Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟାଇମ୍ସ ବିଜିନେସ୍ ଆୱାର୍ଡ ବିହାରରେ ସୋଆ ଏବଂ ଆଇଟିିଇଆର ସମ୍ମାନିତ
ଆଜିର ଖବର

ଟାଇମ୍ସ ବିଜିନେସ୍ ଆୱାର୍ଡ ବିହାରରେ ସୋଆ ଏବଂ ଆଇଟିିଇଆର ସମ୍ମାନିତ

September 9, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସୋଆ ଏବଂ ଆଇଟିିଇଆର ସମ୍ମାନିତ
ଟାଇମ୍ସ ବିଜିନେସ୍ ଆୱାର୍ଡ ବିହାରରେ ସୋଆ ଏବଂ ଆଇଟିିଇଆର ସମ୍ମାନିତ

ଭୁବନେଶ୍ୱର: ଗବେଷଣା କ୍ଷେତ୍ରରେ ଉତ୍କର୍ଷତା ଏବଂ ଶିଳ୍ପ କ୍ଷେତ୍ର ନିମନ୍ତେ ପ୍ରସ୍ତୁତିକୁ ନେଇ ‘ପୂର୍ବ ଭାରତର ପ୍ରମୁଖ ବିଶ୍ୱବିଦ୍ୟାଳୟ’ ଭାବେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ନିକଟରେ ପାଟନା ଠାରେ ଆୟୋଜିତ ଟାଇମ୍ସ ବିଜିନେସ୍ ଆୱାର୍ଡ୍ସ ୨୦୨୫ କାର୍ଯ୍ୟକ୍ରମରେ ସମ୍ମାନିତ କରାଯାଇଛି।

ସୋଆକୁ ‘ଇଷ୍ଣର୍ଣ୍ଣ ଇଣ୍ଡିଆଜ୍ ପ୍ରିମିୟର ୟୁନିଭର୍ସିଟି ଫର ରିସର୍ଚ୍ଚ ଏକ୍ସିଲେନ୍ସ ଆଣ୍ଡ ଇଣ୍ଡଷ୍ଟ୍ରୀ ରେଡିନେସ୍‌’ ଭାବେ ସମ୍ମାନିତ କରାଯାଇଥିଲା।

ଉଦ୍‌ଭାବନ, ଶୈକ୍ଷିକ ଉତ୍କର୍ଷତା ଏବଂ ଶିଳ୍ପ ଭିତିକ ଶିକ୍ଷାକୁ ନେଇ ସୋଆର କାର୍ଯ୍ୟଧାରା ନିମନ୍ତେ ଏହି ସମ୍ମାନ ପ୍ରଦାନ କରାଯାଇଛି ବୋଲି ଟାଇମ୍ସ ବିଜିନେସ୍ ଆୱାର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

ଏଥି ସହିତ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)କୁ ମଧ୍ୟ ଏହି କାର୍ଯ୍ୟକ୍ରମରେ ପୂର୍ବ ଭାରତର ୧ ନମ୍ବର ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ ଭାବେ ସମ୍ମାନିତ କରାଯାଇଛି।

ଯୁବପିଢ଼ିଙ୍କ ଦକ୍ଷତାକୁ ପ୍ରତିପାଦିତ କରିବା, ଗବେଷଣାକୁ ଗୁରୁତ୍ୱ ଦେବା ସହ ଶିଳ୍ପ କ୍ଷେତ୍ର ନିମନ୍ତେ ଇଞ୍ଜିନିୟରମାନଙ୍କୁ ପ୍ରସ୍ତୁତ କରୁଥିବା ବେଳେ ଜାତୀୟ ଏବଂ ଆନ୍ତର୍ଜାତିକ ସ୍ତରରେ ଆଇଟିଇଆରର ଛାତ୍ରଛାତ୍ରୀମାନେ ନିଜର ଦକ୍ଷତା ପ୍ରତିପାଦନ କରିପାରିଥିବା ପରିପ୍ରେକ୍ଷୀରେ ଏହି ସମ୍ମାନ ପ୍ରଦାନ କରାଯାଇଛି।

ସୋଆ ପକ୍ଷରୁ ଉପକୁଳପତି ପ୍ରଫେସର ପ୍ରଶାନ୍ତ କୁମାର ପାତ୍ର ବଲିଉଡ୍ ଅଭିନେତା ସୁନୀଲ ସେଟ୍ଟୀଙ୍କ ଠାରୁ ଏହି ଦୁଇଟି ସମ୍ମାନ ଗ୍ରହଣ କରିଥିଲେ।

NIRF 2025: SOA Ranked 15th in India, Climbs Higher in Medical & Engineering

Continuing its pre-eminent position in academics and research, Siksha ‘O’ Anusandhan (SOA) Deemed to be University here has been ranked 15th in the country in the National Institutional Ranking Framework (NIRF) placings for 2025 which were announced by the Ministry of Education on Thursday.  The NIRF rankings were released by union minister for Education Mr. Dharmendra Pradhan in New Delhi in the presence of minister of state for Education Mr. Sukanta Majumdar. (TO READ MORE CLICK HERE)

ଆଇଟିିଇଆ ଟାଇମ୍ସ ବିଜିନେସ୍ ଆୱାର୍ଡ ଶିକ୍ଷା ଓ ଅନୁସନ୍ଧାନ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

କିଡନୀ ଖରାପ ହେଲେ ଦେଖାଯାଏ ଏହି ଲକ୍ଷଣ, ଆଦୌ କରନ୍ତୁ ନାହିଁ ଅଣଦେଖା

September 9, 2025

ଲିକ୍ ହେଲା ଏସିଆ କପ୍ ପାଇଁ ଭାରତର ପ୍ଲେଇଂ-୧୧: ଜାଣନ୍ତୁ କାହାକୁ ମିଳିବ ସୁଯୋଗ

September 9, 2025

‘ଫଳାଫଳ ଚକିତ କରିବ’: ଉପରାଷ୍ଟ୍ରପତି ନିର୍ବାଚନ ମଧ୍ୟରେ ସଞ୍ଜୟ ସିଂହଙ୍କ ବଡ ଦାବି

September 9, 2025

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025
Latest News

କିଡନୀ ଖରାପ ହେଲେ ଦେଖାଯାଏ ଏହି ଲକ୍ଷଣ, ଆଦୌ କରନ୍ତୁ ନାହିଁ ଅଣଦେଖା

September 9, 2025

ଲିକ୍ ହେଲା ଏସିଆ କପ୍ ପାଇଁ ଭାରତର ପ୍ଲେଇଂ-୧୧: ଜାଣନ୍ତୁ କାହାକୁ ମିଳିବ ସୁଯୋଗ

September 9, 2025

‘ଫଳାଫଳ ଚକିତ କରିବ’: ଉପରାଷ୍ଟ୍ରପତି ନିର୍ବାଚନ ମଧ୍ୟରେ ସଞ୍ଜୟ ସିଂହଙ୍କ ବଡ ଦାବି

September 9, 2025

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

Asia Cup 2025: ଏହି ପ୍ଲେଇଂ ୧୧ ସହିତ ଏସିଆ କପ୍ ରେ ପ୍ରବେଶ କରିପାରେ ଟିମ୍ ଇଣ୍ଡିଆ

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.