Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଳମ୍ବରେ ପୀଡିତାଙ୍କ ପରିବାରର ଚିଠି ମିଳିବା ପ୍ରସଙ୍ଗ : ରେଜିଷ୍ଟ୍ରାରଙ୍କୁ ମୁଖ୍ୟ ବିଚାରପତିଙ୍କ ଜବାବ ତଲବ
ଆଜିର ଖବର

ବିଳମ୍ବରେ ପୀଡିତାଙ୍କ ପରିବାରର ଚିଠି ମିଳିବା ପ୍ରସଙ୍ଗ : ରେଜିଷ୍ଟ୍ରାରଙ୍କୁ ମୁଖ୍ୟ ବିଚାରପତିଙ୍କ ଜବାବ ତଲବ

July 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉନ୍ନାଓ ଗଣଦୁଷ୍କର୍ମ ମାମଲାରେ ପୀଡିତାଙ୍କ ପରିବାର ସୁପ୍ରିମକୋର୍ଟଙ୍କୁ ଏକ ଚିଠି ଲେଖିଥିଲେ । ପୀଡିତାଙ୍କ ପରିବାରକୁ ବିଭିନ୍ନ ପ୍ରକାରର ଧମକ ଚମକ ଦିଆଯାଉଥିବା ନେଇ ଏହି ଚିଠିରେ ଉଲ୍ଲେଖ କରାଯାଇଥିଲା । ଜୁଲାଇ 12 ତାରିଖରେ ମୁଖ୍ୟ ବିଚାରପତିଙ୍କୁ ପୀଡିତାଙ୍କ ପରିବାର ପକ୍ଷରୁ ଚିଠି ଲେଖାଯାଇଥିଲା । ମାତ୍ର ଏହି ଚିଠି ସମ୍ପର୍କରେ ଜୁଲାଇ 30 ତାରିଖ ମଙ୍ଗଳବାର ଖବର ମିଳିଥିଲା । 12 ତାରିଖରୁ ଚିଠି ମିଳିଥିଲେ ମଧ୍ୟ ରେଜିଷ୍ଟ୍ରାର ଏ ସମ୍ପର୍କରେ କୌଣସି ସୂଚନା ପ୍ରଦାନ କରିନଥିଲେ । ଏନେଇ 30 ତାରିଖରେ ସୂଚନା ମିଳିବା ପରେ ରେଜିଷ୍ଟ୍ରାରଙ୍କୁ ମୁଖ୍ୟ ବିଚାରପତି ଜବାବ ତଲବ କରିଛନ୍ତି । ଏହା ସହିତ ଦୁର୍ଘଟଣାରେ ଗୁରୁତର ଆହତ ପୀଡିତାଙ୍କୁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ଏବଂ ସୁରକ୍ଷା ବ୍ୟବସ୍ଥା ଯୋଗାଇବା ନିମନ୍ତେ ମୁଖ୍ୟ ବିଚାରପତି ନିର୍ଦ୍ଦେଶ ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.