Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାର ଦୁଇଟି ସରକାରୀ ମେଡିକାଲ କଲେଜକୁ ଏମବିବିଏସ ପାଇଁ ୧୦୦ ଲେଖାଏଁ ଆସନ ଅନୁମୋଦିତ
ଆଜିର ଖବର

ଓଡିଶାର ଦୁଇଟି ସରକାରୀ ମେଡିକାଲ କଲେଜକୁ ଏମବିବିଏସ ପାଇଁ ୧୦୦ ଲେଖାଏଁ ଆସନ ଅନୁମୋଦିତ

September 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶାର ଦୁଇଟି ସରକାରୀ ମେଡିକାଲ
ଓଡିଶାର ଦୁଇଟି ସରକାରୀ ମେଡିକାଲ କଲେଜକୁ ଏମବିବିଏସ ପାଇଁ ୧୦୦ ଲେଖାଏଁ ଆସନ ଅନୁମୋଦିତ

ଭୁବନେଶ୍ବର: ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ ହୋଇଛି। ଜାତୀୟ ମେଡିକାଲ କମିଶନ୍ ଏହି ମଞ୍ଜୁରୀ ଦେଇଛନ୍ତି। ଫୁଲବାଣୀ ସରକାରୀ ମେଡିକାଲ କଲେଜ ପାଇଁ ୧୦୦ ଟି ସିଟ୍ ଅନୁମୋଦିତ ହୋଇଥିବା ବେଳେ, ତାଳଚେର ସ୍ଥିତ ପବିତ୍ର ମୋହନ ପ୍ରଧାନ ସରକାରୀ ମେଡିକାଲ କଲେଜ ପାଇଁ ମଧ୍ୟ ୧୦୦ ଟି ସିଟ୍ ଅନୁମୋଦିତ ହୋଇଛି।

ଚଳିତ ୨୦୨୫-୨୬ ଶିକ୍ଷା ବର୍ଷରୁ ପାଠ ପଢା ଆରମ୍ଭ ହେବ। ଜାତୀୟ ମେଡିକାଲ କମିଶନ୍ ଦ୍ଵାରା ଏହି ମଞ୍ଜୁରୀ କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଓଡ଼ିଶା ଆଉ ଏକ ମାଇଲ ଖୁଣ୍ଟ କରି ପାରିଛି। ଗୋଟିଏ ବର୍ଷରେ ୨୦୦ ଅଧିକ ଓଡ଼ିଆ ଛାତ୍ର ଛାତ୍ରୀ ଚଳିତ ଶିକ୍ଷା ବର୍ଷ ଠାରୁ ଡାକ୍ତରୀ ଶିକ୍ଷା ଗ୍ରହଣ କରି ପାରିବେ।

ନୂଆ ସରକାର ଦାୟିତ୍ଵ ଗ୍ରହଣ କରିବା ପରଠାରୁ ଓଡ଼ିଶାର ସ୍ବାସ୍ଥ୍ୟ ସେବା ଓ ସ୍ଵାସ୍ଥ୍ୟ ଶିକ୍ଷାରେ ଉନ୍ନତି ପାଇଁ ରାଜ୍ୟ ସରକାର ନିରନ୍ତର ଉଦ୍ୟମ କରି ଚାଲିଛନ୍ତି। ଏହି ମଞ୍ଜୁରୀ ଦ୍ଵାରା ସରକାରଙ୍କ ଉଦ୍ୟମ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଫୁଲବାଣୀ ସରକାରୀ ମେଡିକାଲ କଲେଜ ସରକାରୀ ମେଡିକାଲ କଲେଜ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଟ ୨୯ ତାରିଖ ଶନିବାରରେ ଏହି ଆଠଟି ରାଶିର ଘରେ ଆସିବ ସୁଖ ସମୃଦ୍ଧି

August 29, 2026

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026
Latest News

ରାଶିଫଳ: ଅଗଷ୍ଟ ୨୯ ତାରିଖ ଶନିବାରରେ ଏହି ଆଠଟି ରାଶିର ଘରେ ଆସିବ ସୁଖ ସମୃଦ୍ଧି

August 29, 2026

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.