Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୁବ୍‌ ଶୀଘ୍ର ଆରମ୍ଭ ହେବ ମୋ’ କଲେଜ ଯୋଜନା – ଅରୁଣ ସାହୁ
ଆଜିର ଖବର

ଖୁବ୍‌ ଶୀଘ୍ର ଆରମ୍ଭ ହେବ ମୋ’ କଲେଜ ଯୋଜନା – ଅରୁଣ ସାହୁ

July 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟରେ ଖୁବଶୀଘ୍ର ହେବ ’ ମୋ କଲେଜ ଯୋଜନା’ ଆରମ୍ଭ ହେବ । ମୋ ସ୍କୁଲ ଯୋଜନା ଭଳି ମୋ କଲେଜ ଯୋଜନା ଆରମ୍ଭ ହେବ ବୋଲି ବିଧାନସଭାରେ ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି । ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବାକୁ ହେଲେ ମ୍ୟାନେଜମେଣ୍ଟ ସିଷ୍ଟମ୍‌କୁ ସୁଦୃଢ କରିବାକୁ ପଡ଼ିବ । ଅଭିଭାବକ ଓ ପୁରାତନ ଛାତ୍ରମାନଙ୍କୁ ମଧ୍ୟ କଲେଜରେ ସଂଶ୍ଲିଷ୍ଟ କରାଯିବ । ଏନେଇ ‘ମୋ କଲେଜ ଅଭିଯାନ ଆରମ୍ଭ ହେବ’ ବୋଲି କହିଛନ୍ତି ଅରୁଣ ସାହୁ । ସେହିପରି ନାକ୍‌ର ନିର୍ଦ୍ଦେଶ ଅନୁସାରେ ତଥା ୨୦୧୯ ନୂତନ ଶିକ୍ଷାନୀତି ଅନୁସାରେ ସବୁ କଲେଜକୁ ନାକ୍‌ ସ୍ବୀକୃତି କରାଯିବ । ସେହିପରି ସରକାରୀ କଲେଜରେ ସ୍ଥାୟୀ ଅଧ୍ୟକ୍ଷ ପାଇଁ ଓପିଏସିକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଛନ୍ତି ଅରୁଣ ସାହୁ ।

Share. Facebook Twitter LinkedIn Email WhatsApp Copy Link

Related Posts

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026

ପିଏମ ଆବାସ ହିତାଧିକାରୀଙ୍କୁ ବଡ ଆଶ୍ଵସ୍ତି

June 19, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ନୂଆ SOP

June 19, 2026
Latest News

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026

ପିଏମ ଆବାସ ହିତାଧିକାରୀଙ୍କୁ ବଡ ଆଶ୍ଵସ୍ତି

June 19, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ନୂଆ SOP

June 19, 2026

ଭୟଙ୍କର ସିରିଜ୍ ଦୁର୍ଘଟଣା, ଶିଶୁ ଓ ମହିଳାଙ୍କ ସମେତ ୧୩ ଆହତ

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.