Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ତାଲିମ କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ତାଲିମ କାର୍ଯ୍ୟକ୍ରମ

August 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ମହାବିଦ୍ୟାଳୟ
ବାଲୁଗାଁ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ତାଲିମ କାର୍ଯ୍ୟକ୍ରମ

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟର ଯୁବ ରେଡକ୍ରସ ଶାଖା ପକ୍ଷରୁ ଯୁବ ରେଡକ୍ରସ ନବାଗତ ଛାତ୍ରଛାତ୍ରୀମାନଙ୍କ ପାଇଁ ଆଜି ଏକ ଦିଗ୍ ଦର୍ଶନ ତଥା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟାପକ ଡ଼କ୍ଟର କୈଳାଶ ଚନ୍ଦ୍ର ମହାରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ତାଲିମ କାର୍ଯ୍ୟକ୍ରମରେ ଯୁବରେଡକ୍ରସର ପରାମର୍ଶଦାତା ଅଧ୍ୟାପିକା ମନସ୍ୱିନୀ ପଟ୍ଟନାୟକ ଓ ଅଧ୍ୟାପକ ଧୋବି ଚରଣ ପରିଡାଙ୍କ ସହ ମୁଖ୍ୟ ଅତିଥି ଭାବେ ଯୁବରେଡକ୍ରସର ଖୋର୍ଦ୍ଧା ଜିଲ୍ଲା ସଂଯୋଜକ ରଞ୍ଜନ କୁମାର ମହାପାତ୍ର ଯୋଗଦେଇ ରେଡକ୍ରସର ଉତ୍ପତ୍ତି,କାର୍ଯଶୈଳୀ, ମୌଳିକ ନିୟମ ସମ୍ପର୍କରେ ସ୍ବେଛାସେବୀ ମାନଙ୍କୁ ସଚେତନ କରାଇଥିଲେ। ଏଥିସହିତ ରକ୍ତଦାନର ଉପକାରିତା ସମ୍ପର୍କରେ ସ୍ବେଛାସେବୀମାନଙ୍କୁ ଅଵଗତ କରାଇଥିଲେ।

ଏହି ଅବସରରେ ଅଧ୍ୟାପକ ରଞ୍ଜନ୍ କୁମାର ମହାପାତ୍ରଙ୍କୁ ଡ଼କ୍ଟର କୈଳାଶ ଚନ୍ଦ୍ର ମହାରଣା ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ଉକ୍ତ ଆଲୋଚନା ଚକ୍ରରେ ଅଂଶ ଗ୍ରହଣ କରି ବରିଷ୍ଠ ସ୍ବେଛାସେବୀ ସଂଗ୍ରାମ ଦାଶ,ଯସ୍ମିନ ବେଗମ, ରାକେଶ ବେହେରା, ଦୀପକ ସେଠି, ପ୍ରଜ୍ଞା ସ୍ମିତା ସାହୁ, ଶୁଭଶ୍ରୀ ବାରିକି ପ୍ରମୁଖ କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ। ଅଧ୍ୟାପିକା ମନସ୍ୱିନୀ ପଟ୍ଟନାୟକ ଓ ଅଧ୍ୟାପକ ବିମଳ କୁମାର ପଣ୍ଡା ଏହାକୁ ପରିଚାଳନା କରିଥିବା ବେଳେ ଅଧ୍ୟାପକ ଧୋବି ଚରଣ ପରିଡା ଧନ୍ୟବାଦ ଅର୍ପଣ କରିଥିଲେ।

ତାଲିମ କାର୍ଯ୍ୟକ୍ରମ ବାଲୁଗାଁ ମହାବିଦ୍ୟାଳୟ ରେଡକ୍ରସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ବାଲୁଗାଁରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ୨୦୨୩ ପଦଯାତ୍ରା

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.