Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଲିସ୍‌-ନକ୍ସଲ ମୁକାବିଲା : ଜଣେ ନକ୍ସଲ ମୃତ, ଦୁଇ ଗିରଫ
ଆଜିର ଖବର

ପୋଲିସ୍‌-ନକ୍ସଲ ମୁକାବିଲା : ଜଣେ ନକ୍ସଲ ମୃତ, ଦୁଇ ଗିରଫ

July 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ତେଲେଙ୍ଗାନାରେ ପୋଲିସ୍‌ ଏବଂ ନକ୍ସଲଙ୍କ ମଧ୍ୟରେ ସଙ୍ଘର୍ଷ ଘଟିଛି । ଏହି ସଙ୍ଘର୍ଷରେ ଜଣେ ନକ୍ସଲ ପ୍ରାଣ ହରାଇଥିବା ବେଳେ ଦୁଇ ଜଣଙ୍କୁ ସୁରକ୍ଷା ବଳ ଗିରଫ କରିବାରେ ସକ୍ଷମ ହୋଇଛନ୍ତି । ଜୁଲାଇ 31 ତାରିଖ ବୁଧବାର ପୋଲିସ୍‌ ଏବଂ ନକ୍ସଲଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା । ଓ୍ବାରାଙ୍ଗଲ ଜିଲ୍ଳାର ଗୁଣ୍ଡଲା ମଣ୍ଡଳର ରୋଲାଗୋଡ୍ଡା ଜଙ୍ଗଲରେ ଏହି ସଂଘର୍ଷ ଘଟିଛି । ପୋଲିସ୍‌ ପକ୍ଷରୁ ସର୍ଚ୍ଚ ଅପରେସନ୍‌ କରାଯାଉଥିବା ବେଳେ ନକ୍ସଲଙ୍କ ପକ୍ଷରୁ ଗୁଳିଚାଳନା କରାଯାଇଥିଲା । ପାଲଟା ଗୁଳି ଚାଳନାରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ନେଇ କମିଶନର ସୁନୀଲ ଦତ୍ତ ପ୍ରକାଶ କରିଛନ୍ତି । ପୋଲିସ୍‌ ଘଟଣାସ୍ଥଳରୁ ତିନୋଟି ବନ୍ଧୁକ ଜବତ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମାନବ ଚାଲାଣର ମୁକାବିଲା, ମହିଳା ଓ ଶିଶୁ ସୁରକ୍ଷା ଏବଂ ଶୋଷଣ ପ୍ରତିରୋଧ କ୍ଷେତ୍ରକୁ ସୁଦୃଢ଼ ପାଇଁ ଆହ୍ଵାନ

July 30, 2026

ପ୍ରିୟଙ୍କା ଗାନ୍ଧୀଙ୍କୁ ଖୋଲା ଚିଠି ଲେଖିଲେ ୨୧୫ ଭାଇସ-ଚାନ୍ସେଲର: ଜାଣନ୍ତୁ କାରଣ

July 30, 2026

ଲୋକସଭାରେ ପାରିତ ହେଲା ବନ୍ଦେ ମାତରମ୍ ବିଲ୍

July 30, 2026

ଖଡଗେଙ୍କ ମନୁସ୍ମୃତି ଉପରେ ବୟାନ ସଂସଦରେ ହଙ୍ଗମା: ବିରୋଧ କଲା ବିଜେପି

July 30, 2026
Latest News

ଲୋକସଭାରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ବିଶେଷାଧିକାର ଭଙ୍ଗ ନୋଟିସ୍

July 30, 2026

ମାନବ ଚାଲାଣର ମୁକାବିଲା, ମହିଳା ଓ ଶିଶୁ ସୁରକ୍ଷା ଏବଂ ଶୋଷଣ ପ୍ରତିରୋଧ କ୍ଷେତ୍ରକୁ ସୁଦୃଢ଼ ପାଇଁ ଆହ୍ଵାନ

July 30, 2026

କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

July 30, 2026

ଓଡ଼ିଶାରେ ପର୍ଯ୍ୟଟନର ବିକାଶ ପାଇଁ ୩୧୮ କୋଟିରୁ ଅଧିକ ଟଙ୍କା ମଞ୍ଜୁର: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ

July 30, 2026

ବାଙ୍କିପୁର ଉପନିର୍ବାଚନ: ବିଜେପି ନା ପ୍ରଶାନ୍ତ କିଶୋର?, ଆଶ୍ଚର୍ଯ୍ୟ କଲା ସର୍ଭେ

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.