Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେପ୍ଟେମ୍ବର ୧୮ ରୁ ଆରମ୍ଭ ହେବ ଓଡିଶା ବିଧାନସଭାର ମୌସୁମୀ ଅଧିବେଶନ 
ଆଜିର ଖବର

ସେପ୍ଟେମ୍ବର ୧୮ ରୁ ଆରମ୍ଭ ହେବ ଓଡିଶା ବିଧାନସଭାର ମୌସୁମୀ ଅଧିବେଶନ 

August 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Assemblys monsoon session
Odisha Assemblys monsoon session to Start from Sept 18

ଭୁବନେଶ୍ଵର: ଓଡିଶା ବିଧାନସଭାର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୧୮ ତାରିଖଠାରୁ ଆରମ୍ଭ ହେବ । ଏ ସମ୍ପର୍କରେ ବିଧାନସଭା ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ମୌସୁମୀ ଅଧିବେଶନ ସେପ୍ଟେମ୍ୱର ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକାଧିକ ଗୁରୁତ୍ୱପୂର୍ଣ୍ଣ ବିଲ୍ ଆଗତ ହେବାର ସମ୍ଭାବନା ରହିଛି। ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ମଧ୍ୟ ଦାବି ଉପସ୍ଥାପନ କରିବାକୁ ପ୍ରସ୍ତୁତ ଥିବାରୁ ମୌସୁମୀ ଅଧିବେଶନ ସରଗରମ ହେବ ବୋଲି ଆଶା କରାଯାଉଛି।

MONSOON SESSION odisha assembly Sept 18
Share. Facebook Twitter LinkedIn Email WhatsApp Copy Link

Related Posts

ICC ODI ବିଶ୍ୱକପର ନୂଆ ସୂଚୀ ଜାରି, ଜାଣନ୍ତୁ ଭାରତର ମ୍ୟାଚ୍ କେବେ ଏବଂ କେଉଁଠି ଖେଳାଯିବ

August 22, 2025

କେନ୍ଦ୍ରୀୟ ଯୋଗାଯୋଗ ମନ୍ତ୍ରୀଙ୍କ ଦ୍ୱାରା ଡାକ ସେବାର ଏକ ନୂତନ ଡିଜିଟାଲ୍ ଯୁଗର ଶୁଭାରମ୍ଭ

August 22, 2025

ଯୁବପିଢ଼ିଙ୍କୁ ଅନ୍ଧକାର ଆଡ଼କୁ ଠେଲି ଦେଉଛି ଅନଲାଇନ୍ ଗେମିଂ: ପ୍ରତି ବର୍ଷ ୨୦ ହଜାର କୋଟି କ୍ଷତି

August 22, 2025

ICC ଟି-୨୦ ବ୍ୟାଟିଂ ଏବଂ ବୋଲିଂ ରାଙ୍କିଙ୍ଗରେ ଭାରତୀୟଙ୍କ ପ୍ରାଧାନ୍ୟ, ଶୀର୍ଷ ୧୦ ରେ ୭ ଖେଳାଳି

August 22, 2025
Latest News

ICC ODI ବିଶ୍ୱକପର ନୂଆ ସୂଚୀ ଜାରି, ଜାଣନ୍ତୁ ଭାରତର ମ୍ୟାଚ୍ କେବେ ଏବଂ କେଉଁଠି ଖେଳାଯିବ

August 22, 2025

କେନ୍ଦ୍ରୀୟ ଯୋଗାଯୋଗ ମନ୍ତ୍ରୀଙ୍କ ଦ୍ୱାରା ଡାକ ସେବାର ଏକ ନୂତନ ଡିଜିଟାଲ୍ ଯୁଗର ଶୁଭାରମ୍ଭ

August 22, 2025

ଯୁବପିଢ଼ିଙ୍କୁ ଅନ୍ଧକାର ଆଡ଼କୁ ଠେଲି ଦେଉଛି ଅନଲାଇନ୍ ଗେମିଂ: ପ୍ରତି ବର୍ଷ ୨୦ ହଜାର କୋଟି କ୍ଷତି

August 22, 2025

ICC ଟି-୨୦ ବ୍ୟାଟିଂ ଏବଂ ବୋଲିଂ ରାଙ୍କିଙ୍ଗରେ ଭାରତୀୟଙ୍କ ପ୍ରାଧାନ୍ୟ, ଶୀର୍ଷ ୧୦ ରେ ୭ ଖେଳାଳି

August 22, 2025

ଆଜି ଶସ୍ତା ହେଲା ନା ମହଙ୍ଗା: ଜାଣନ୍ତୁ ଆଜିର ସୁନା ଦର

August 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.