Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ଜାତୀୟ ରାଜପଥରେ ଓଲଟିଲା ଯାତ୍ରୀବାହୀ ଅଟୋ, ଜଣେ ମୃତ, ୪ ଗୁରୁତର
ଆଜିର ଖବର

ବାଲୁଗାଁ ଜାତୀୟ ରାଜପଥରେ ଓଲଟିଲା ଯାତ୍ରୀବାହୀ ଅଟୋ, ଜଣେ ମୃତ, ୪ ଗୁରୁତର

August 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Road accident

ବାଲୁଗାଁ: ୧୬ ନଂ ଜାତୀୟ ରାଜପଥ ନାଭାଲ ଫାଣ୍ଡି ନିକଟସ୍ଥ ନୂଆଗଡ଼ ଓଭରବ୍ରିଜ ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ଅଟୋ ଓଲଟି ପଡିଛି। ଯେଉଁଥିରେ ଜଣେ ନାବାଳକ ମୃତ୍ୟୁ ବରଣ କରିବାସହ ଚାଳକ ସମେତ ୪ ଜଣ ଆହତ ହୋଇଛନ୍ତି।

ଖବର ମୁତାବକ ଆଜି ପୂର୍ବାହ୍ନରେ ନାଭାଲ ଛକରୁ ବାଲୁଗାଁ ଅଭିମୁଖେ ଏକ ଯାତ୍ରୀବାହୀ ଅଟୋ ଯାତ୍ରୀ ନେଇ ଯାଉଥିବା ବେଳେ ନୂଆଗଡ଼ ଓଭରବ୍ରିଜ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ଅଟୋରେ ଥିବା ସମସ୍ତ ଯାତ୍ରୀ ଗୁରୁତର ଆହତ ହୋଇଥିଲେ।ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତ ଆହତଙ୍କୁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଆହତ ହୋଇଥିବା ବେଳେ ଜଣେ ମୃତ୍ୟୁବରଣ କରିଥିବା ଡାକ୍ତର ସୂଚନା ଦେଇଛନ୍ତି।ମୃତକ ଜଣଙ୍କ ଆଖୁପୋଖରା ଗ୍ରାମର ଶିବ ନାୟକଙ୍କ ପୁଅ ସୁକାନ୍ତ ନାୟକ(୧୫)ବୋଲି ଜଣାପଡିଛି।ଦୁର୍ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ନାଭାଲ ଫାଣ୍ଡି ନୂଆଗଡ ଓଭରବ୍ରିଜ ବାଲୁଗାଁ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଏକ ନୂତନ ଦିଗ ପ୍ରଦାନ କରିବ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସ୍ବାକ୍ଷରିତ ମୁକ୍ତ ବାଣିଜ୍ୟ ରାଜିନାମା: କେନ୍ଦ୍ର ମନ୍ତ୍ରୀ

December 23, 2025

ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳନ ପରିପ୍ରେକ୍ଷୀରେ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ନେଇ ପ୍ରସ୍ତୁତି ବୈଠକ

December 23, 2025

ସାବଧାନ: ଆଜି ମଙ୍ଗଳବାରରେ ଏହି ପାଞ୍ଚୋଟି ରାଶି ଉପରେ ହନୁମାନ କରୁଛନ୍ତି କୋପ

December 23, 2025

ପୂର୍ବତଟ ରେଳପଥ ଦ୍ୱାରା ଦ୍ୱିତୀୟ ନୀଳାଦ୍ରି କପ୍ ଟି-୨୦ ଆନ୍ତଃବିଭାଗୀୟ କ୍ରିକେଟ୍ ଚାମ୍ପିଅନସିପ୍ ଉଦଯାପିତ

December 22, 2025
Latest News

ଏକ ନୂତନ ଦିଗ ପ୍ରଦାନ କରିବ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସ୍ବାକ୍ଷରିତ ମୁକ୍ତ ବାଣିଜ୍ୟ ରାଜିନାମା: କେନ୍ଦ୍ର ମନ୍ତ୍ରୀ

December 23, 2025

ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳନ ପରିପ୍ରେକ୍ଷୀରେ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ନେଇ ପ୍ରସ୍ତୁତି ବୈଠକ

December 23, 2025

ସାବଧାନ: ଆଜି ମଙ୍ଗଳବାରରେ ଏହି ପାଞ୍ଚୋଟି ରାଶି ଉପରେ ହନୁମାନ କରୁଛନ୍ତି କୋପ

December 23, 2025

ବାଲୁଗାଁ ମହାବିଦ୍ୟାଳୟର ଜାତୀୟ ଗଣିତ ଦିବସ ପାଳନ, ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସେମିନାର

December 22, 2025

ପୂର୍ବତଟ ରେଳପଥ ଦ୍ୱାରା ଦ୍ୱିତୀୟ ନୀଳାଦ୍ରି କପ୍ ଟି-୨୦ ଆନ୍ତଃବିଭାଗୀୟ କ୍ରିକେଟ୍ ଚାମ୍ପିଅନସିପ୍ ଉଦଯାପିତ

December 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.