Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର କୋର୍ଟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର କୋର୍ଟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
ବାଣପୁର କୋର୍ଟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ବାଣପୁର: ବାଣପୁର ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଆଜି ବାଣପୁର କୋର୍ଟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଏବଂ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଇପ୍ସିତା ପ୍ରିୟ ଏକ୍କା ମିଳିତ ଭାବେ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ଯୋଗଦେଇ ବିଭିନ୍ନ ବିଚାରଧୀନ ମାମଲାର ଫଇସଲା କରିଥିଲେ।ତତସହିତ ବିଭିନ୍ନ ବ୍ୟାଙ୍କର ପ୍ରାକ ବିବାଦୀୟ ମକଦ୍ଦମା ଗୁଡିକୁ ମଧ୍ୟ ଆପୋଷ ବୁଝାମଣା ମାଧ୍ୟମରେ ସମାଧାନ କରାଯାଇଥିଲା।

ଉକ୍ତ ଲୋକ ଅଦାଲତରେ ସମୁଦାୟ ୪୦ ଗୋଟି ମାମଲା ବିଚାରପାଇଁ ପଞ୍ଜିକୃତ ହୋଇଥିବାବେଳେ ତନ୍ମଧ୍ୟରୁ ୩୨ ଗୋଟି ମୋଟରଜାନ ଓ ଫୌଜଦାରୀ ମାମଲା, ୬ ଗୋଟି ଦେୱାନୀ ମାମଲା, ୧ ଗୋଟି ବୈବାହିକ ବିବାଦ ମାମଲା ଏବଂ ୧ ଗୋଟି ଅର୍ଥ ଆଦାୟ ମାମଲା ର ଫଇସଲା ହୋଇଥିଲା। ଏଥିରୁ ପାଖାପାଖି ୧୦ ଲକ୍ଷ ଟଙ୍କା ଆଦାୟ କରାଯାଇଥଲା।ଉକ୍ତ ଲୋକ ଅଦାଲତରେ ବାଣପୁର ଓ ବାଲୁଗାଁର ବିଭିନ୍ନ ବ୍ୟାଙ୍କର ଅଧିକାରୀମାନେ ଅନାଦେୟ ଋଣ ଆଦାୟ ଲାଗି ମାମଲା ପରିଚାଳନାରେ ସହଯୋଗ କରିଥିଲେ।

ବାଣପୁର ଓକିଲ ସଂଘର ସମସ୍ତ ସଦସ୍ୟ ଏବଂ ଅଦାଲତ କର୍ମଚାରୀମାନେ ଲୋକ ଅଦାଲତ ପରିଚାଳନାରେ ସହାୟତା କରିଥିଲେ।

ତାଲୁକ ଆଇନ ସେବା ସମିତି ବାଣପୁର ବାଣପୁର କୋର୍ଟ ରାଷ୍ଟ୍ରୀୟ ଲୋକ ଅଦାଲତ
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ବ୍ରିକ୍ସ ସମ୍ମିଳନୀ ଅବସରରେ ଇଥିଓପିଆ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପିଏମ ମୋଦୀ

September 12, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ସୋଆରେ ଓଡ଼ିଶାର ଖାଦ୍ୟ ଐତିହ୍ୟ ଓ ପରଂପରାକୁ ନେଇ କୁଇଜ ପ୍ରତିଯୋଗିତା ଆୟୋଜିତ

September 12, 2026

ସ୍କୁଲରେ ଭିନ୍ନକ୍ଷମ ଛାତ୍ରୀଙ୍କୁ ମାଡ଼! ଶିକ୍ଷୟତ୍ରୀଙ୍କ ନାଁରେ ଥାନାରେ ଅଭିଯୋଗ

September 12, 2026

ବିକାଶର ବାସ୍ତବ ଚିତ୍ର: ଗର୍ଭବତୀଙ୍କ ପାଇଁ ଆମ୍ବୁଲାନ୍ସ ନୁହେଁ, ଭରସା ଖଟିଆ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.