Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀବାସୀଙ୍କ ପାଇଁ ଆପ୍‌ସରକାରଙ୍କ ବଡ଼ ଉପହାର : ୨୦୦ ୟୁନିଟ୍‌ ପର୍ଯ୍ୟନ୍ତ ବିଜୁଳି ବିଲ୍‌ ଦେୟମୁକ୍ତ
ଆଜିର ଖବର

ଦିଲ୍ଲୀବାସୀଙ୍କ ପାଇଁ ଆପ୍‌ସରକାରଙ୍କ ବଡ଼ ଉପହାର : ୨୦୦ ୟୁନିଟ୍‌ ପର୍ଯ୍ୟନ୍ତ ବିଜୁଳି ବିଲ୍‌ ଦେୟମୁକ୍ତ

August 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନିର୍ବାଚନୀ ବର୍ଷରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଦିଲ୍ଲୀ ଜନତାଙ୍କ ଉପରେ ଉପହାରର ବର୍ଷା କରୁଛନ୍ତି । ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ଆପ୍‌ ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ଦିଲ୍ଲୀରେ ୨୦୦ ୟୁନିଟ୍‌ ପର୍ଯ୍ୟନ୍ତ ବିଜୁଳି ଖର୍ଚ୍ଚ ପାଇଁ ବିଲ୍‌ ସମ୍ପୂର୍ଣ୍ଣ ଦେୟମୁକ୍ତ  କରିଛନ୍ତି । ଯଦି ୨୦୦ ୟୁନିଟ୍‌ ଉପରେ ବିଜୁଳି ଖର୍ଚ୍ଚ ହୋଇଛି, ତେବେ ତେବେ ଏହାଠାରୁ ଅଧିକ ୟୁନିଟ୍‌ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଦ୍ୟୁତ୍‌ ବିଲ୍‌ ପୈଠ କରିବାକୁ ପଡ଼ିବ। ଏହି ଛାଡ଼ ପରେ ସବସିଡି ଉପରେ ପାଖାପାଖି ୧୮୦୦ କୋଟିର ଖର୍ଚ୍ଚ ହେବ । ପୂର୍ବରୁ ୨୦୦ ୟୁନିଟ୍‌ ପାଇଁ ପୂର୍ବରୁ ୬୨୨ ଟଙ୍କା ଏବେ ମାଗଣା କରାଯାଇଛି । ୨୦୧ରୁ ୪୦୦ ୟୁନିଟ୍‌ ଯାଏ ୫୦ ପ୍ରତିଶତ ସବସିଡିରେ ମିଳିବ ବିଜୁଳି ।  ୩ଶହ ୟୁନିଟ ପାଇଁ ୯୭୧ ଦେଉଥିଲେ, ଏବେ ୫୨୬ଟଙ୍କା, ୪ଶହ ୟୁନିଟ୍‌ ୧୩୨୦ ଟଙ୍କା ଥିବାବେଳେ ଏଥିପାଇଁ ଏବେ ୧୦୭୫ ଟଙ୍କା ଦେବାକୁ ପଡ଼ିବ। ଦିଲ୍ଲୀରେ ବିଦ୍ୟୁତ୍‌ ଯୋଗାଉଥିବା କମ୍ପାନୀଗୁଡ଼ିକର କ୍ଷତି ପରିମାଣ ୧୭ ପ୍ରତିଶତରୁ ୮କୁ କମିଥିବାରୁ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ନ୍ୟୁଜିଲ୍ୟାଣ୍ଡ ଦିନିକିଆ ସିରିଜରେ ଖେଳିବେ ନାହିଁ ହାର୍ଦ୍ଦିକ ଏବଂ ବୁମରାହ: ଜାଣନ୍ତୁ କାରଣ

December 20, 2025

ଇମ୍ରାନ ଖାନ ଏବଂ ବୁଶରା ବିବିଙ୍କୁ ୧୭ ବର୍ଷ ଲେଖାଏଁ ଜେଲଦଣ୍ଡ, ପାକିସ୍ତାନ କୋର୍ଟଙ୍କ ରାୟ ଘୋଷଣା

December 20, 2025

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025
Latest News

ନ୍ୟୁଜିଲ୍ୟାଣ୍ଡ ଦିନିକିଆ ସିରିଜରେ ଖେଳିବେ ନାହିଁ ହାର୍ଦ୍ଦିକ ଏବଂ ବୁମରାହ: ଜାଣନ୍ତୁ କାରଣ

December 20, 2025

ଇମ୍ରାନ ଖାନ ଏବଂ ବୁଶରା ବିବିଙ୍କୁ ୧୭ ବର୍ଷ ଲେଖାଏଁ ଜେଲଦଣ୍ଡ, ପାକିସ୍ତାନ କୋର୍ଟଙ୍କ ରାୟ ଘୋଷଣା

December 20, 2025

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.