Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏୟାରସେଲ-ମାକ୍ସିସ୍‌ ଦୁର୍ନୀତି ମାମଲା : ଅଗଷ୍ଟ 9 ପର୍ଯ୍ୟନ୍ତ ଅନ୍ତରୀଣ ସୁରକ୍ଷା ବୃଦ୍ଧି କଲେ କୋର୍ଟ
ଆଜିର ଖବର

ଏୟାରସେଲ-ମାକ୍ସିସ୍‌ ଦୁର୍ନୀତି ମାମଲା : ଅଗଷ୍ଟ 9 ପର୍ଯ୍ୟନ୍ତ ଅନ୍ତରୀଣ ସୁରକ୍ଷା ବୃଦ୍ଧି କଲେ କୋର୍ଟ

August 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲୀର ଏକ କୋର୍ଟ ଏୟାରସେଲ- ମାକ୍ସିସ୍‌ ଦୁର୍ନୀତି ମାମଲାରେ ପି ଚିଦାମ୍ବରମ୍‌ ଏବଂ କର୍ତ୍ତୀ ଚିଦାମ୍ବରମଙ୍କୁ ଅଗଷ୍ଟ 9 ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି । ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଦାୟର କରାଯାଇଥିବା ମାମଲା ଉପରେ ବିଚାର କରି କୋର୍ଟ ଏହି ନିଷ୍ପତ୍ତି ନେଇଥିଲେ । ସ୍ବତନ୍ତ୍ର ଜଜ୍‌ ଓ ପି ସାଇନି ଚିଦାମ୍ବରମ୍‌ ଏବଂ କର୍ତ୍ତୀଙ୍କ ଆଗୁଆ ଜାମିନ ମାମଲାର ବିଚାର କରି ଏହି ନିଷ୍ପତ୍ତି ନେଇଛନ୍ତି । ଉଭୟ ତଦନ୍ତକାରୀ ସଂସ୍ଥା ରିପୋର୍ଟ ପ୍ରସ୍ତୁତ ନିମନ୍ତେ ସମୟ ଆବଶ୍ୟକ କରୁଥିବାରୁ ଏହି ଆବେଦନକୁ ମଞ୍ଜୁରୀ ପ୍ରଦାନ କରିଥିବା ଜଣାପଡିଛି । ଏୟାରସେଲ୍‌ ଏବଂ ମାକ୍ସିସ୍‌ରେ ବିଦେଶୀ ପୁଞ୍ଜିନିବେଶକୁ ନେଇ ଏହି ମାମଲା ରୁଜୁ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026

ପିଏମ ଆବାସ ହିତାଧିକାରୀଙ୍କୁ ବଡ ଆଶ୍ଵସ୍ତି

June 19, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ନୂଆ SOP

June 19, 2026
Latest News

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026

ପିଏମ ଆବାସ ହିତାଧିକାରୀଙ୍କୁ ବଡ ଆଶ୍ଵସ୍ତି

June 19, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ନୂଆ SOP

June 19, 2026

ଭୟଙ୍କର ସିରିଜ୍ ଦୁର୍ଘଟଣା, ଶିଶୁ ଓ ମହିଳାଙ୍କ ସମେତ ୧୩ ଆହତ

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.