Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
ଆଜିର ଖବର

ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

September 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ
ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ମେଣ୍ଟୁ ଛକରେ ଏକ ଅଭାବନୀୟ ଘଟଣା ଘଟିଛି। ଯାହାକି ଜଣେ ମିଠା ବ୍ୟବସାୟୀଙ୍କ ପୁଅ ସୁରଜ୍ ସାହୁ ନିଜ ଦେହରେ ପେଟ୍ରୋଲ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କରି ବିଫଳ ହେବା ପରେ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ଥିବା ବେଳେ ଗୁରୁତର ଯୁବକ ଜଣକ ଘଟଣା ପୁର୍ବରୁ ଏକ ପତ୍ର ମାଧ୍ୟମରେ ଲେଖିଛନ୍ତି ଯେ, ମୋର ଏହି ଘଟଣା ପାଇଁ କେହି ଦାୟୀ ନୁହଁନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆତ୍ମହତ୍ୟା ଉଦ୍ୟମ ବଡ଼ବଜାର ଥାନା ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026
Latest News

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.