Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିକଲ୍ ସେଲ୍ ଏବଂ ଥାଲାସିମିଆ ପରିଚାଳନା ବୈଠକ
ଆଜିର ଖବର

ସିକଲ୍ ସେଲ୍ ଏବଂ ଥାଲାସିମିଆ ପରିଚାଳନା ବୈଠକ

August 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସିକଲ୍ ସେଲ୍ ଓ ଥାଲାସିମିଆ
ରାଜ୍ୟରେ ସିକଲ୍ ସେଲ୍ ଓ ଥାଲାସିମିଆ ସମ୍ପର୍କରେ ସମୀକ୍ଷା

ଭୁବନେଶ୍ଵର: ସିକଲ୍ ସେଲ୍ ଏବଂ ଥାଲାସିମିଆ ପରିଚାଳନା ବୈଠକ କମିଶନର ତଥା ଶାସନ ସଚିବ ଅସ୍ବତୀ ଏସ.ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଇଛି। ବୈଠକରେ ରାଜ୍ୟରେ ସିକଲ୍ ସେଲ୍ ଓ ଥାଲାସିମିଆର ବର୍ତ୍ତମାନ ସ୍ଥିତି, ପ୍ରାରମ୍ଭିକ ସନ୍ଧାନ, ପ୍ରତିରୋଧୀମୂଳକ ବ୍ୟବସ୍ଥା, ଚିକିତ୍ସା ସୁବିଧା ଓ ରୋଗୀ ସେବା ସମ୍ପର୍କରେ ସମୀକ୍ଷା କରାଯାଇଛି। ଏହି ବୈଠକରେ ସ୍କ୍ରିନିଂ ପ୍ରୋଗ୍ରାମ୍, ଜିନେଟିକ କାଉନସିଲିଙ୍ଗ, ନିଦାନ ସୁବିଧା ବାବଦରେ ଆଲୋଚନା କରାଯାଇଛି। ଏନ୍ଏଚ୍ଏମ୍ ମିଶନ୍ ଡିରେକ୍ଟର୍ ଡ଼. ବୃଦ୍ଧା ଡି. ପିପିଟି ପ୍ରେଜେଣ୍ଟେସନ ମାଧ୍ୟମରେ ବିସ୍ତ୍ରୁତ ବିବରଣୀ ପ୍ରଦାନ କରିଥିଲେ।

ଓଡ଼ିଶାର ୨୧ଟି ଜିଲ୍ଲା କୁ ଜାତୀୟ ସିକେଲ ସେଲ ଆନିମିଆ ନିରାକରଣ ମିଶନ୍ ଅନ୍ତର୍ଗତ କରାଯାଇଛି । ଏହି ଜିଲ୍ଲାଗୁଡ଼ିକରେ ବିଭିନ୍ନ ମାଧ୍ୟମରେ ସିକେଲ ସେଲ ପରୀକ୍ଷା ସୁବିଧା ଯୋଗାଇଦିଆଯାଉଛି। ସଭାରେ ସ୍ଵତନ୍ତ୍ର ସଚିବ ଡା. ବିଜୟ ମହାପାତ୍ର, ସ୍ଵତନ୍ତ୍ର ସଚିବ ସ୍ମିତା ବିଶ୍ୱାଳ, ଡା. ଜିତେନ୍ଦ୍ର ବେବର୍ତା, ନିର୍ଦ୍ଦେଶକ ଡା. ବିଶ୍ୱମୋହନ ମିଶ୍ର, ଯୁଗ୍ମ ସଚିବ ଶ୍ରୀକାନ୍ତ ମାଝି ପ୍ରମୁଖ ଉପସ୍ଥିତ ଥିଲେ।

ଅସ୍ବତୀ ଏସ ଥାଲାସିମିଆ ସିକଲ୍ ସେଲ୍
Share. Facebook Twitter LinkedIn Email WhatsApp Copy Link

Related Posts

୪ ଶ୍ରମ ସଂହିତା ରଦ୍ଦ କରି ୪୪ ଶ୍ରମ ଆଇନକୁ ପୁନଃସ୍ଥାପନା କରିବା ପାଇଁ ରାଷ୍ଟ୍ରପତିଙ୍କୁ ସ୍ମାରକପତ୍ର

December 14, 2025

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଦିଲ୍ଲୀରେ ମିଳିଥିବା ବଙ୍ଗଳାକୁ ନେଇ ପ୍ରଶ୍ନ ଉଠାଇଲା ବିଜେଡି, କହିଲା….

December 14, 2025

ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବେ ନୀତିନ ନବୀନ: ଜାଣନ୍ତୁ ସେ କିଏ?

December 14, 2025

ବାଣପୁର ଥାନାରେ ଅଟକ ଥିବା ଅଭିଯୁକ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

December 14, 2025
Latest News

୪ ଶ୍ରମ ସଂହିତା ରଦ୍ଦ କରି ୪୪ ଶ୍ରମ ଆଇନକୁ ପୁନଃସ୍ଥାପନା କରିବା ପାଇଁ ରାଷ୍ଟ୍ରପତିଙ୍କୁ ସ୍ମାରକପତ୍ର

December 14, 2025

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଦିଲ୍ଲୀରେ ମିଳିଥିବା ବଙ୍ଗଳାକୁ ନେଇ ପ୍ରଶ୍ନ ଉଠାଇଲା ବିଜେଡି, କହିଲା….

December 14, 2025

ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବେ ନୀତିନ ନବୀନ: ଜାଣନ୍ତୁ ସେ କିଏ?

December 14, 2025

ବାଣପୁର ଥାନାରେ ଅଟକ ଥିବା ଅଭିଯୁକ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

December 14, 2025

କଫ ସିରପ ଚୋରା ଚାଲାଣ ମାମଲାରେ FSDA ର କାର୍ଯ୍ୟାନୁଷ୍ଠାନ: ଏହି କମ୍ପାନୀର ଲାଇସେନ୍ସ ରଦ୍ଦ

December 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.