ନୂଆଦିଲ୍ଲୀ: ବିରୋଧୀ ଦଳ ଉପରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ବି ସୁଦର୍ଶନ ରେଡ୍ଡୀ ଉପରାଷ୍ଟ୍ରପତି ପଦ ପାଇଁ ବିରୋଧୀ ଦଳ ପକ୍ଷରୁ ପ୍ରାର୍ଥୀ ହେବେ। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏହି ସୂଚନା ଦେଇଛନ୍ତି।
ଉଲ୍ଲେଖ ଯୋଗ୍ୟ ଯେ, NDA ଉପରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ସିପି ରାଧାକୃଷ୍ଣନ୍ ଙ୍କ ନାମ ଘୋଷଣା କରିଛି।