ନ ରାଜ୍ୟର ରାଜ୍ୟପାଳ ଭାବରେ ଯଥେଷ୍ଟ ଅଭିଜ୍ଞତା ରହିଛି। ତାଙ୍କର ସଂସଦୀୟ ହସ୍ତକ୍ଷେପ ସର୍ବଦା ପ୍ରଭାବଶାଳୀ ରହିଆସିଛି। ତାଙ୍କର ରାଜ୍ୟପାଳ କାର୍ଯ୍ୟକାଳ ମଧ୍ୟରେ, ସେ ସାଧାରଣ ନାଗରିକମାନେ ସାମ୍ନା କରୁଥିବା ସମସ୍ୟାଗୁଡ଼ିକର ସମାଧାନ କରିବା ଉପରେ ଧ୍ୟାନ ଦେଇଥିଲେ। ଏହିସବୁ ଅଭିଜ୍ଞତା ବିଧାନପାଳିକା ଏବଂ ସାମ୍ବିଧାନିକ ବ୍ୟାପାରରେ ତାଙ୍କର ବ୍ୟାପକ ଜ୍ଞାନ ସୁନିଶ୍ଚିତ କରିଛି। ସେ ଜଣେ ପ୍ରେରଣାଦାୟୀ ଉପରାଷ୍ଟ୍ରପତି ହୋଇପାରିବେ ବୋଲି ମୋର ବିଶ୍ୱାସ ରହିଛି।’’

ଉପରାଷ୍ଟ୍ରପତି ପ୍ରାର୍ଥୀ ଏନଡିଏ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମ ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ

October 4, 2025

ଜିଏସଟି ହ୍ରାସର ପ୍ରଭାବ: ପୂଜା ସମୟରେ ରେକର୍ଡ ସଂଖ୍ୟକ କାରବାର, ଜାଣନ୍ତୁ କେତେ କାର ହେଲା ବିକ୍ରି

October 4, 2025

ଭୁବନେଶ୍ବରର ଧଉଳିଗିରି କାହିଁକି ହେଲା? କିଏ କଲା? ଇତିହାସ କଣ? କେବେ ଜାଣିବାକୁ ଚେଷ୍ଠା କରିଛନ୍ତି କି?

October 4, 2025

ରେଳ ମନ୍ତ୍ରଣାଳୟର ବଡ ନିଷ୍ପତି, ବ୍ରହ୍ମପୁର ସୁରତ ଅମୃତ ଭାରତ ସାପ୍ତାହିକ ଏକ୍ସପ୍ରେସ ନିୟମିତ ଚାଲିବ, ଜାଣନ୍ତୁ ପୁରା ସୂଚନା

October 4, 2025
Latest News

ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମ ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ

October 4, 2025

ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ରଙ୍କ ଘର ଜୁଆଁଇ ଗପ, କାହାକୁ କଲେ ଟାର୍ଗେଟ ? ଉଠିଲା ପ୍ରଶ୍ନ

October 4, 2025

ଜିଏସଟି ହ୍ରାସର ପ୍ରଭାବ: ପୂଜା ସମୟରେ ରେକର୍ଡ ସଂଖ୍ୟକ କାରବାର, ଜାଣନ୍ତୁ କେତେ କାର ହେଲା ବିକ୍ରି

October 4, 2025

ଭୁବନେଶ୍ବରର ଧଉଳିଗିରି କାହିଁକି ହେଲା? କିଏ କଲା? ଇତିହାସ କଣ? କେବେ ଜାଣିବାକୁ ଚେଷ୍ଠା କରିଛନ୍ତି କି?

October 4, 2025

ରେଳ ମନ୍ତ୍ରଣାଳୟର ବଡ ନିଷ୍ପତି, ବ୍ରହ୍ମପୁର ସୁରତ ଅମୃତ ଭାରତ ସାପ୍ତାହିକ ଏକ୍ସପ୍ରେସ ନିୟମିତ ଚାଲିବ, ଜାଣନ୍ତୁ ପୁରା ସୂଚନା

October 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.