Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର
ଆଞ୍ଚଳିକ

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର
ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

ବାଣପୁର: ବାଣପୁର ବ୍ଲକ ଅଧିନସ୍ଥ ଗାଲୁଆ ତଥା ବିଷ୍ଣୁଡିହ ଗ୍ରାମପଞ୍ଚାୟତ ଠାରେ ଦୁଇଟି ଭିନ୍ନ ଭିନ୍ନ ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନ ତରଫରୁ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ଶିବିର ଗୁଡିକରେ ସହକାରୀ ଶ୍ରମ ଅଧିକାରୀ ସୌମ୍ୟ ରଞ୍ଜନ କର, ଉଭୟ ଗ୍ରାମର ସରପଞ୍ଚ, ନାଏବ ସରପଞ୍ଚ ସମିତି ସଭ୍ୟ, ଟ୍ରେଡ ୟୁନିଅନ ପ୍ରତିନିଧିମାନେ ଯୋଗ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମ ଗୁଡିକରେ ଶତାଧିକ ଶ୍ରମିକ ତଥା ଅଞ୍ଚଳବାସୀ ମାନେ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମ ଗୁଡିକରେ ଶ୍ରମିକ ମାନଙ୍କ ପାଇଁ ଉଦ୍ଦିଷ୍ଟ ବହୁବିଧ ଯୋଜନା ଗୁଡିକ ବିଷୟରେ ସଚେତନ କରାଯିବା ସହ ଆନ୍ତଃରାଜ୍ୟ ଶ୍ରମିକ ତଥା ଦେଶ ବାହାରେ କାର୍ଯ୍ୟରତ ଶ୍ରମିକ ମାନଙ୍କ ପାଇଁ ଆଇନ ରେ ଥିବା ପ୍ରାବଧାନ ସମ୍ପର୍କରେ ସଚେତନ କରାଯାଇଥିଲା। ଏହି ଆନୁକୁଲ୍ୟ ରେ ୬ ଜଣ ଙ୍କୁ ନିର୍ମାଣ ଶ୍ରମିକ କାର୍ଡ ଓ ଦୁଇ ଜଣଙ୍କୁ ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା କାର୍ଡ ବଣ୍ଟନ କରାଯାଇଥିଲା।

ଶ୍ରମିକ ମାନେ କିଭଳି ନିଜ ଅଞ୍ଚଳରେ ବିଭିନ୍ନ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଦ୍ବାରା ନିଜ ଦକ୍ଷତା ବିକାଶ କରି ସ୍ଥାନୀୟ ଅଞ୍ଚଳରେ ନିଯୁକ୍ତ ହୋଇପାରିବେ ବା ବ୍ୟବସାୟ କରିପାରିବେ ତଥା ନିଜ ଆୟ ବୃଦ୍ଧି କରିପାରିବେ ଯାହା ଫଳରେ ସେମାନଙ୍କୁ ବାହାରକୁ ଯିବାକୁ ହେବ ନାହିଁ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା। ସମସ୍ତ ଅଂଶଗ୍ରହୀ ମାନଙ୍କୁ ଖାଦ୍ୟ ବଣ୍ଟନ କରାଯାଇଥିଲା। ଏଥିସହ ସଚେତନତା ରଥ ମାଧ୍ୟମରେ ଗ୍ରାମପଞ୍ଚାୟତ ଗୁଡିକରେ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା।

ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ବାଣପୁର ସଚେତନତା ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ମା’ଭଗବତୀଙ୍କ ଦୋଳପର୍ବ ଆରମ୍ଭ: ଚ଼ନ୍ଦ୍ରଗ୍ରହଣ ଯୋଗୁଁ ପୂର୍ଣ୍ଣମୀ ନୀତିକାନ୍ତିରେ ପରିବର୍ତ୍ତନ

February 27, 2026

ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ ପ୍ରବୋଧନ ଶିକ୍ଷା ତାଲିମ କେନ୍ଦ୍ର ପରିଦର୍ଶନ

February 27, 2026

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026
Latest News

ଇରାନ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ: ତେହେରାନ ସମେତ ଅନେକ ସ୍ଥାନରେ ବିସ୍ଫୋରଣ

February 28, 2026

“ବିଶ୍ୱର ସବୁଠାରୁ ଦ୍ରୁତ ଗତିରେ ବଢୁଥିବା ଅର୍ଥନୀତି”: ମୁମ୍ବାଇରେ ପହଞ୍ଚି ଭାରତକୁ ପ୍ରଶଂସା କଲେ କାନାଡା ପିଏମ

February 28, 2026

୩ ଦାମୀ ମୋଟରସାଇକେଲ ଜବତ କଲା ବଡ଼ବଜାର ଥାନା ପୋଲିସ: ଲୁଟେରା ଗିରଫ

February 28, 2026

ଟାଉନ ଥାନା ପୋଲିସ ପକ୍ଷରୁ ହୁକ୍କା ଆଡ୍ଡା ଉପରେ ଚଢ଼ାଉ: ମାଲିକ ଗିରଫ

February 28, 2026

ସମ୍ପୂର୍ଣ୍ଣ ଭାବେ ଖୋଲିବ ୟୁରୋପ ବଜାର: କେତେ ଲାଭ ଆଣିବ ଭାରତ ଏବଂ EU ମଧ୍ୟରେ ଚୁକ୍ତି?

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.