Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଆଇନରେ ପରିଣତ ହେଲା ଟ୍ରିପଲ୍‌ ତଲାକ୍‌ ବିଲ୍‌
ଆଜିର ଖବର

ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଆଇନରେ ପରିଣତ ହେଲା ଟ୍ରିପଲ୍‌ ତଲାକ୍‌ ବିଲ୍‌

August 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବହୁ ଚର୍ଚ୍ଚିତ ଟ୍ରିପଲ ତଲାକ୍ ବିଲକୁ ରାଜ୍ୟସଭାରେ ପାସ୍‌ ହୋଇଯିବା ପରେ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି ।  ଏବେ ଏହା ଔପଚାରିକ ରୂପେ ଆଇନରେ ପରିଣତ ହୋଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ବିଲ୍‌ରେ ଦସ୍ତଖତ କରିଛନ୍ତି । ଏହି ଆଇନ୍‌ ପିଛିଲା ଭାବେ ସେପ୍ଟମ୍ବର ୧୯, ୨୦୧୮ରୁ ଲାଗୁ ହୋଇଛି । ମୋଦି ସରକାର ଏହି ବିଲକୁ ୨୫ ଜୁଲାଇରେ ଲୋକସଭାରେ ପାରିତ କରିଥିବା ବେଳେ ୩୦ ଜୁଲାଇରେ ରାଜ୍ୟସଭାରେ ପାରିତ କରିଥିଲେ। ଏବେ ଟ୍ରିପଲ ତଲାକକୁ ନେଇ ଯେଉଁ ସବୁ ଅଭିଯୋଗ କିମ୍ୱା ମାମଲା ଚାଲିଥିବ ତାହା ଏହି ଆଇନ୍ ଅନୁଯାୟୀ ବିଚାର ହେବ। ଏହି ଆଇନ୍‌ରେ ଟ୍ରିପଲ୍‌ ତଲାକ୍‌ ଦେବା ଆଇନତଃ ଅପରାଧ ହେବା ସହିତ ଏଥିପାଇଁ ତିନି ବର୍ଷର ଜେଲ୍‌ ଦଣ୍ଡ ଓ ଆର୍ଥିକ ଜରିମାନାର ପ୍ରାବଧାନ ରହିଛି । ରାଷ୍ଟ୍ରପତି ଏହି ବିଲ୍‌ ଗୃହୀତ ହେବା ପରେ ଏହାକୁ ସ୍ବାଗତ କରିଥିଲେ । ଏହା ମହିଳା ଓ ପୁରୁଷଙ୍କ ସମାନତା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ପଲ୍ଲିଶ୍ରୀ ମେଳା: ଦର୍ଶକଙ୍କ ମନ ମୋହିଲା ସାଂସ୍କୃତିକ କାର୍ଯ୍ୟକ୍ରମ

January 23, 2026

୧୬ ତମ ଜାତୀୟ ମତଦାତା ଦିବସ ଲୋକସେବା ଭବନରେ ପାଳିତ

January 23, 2026

ଆଜି ଜାନୁୟାରୀ ୨୩ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

January 23, 2026

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026
Latest News

ମରୁଡ଼ି ପ୍ରଶମନ ପ୍ରକଳ୍ପ ପାଇଁ ୧୪୧.୫୦ କୋଟିର ବୁଝାମଣା ସ୍ୱାକ୍ଷର କଲା ଓଡିଶା

January 23, 2026

ନକ୍ସଲ ବିରୋଧୀ ଅଭିଯାନରେ ବଡ଼ ସଫଳତା, ‘ପାତିରା ମାଞ୍ଝି’ ସହ ୧୫ ନକ୍ସଲ ନିହତ: ଅମିତ ଶାହ

January 23, 2026

ବିଶ୍ୱ ଆର୍ଥିକ ମଞ୍ଚରେ ଭାରତକୁ ନେଇ ବିଶ୍ୱର ଆତ୍ମବିଶ୍ୱାସ ସମ୍ପର୍କରେ ଆଲୋକପାତ କଲେ କେନ୍ଦ୍ର ମନ୍ତ୍ରୀ

January 23, 2026

ଖୋର୍ଦ୍ଧା ପଲ୍ଲିଶ୍ରୀ ମେଳା: ଦର୍ଶକଙ୍କ ମନ ମୋହିଲା ସାଂସ୍କୃତିକ କାର୍ଯ୍ୟକ୍ରମ

January 23, 2026

୧୬ ତମ ଜାତୀୟ ମତଦାତା ଦିବସ ଲୋକସେବା ଭବନରେ ପାଳିତ

January 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.