Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଟରସାଇକେଲ ଦୁର୍ଘଟଣା: ଯୁବକଙ୍କ ଶରୀରରୁ ଅଲଗା ହେଲା ହାତ
ଆଜିର ଖବର

ମୋଟରସାଇକେଲ ଦୁର୍ଘଟଣା: ଯୁବକଙ୍କ ଶରୀରରୁ ଅଲଗା ହେଲା ହାତ

August 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୋଟରସାଇକେଲ ଦୁର୍ଘଟଣା
ମୋଟରସାଇକେଲ ଦୁର୍ଘଟଣା: ଯୁବକଙ୍କ ଶରୀରରୁ ଅଲଗା ହେଲା ହାତ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଂଜାମ ଜିଲ୍ଲା ବେଲଗୁଣ୍ଠା ଥାନା ଉଢୁରା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ଦେହରୁ ହାତ ଅଲଗା ହୋଇଯାଇଛି। ଯୁବକ ଜଣଙ୍କ ହେଉଛନ୍ତି ଜଗନ୍ନାଥ ପ୍ରସାଦ ଥାନା ପଞ୍ଚଭୂତି ଗ୍ରାମର ଗୋବିନ୍ଦ ବିଷୋୟୀ।

ସୂଚନା ପ୍ରକାରେ ଗୋବିନ୍ଦ ଏକ ମୋଟରସାଇକେଲ୍ ଯୋଗେ ବେଲଗୁଣ୍ଠା ପଟୁ ନିମପଦର ଶଶୁର ଘରକୁ ଯାଉଥିବା ସମୟରେ ଭାରସାମ୍ୟ ହରାଇ ଜଗନ୍ନାଥପ୍ରସାଦ ରାସ୍ତାର ଉଢୁରା ଗ୍ରାମ ଛକ ଠାରୁ ଅଳ୍ପ ଦୁରରେ ବହୁ ଦିନରୁ ରାସ୍ତାକଡ଼ରେ ରହିଥିବା ଏକ ଜେସିବି ମେସିନ ସହିତ ଧକ୍କା ହୋଇଥିଲା। ଫଳରେ ଗୋବିନ୍ଦଙ୍କ ବାମ ପଟ ହାତ କାନ୍ଧ ପାଖରୁ କିଛି ଅଂଶ ଛାଡ଼ି ଅବଶିଷ୍ଟ ଛିଣ୍ଡି ଯାଇ ମେସିନ ରେ ଝୁଲି ରହିଥିଲା। ସେଠାରେ ଗୋବିନ୍ଦ ପଡିଯିବା ସହ ବାଇକଟି ବାମ ପଟରୁ ବହୁ ଦୁରରେ ଡାହାଣ ପଟ ବିଲକୁ ଖସି ଯାଇଥିଲା।

ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନସ୍ କୁ ଖବର ଦେଇଥିଲେ ମଧ୍ୟ, ଦୀର୍ଘ ସମୟ ପର୍ଯ୍ୟନ୍ତ ଆମ୍ବୁଲାନସ ଆସି ନଥିଲା। ଅଞ୍ଚଳ ବାସୀ ଏକ ଅଟୋ ସାହାଯ୍ୟରେ ଗୋବିନ୍ଦଙ୍କ ପରିବାର ଲୋକ ସହିତ ଛିଣ୍ଡି ଯାଇଥିବା ହାତ ଧରି ଭଂଜନଗର ମେଡିକାଲକୁ ପଠାଇ ଥିଲେ। ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ ରେବତୀ ଶବରଙ୍କ ନିର୍ଦ୍ଦେଶକ୍ରମେ ଘଟଣାସ୍ଥଳରେ ଓ ଡାକ୍ତରଖାନାରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ଗଂଜାମ ଜିଲ୍ଲା ବେଲଗୁଣ୍ଠା ଥାନା ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକପ୍ରିୟ ହାସ୍ୟ ଅଭିନେତା ଅସରାନିଙ୍କ ଦେହାନ୍ତ: ଜାଣନ୍ତୁ ତାଙ୍କ ବିଷୟରେ ସବୁ କିଛି

October 20, 2025

ପାର୍ବଣ ଋତୁରେ ଯାତ୍ରୀଙ୍କ ଗତିବିଧିର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 20, 2025

ଫ୍ରାନ୍ସକୁ ଝଟକା ଦେଲା ଏହି ମୁସଲିମ ଦେଶ: ରାଫେଲ ଜେଟ୍ ବଦଳରେ ଚୀନ୍ ଠାରୁ କିଣିବ ଲଢ଼ୁଆ ବିମାନ

October 20, 2025

ଦୀପାବଳି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

October 20, 2025
Latest News

ଲୋକପ୍ରିୟ ହାସ୍ୟ ଅଭିନେତା ଅସରାନିଙ୍କ ଦେହାନ୍ତ: ଜାଣନ୍ତୁ ତାଙ୍କ ବିଷୟରେ ସବୁ କିଛି

October 20, 2025

ନାମାଙ୍କନ ଦାଖଲ କରିବା ମାତ୍ରେ ଆରଜେଡି ପ୍ରାର୍ଥୀଙ୍କୁ ଗିରଫ କଲା ଝାଡ଼ଖଣ୍ଡ ପୋଲିସ: ଜାଣନ୍ତୁ କାରଣ

October 20, 2025

ପାର୍ବଣ ଋତୁରେ ଯାତ୍ରୀଙ୍କ ଗତିବିଧିର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 20, 2025

ଆଇଏନଏସ ବିକ୍ରାନ୍ତରେ ଦେଶପ୍ରେମ ଓ ଆଲୋକର ଉତ୍ସବ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ

October 20, 2025

ପରାଜୟର ହ୍ୟାଟ୍ରିକ୍ ପରେ କିପରି ସେମିଫାଇନାଲରେ ପହଞ୍ଚିପାରିବ ଟିମ୍ ଇଣ୍ଡିଆ?: ଜାଣନ୍ତୁ ସମୀକରଣ

October 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.