Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ “ମା ପାଇଁ ଗଛଟିଏ ” କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ “ମା ପାଇଁ ଗଛଟିଏ ” କାର୍ଯ୍ୟକ୍ରମ

September 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ
ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ “ମା ପାଇଁ ଗଛଟିଏ ” କାର୍ଯ୍ୟକ୍ରମ

ବାଣପୁର: ଆଜି ବାଣପୁର ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ (ବାଣପୁର-୧) ଠାରେ “ମା ପାଇଁ ଗଛଟିଏ-୨.୦’ କାର୍ଯ୍ୟକ୍ରମ ଅନୁସାରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ସାମୁହିକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ବାଣପୁର ମଣ୍ଡଳ ଉନ୍ନୟନ ଅଧିକାରୀ ବିକାଶ କୁମାର ମହାନ୍ତି ଙ୍କ ଦ୍ୱାରା ବିଦ୍ୟାଳୟ ପରିସରରେ ଏକ ନୂତନ ଚାରା ରୋପଣ କରି ଉଦ୍ଘାଟନ କରାଯାଇଥିଲା। ଉକ୍ତ ଅବସରରେ ବାଣପୁର ମଣ୍ଡଳ ଶିକ୍ଷା ଅଧିକାରୀ ସନାତନ ଜାଲି, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଝରଣା ଓଝା , ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାତ କୁମାର ସେଠି , ସମସ୍ତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ , ସମସ୍ତ ସି. ଆର. ସି. ସି. ଉପସ୍ଥିତ ଥିଲେ।

ମଣ୍ଡଳ ଉନ୍ନୟନ ଅଧିକାରୀ ବିକାଶ କୁମାର ମହାନ୍ତି ବୃକ୍ଷର ଆବଶ୍ୟକତା ତଥା କାର୍ଯ୍ୟକ୍ରମର ଲକ୍ଷ୍ୟ ସମ୍ପର୍କରେ ଆଲୋଚନ କରିଥିଲେ ଓ ସରକାରଙ୍କ ଦ୍ୱାରା ଧାର୍ଯ୍ୟ ୭୫୦୦୦୦୦ ଚାରା ରୋପଣ କାର୍ଯ୍ୟକ୍ରମକୁ ସଫଳ କରିବାକୁ ଆଜି ପ୍ରତ୍ୟେକ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ସମ୍ପାଦିତ ହୋଇଛି ବୋଲି ସନାତନ ଜାଲି ଜଣାଇଥିଲେ। ବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣକାରୀ କୃତି ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।

ଶେଷରେ ପ୍ରଧାନ ଶିକ୍ଷୟିତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କାରୀ ସଭା ସମାପ୍ତି କରିଥିଲେ।

'ଏକ ପେଡ ମା' କେ ନାମ ବାଣପୁର ବ୍ଲକ ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ରାଫେଲ ମାମଲାରେ ପାକିସ୍ତାନର ପର୍ଦ୍ଦାଫାସ ପରେ ରାହୁଲ ଗାନ୍ଧୀଙ୍କୁ ଆକ୍ରମଣ କଲା ବିଜେପି

June 24, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୪-୩ ଗୋଲରେ ଟିମ୍ ଇଣ୍ଡିଆର ଦମଦାର ବିଜୟ

June 24, 2026

ଭାରତଠାରୁ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର କିଣିବ ୟୁଏଇ: ପାକିସ୍ତାନ କାହିଁକି ଚିନ୍ତିତ?

June 24, 2026

ରାମ ମନ୍ଦିର ଦାନ ଚୋରି ମାମଲା: ଚମ୍ପତ ରାୟଙ୍କ ଭୂମିକା ସନ୍ଦେହଜନକ

June 24, 2026

ଭାରତରେ କେତେବେଳେ ଆରମ୍ଭ ହେବ ଭାରତ ବନାମ ଆୟରଲ୍ୟାଣ୍ଡ ଟି-୨୦?: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.