Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ରେଟ୍‌ ନିକୋବାର ପ୍ରକଳ୍ପ ଉପରେ ଲେଖା ସେୟାର କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଗ୍ରେଟ୍‌ ନିକୋବାର ପ୍ରକଳ୍ପ ଉପରେ ଲେଖା ସେୟାର କଲେ ପ୍ରଧାନମନ୍ତ୍ରୀ

September 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗ୍ରେଟ୍‌ ନିକୋବାର ପ୍ରକଳ୍ପ
ଗ୍ରେଟ୍‌ ନିକୋବାର ପ୍ରକଳ୍ପ ଉପରେ ଲେଖା ସେୟାର କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗ୍ରେଟ ନିକୋବାର ଦ୍ୱୀପ ପ୍ରକଳ୍ପ ବିଷୟରେ ବ୍ୟାଖ୍ୟା କରିଥିବା ଏକ ଲେଖା ଶେୟାର କରିଛନ୍ତି। ଏହି ପ୍ରକଳ୍ପ ସାମରିକ, ପ୍ରତିରକ୍ଷା ଏବଂ ଜାତୀୟ ଗୁରୁତ୍ୱ ବହନ କରିବା ସହ ଏହି କ୍ଷେତ୍ରକୁ ଭାରତ ମହାସାଗର କ୍ଷେତ୍ରରେ ସାମୁଦ୍ରିକ ଏବଂ ବାୟୁ ସଂଯୋଗୀକରଣର ଏକ ପ୍ରମୁଖ କେନ୍ଦ୍ରରେ ପରିଣତ କରିବ।

କେନ୍ଦ୍ରମନ୍ତ୍ରୀ ଭୁପେନ୍ଦର ଯାଦବଙ୍କ ଏକ୍ସରେ ଏକ ପୋଷ୍ଟରେ ପ୍ରତିକ୍ରିୟା ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି;

“କେନ୍ଦ୍ରମନ୍ତ୍ରୀ ଶ୍ରୀ ଭୁପେନ୍ଦର ଯାଦବ ବ୍ୟାଖ୍ୟା କରିଛନ୍ତି ଯେ, ଗ୍ରେଟ ନିକୋବାର ଦ୍ୱୀପ ପ୍ରକଳ୍ପ, ଯାହା ସାମରିକ, ପ୍ରତିରକ୍ଷା ଏବଂ ଜାତୀୟ ଗୁରୁତ୍ୱ ବହନ କରୁଛି, ଏହି ଅଞ୍ଚଳକୁ ଭାରତ ମହାସାଗର କ୍ଷେତ୍ରରେ ସାମୁଦ୍ରିକ ଏବଂ ବାୟୁ ସଂଯୋଗୀକରଣର ଏକ ପ୍ରମୁଖ କେନ୍ଦ୍ରରେ ପରିଣତ କରିବ। ସେ ଏହାକୁ ଅର୍ଥନୀତି ଏବଂ ପରିବେଶ ପରସ୍ପର ପରିପୂରକର ଏକ ପ୍ରମୁଖ ଉଦାହରଣ ଭାବରେ ଉଲ୍ଲେଖ କରିଛନ୍ତି।”

Read More- Nykaa Launches Whipped Blush Pot: A 3-in-1 Beauty Essential

ଗ୍ରେଟ ନିକୋବାର ଦ୍ୱୀପ ନରେନ୍ଦ୍ର ମୋଦୀ ଭୁପେନ୍ଦର ଯାଦବ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରୀୟ ଚୁକ୍ତି ତାଲିକା ପ୍ରକାଶ କଲା ବିସିସିଆଇ: କେବଳ ତିନି ଖେଳାଳିଙ୍କୁ ସର୍ବୋଚ୍ଚ ଗ୍ରେଡ୍

February 10, 2026

ଭାରତ-ସେଶେଲ୍ସ ଭାଗିଦାରୀ: ଦ୍ୱିପାକ୍ଷିକ ସହଭାଗୀତାକୁ ମଜବୁତ କରିବା ଉପରେ ଗୁରୁତ୍ଵ

February 10, 2026

ଜାଣନ୍ତୁ ୧୦ ଫେବୃୟାରୀର ରାଶିଫଳ, ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

February 10, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026
Latest News

କେନ୍ଦ୍ରୀୟ ଚୁକ୍ତି ତାଲିକା ପ୍ରକାଶ କଲା ବିସିସିଆଇ: କେବଳ ତିନି ଖେଳାଳିଙ୍କୁ ସର୍ବୋଚ୍ଚ ଗ୍ରେଡ୍

February 10, 2026

ଭାରତ-ସେଶେଲ୍ସ ଭାଗିଦାରୀ: ଦ୍ୱିପାକ୍ଷିକ ସହଭାଗୀତାକୁ ମଜବୁତ କରିବା ଉପରେ ଗୁରୁତ୍ଵ

February 10, 2026

ଜାଣନ୍ତୁ ୧୦ ଫେବୃୟାରୀର ରାଶିଫଳ, ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

February 10, 2026

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.