Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ଣ୍ଣାଟକର ନୂତନ ବାଚସ୍ପତି ହେଲେ ବିଶ୍ବେଶ୍ବର ହେଗେଡ୍‌ କାଗେରୀ
ଆଜିର ଖବର

କର୍ଣ୍ଣାଟକର ନୂତନ ବାଚସ୍ପତି ହେଲେ ବିଶ୍ବେଶ୍ବର ହେଗେଡ୍‌ କାଗେରୀ

July 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଜେପି ବିଧାୟକ ବିଶ୍ବେଶ୍ବର ହେଗେଡ୍‌ କାଗେରୀ ହେଲେ କର୍ଣ୍ଣାଟକ ବିଧାନସଭାର ନୂତନ ବାଚସ୍ପତି । ବିଧାନସଭା ବାଚସ୍ପତି ପଦରୁ କେଆର ରମେଶ ଇସ୍ତଫା ଦେବା ପରେ ମଙ୍ଗଳବାର ଦିନ ବିଶ୍ବେଶ୍ବର ନାମାଙ୍କନ ପତ୍ର ଦାଖଲ କରିଥିଲେ । ବିନା ପ୍ରତିଦ୍ବନ୍ଦ୍ବୀରେ ବିଜୟୀ ହୋଇଛନ୍ତି କାଗେରୀ । କାଗେରୀ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ଜଣେ ସକ୍ରିୟ ସଦସ୍ୟ ରହି ରାଜନୈତିକ ମଇଦାନରେ ଓହ୍ଲାଇଥିଲେ । କଗେରୀ ୧୯୯୪ରେ କର୍ଣ୍ଣାଟକର ଅଙ୍କୋଲା ବିଧାନସଭା ଆସନରୁ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ । ପୂର୍ବରୁ ବିଶ୍ବେଶ୍ବର ହେଗେଡ୍‌ କାଗେରୀ ବିଜେପି ସରକାରରେ ଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ବ ମଧ୍ୟ ତୁଲାଇ ସାରିଛନ୍ତି । ବିଜେପରି ବରିଷ୍ଠ ବିଧାୟକ କାଗେରୀ ନିଜ ରାଜନୈତିକ କ୍ୟାରିଅରରେ ୬ଥର ବିଧାୟକ ହୋଇଥିବାବେଳେ ସଦନର ସମସ୍ତ ଦଳ ନେତାଙ୍କ ସହ ତାଙ୍କ ଉତ୍ତମ ସମ୍ପର୍କ ରହିଛି ।  ବେଶ୍‌ କିଛି ଦିନ ଧରି କର୍ଣ୍ଣାଟକରେ ରାଜନୈତିକ ସଂକଟ ଚାଲିଥିଲା । କଂଗ୍ରେସ-ଜେଡିଏସ୍ ମହାମେଣ୍ଟ ଆସ୍ଥା ଭୋଟ୍‌ରେ ହାରି ସରକାର ଭାଙ୍ଗିଥିବାବେଳେ ବିଜେପି ସରକାର ଗଠନ କରି ଆସ୍ଥା ଭୋଜନରେ ବିଜୟୀ ହୋଇଥିଲା । ଏହାପରେ କର୍ଣ୍ଣାଟକ ବିଧାନସଭାର ବାଚସ୍ପତି କେଆର ରମେଶ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026

ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି ମଧ୍ୟରେ କ୍ୟାବିନେଟ ବୈଠକ କଲେ ପ୍ରଧାନମନ୍ତ୍ରୀ ମୋଦୀ 

July 31, 2026

ଉପେନ୍ଦ୍ର କୁଶୱାହାଙ୍କ ପାଇଁ ବିଜେପି ର ତ୍ୟାଗ: ପୁଅ ଦୀପକ ପ୍ରକାଶଙ୍କୁ ଦେଲା ଏମଏଲସି ଆସନ

July 31, 2026

ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ମୋଟ ଦାନ ପରିମାଣ

July 31, 2026
Latest News

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026

ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି ମଧ୍ୟରେ କ୍ୟାବିନେଟ ବୈଠକ କଲେ ପ୍ରଧାନମନ୍ତ୍ରୀ ମୋଦୀ 

July 31, 2026

ଉପେନ୍ଦ୍ର କୁଶୱାହାଙ୍କ ପାଇଁ ବିଜେପି ର ତ୍ୟାଗ: ପୁଅ ଦୀପକ ପ୍ରକାଶଙ୍କୁ ଦେଲା ଏମଏଲସି ଆସନ

July 31, 2026

ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ମୋଟ ଦାନ ପରିମାଣ

July 31, 2026

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.