Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ–ବାଙ୍ଗିରିପୋସି–ପୁରୀ ଏକ୍ସପ୍ରେସରେ ବଢିଲା ସିଟ୍ ସଂଖ୍ୟା, ମିଳିବ ଅଧିକ ସୁବିଧା
ଆଜିର ଖବର

ପୁରୀ–ବାଙ୍ଗିରିପୋସି–ପୁରୀ ଏକ୍ସପ୍ରେସରେ ବଢିଲା ସିଟ୍ ସଂଖ୍ୟା, ମିଳିବ ଅଧିକ ସୁବିଧା

September 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟ୍ରେନ
ଅତିରିକ୍ତ ଭିଡ଼କୁ ଦୂର କରିବା ପାଇଁ ପୂର୍ବତଟ ରେଳପଥର ୧୩୨ଟି ହୋଲି ସ୍ପେଶାଲ୍ ଟ୍ରେନ୍

ଭୁବନେଶ୍ବର: ପୂର୍ବତଟ ରେଳପଥ ଯାତ୍ରୀଙ୍କ ସୁବିଧା ବୃଦ୍ଧି ଏବଂ ବର୍ଦ୍ଧିତ ଚାହିଦାକୁ ଦୃଷ୍ଟିରେ ରଖି ଟ୍ରେନ ନଂ 12892/12891 ପୁରୀ-ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସରେ ଏକ ଅତିରିକ୍ତ ନନ୍-ଏସି ଚେୟାର କାର କୋଚ୍ ସ୍ଥାୟୀ ଭାବରେ ସଂଯୋଗ କରିବାକୁ ଘୋଷଣା କରିଛି। ସଂଶୋଧିତ ଟ୍ରେନ୍ କୋଚ୍‌ ସଂଖ୍ୟା ବୃଦ୍ଧି 1 ସେପ୍ଟେମ୍ବର 2025 ରୁ ପୁରୀରୁ ଏବଂ 2 ସେପ୍ଟେମ୍ବର 2025 ରୁ ବାଙ୍ଗିରିପୋସିରୁ କାର୍ଯ୍ୟକାରୀ ହେବ, ଟ୍ରେନର ସଂଶୋଧିତ ସାରାଂଚନା ଦ୍ୱାରା ଅଧିକ ଆସନ କ୍ଷମତା ବୃଦ୍ଧି ପାଇବା ସହିତ ଆରାମଦାୟକ ଯାତ୍ରା ପ୍ରଦାନ କରିବ।

ପୁରୀ-ବାଙ୍ଗିରିପୋସି-ପୁରୀ ଏକ୍ସପ୍ରେସ ସଂଶୋଧିତ କୋଚ୍ ସଂରଚନା:
01ଟି ଏସି ଶ୍ରେଣୀ ଚେୟାର କାର୍
07ଟି ନନ୍-ଏସି ଶ୍ରେଣୀ ଚେୟାର କାର୍
05ଟି ଜେନେରାଲ ଶ୍ରେଣୀ ଚେୟାର କାର୍
02ଟି ଲଗେଜ୍-କମ୍-ଚେୟାର କାର୍ (ଦିବ୍ୟାଙ୍ଗଜନ-ଅନୁକୂଳ ସୁବିଧା ସହିତ)
ପୂର୍ବ ତଟ ରେଳପଥର ଏହି ପଦକ୍ଷେପ ପୁରୀ-ବାଙ୍ଗିରିପୋଷି ରୁଟରେ ଅଧିକ ଆରାମଦାୟକ ଯାତ୍ରା ଏବଂ ଅଧିକ ଆସନ ବ୍ୟବସ୍ଥା ପ୍ରଦାନ କରିବ।

ପୁରୀ–ବାଙ୍ଗିରିପୋସି–ପୁରୀ ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

୨୦୨୫-୨୬ରେ ଖଦି ଓ ଗ୍ରାମୋଦ୍ୟୋଗ କ୍ଷେତ୍ରରେ ରେକର୍ଡ ୧.୮୭ ଲକ୍ଷ କୋଟିର ବିକ୍ରୟ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ହାଇଦ୍ରାବାଦକୁ ପରାସ୍ତ କରି କ୍ୱାଲିଫାୟର ୨ ରେ ସ୍ଥାନ ସୁରକ୍ଷିତ କଲା ରାଜସ୍ଥାନ: ଇତିହାସ ରଚିଲେ ବୈଭବ

May 27, 2026
Latest News

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

୨୦୨୫-୨୬ରେ ଖଦି ଓ ଗ୍ରାମୋଦ୍ୟୋଗ କ୍ଷେତ୍ରରେ ରେକର୍ଡ ୧.୮୭ ଲକ୍ଷ କୋଟିର ବିକ୍ରୟ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ମାରାତ୍ମକ ହୋଇପାରେ ଏସିର ବ୍ୟବହାର, ଜାଣନ୍ତୁ କାରଣ କଣ ?

May 28, 2026

ମସ୍ତିଷ୍କ ଏବଂ କିଡନୀରେ ଜଟିଳତା ସୃଷ୍ଟି କରୁଛି ହିଟୱେଭ : ସତର୍କ ରୁହନ୍ତୁ , ସୁସ୍ଥ ରୁହନ୍ତୁ

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.