Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ

September 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର
ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ 'ମା' ପାଇଁ ଗଛଟିଏ' କାର୍ଯ୍ୟକ୍ରମ

ବାଲୁଗାଁ: ବାଲୁଗାଁ ଗୋପବନ୍ଧୁ ନଗରସ୍ଥିତ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ପ୍ରଦୀପ କୁମାର ମହାପାତ୍ରଙ୍କ ନେତୃତ୍ବ ଏବଂ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ପରିଚାଳନା ସମିତି ସଭାପତି ରମାକାନ୍ତ ନନ୍ଦ ଛାତ୍ରଛାତ୍ରୀଙ୍କୁ ବୃକ୍ଷରୋପଣର ଆବଶ୍ୟକତା ଉପରେ ସୂଚନା ଦେବାପରେ ଫଳ ଜାତୀୟ ବୃକ୍ଷରୋପଣ କରିଥିଲେ। ବିଦ୍ୟାଳୟର ସବୁଜିମା ଓ ଧରିତ୍ରୀ ମାତାଙ୍କ ସୁରକ୍ଷା ଶୈକ୍ଷିକ ବାତାବରଣକୁ ରୁଦ୍ଧିମନ୍ତ କରିବା ନିମିତ୍ତ ସଂକଳ୍ପକୁ ସାକାର କରିବାର ଉଦ୍ୟମ ଭବିଷ୍ୟତକୁ ସୁରକ୍ଷିତ ରଖିବା ପାଇଁ ଏହି କାର୍ଯ୍ୟକୁ ତ୍ବରାନ୍ବିତ କରାଯାଇଥିଲା।

'ମା ପାଇଁ ଗଛଟିଏ' ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ କଲେଜରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

January 9, 2026

ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ଘାଟିତ

January 9, 2026

ବାଣପୁରରେ ନିରନ୍ତର ଅଭିବୃଦ୍ଧି ମେଳା

January 8, 2026

ଭୀମ ଭୋଇ କଲେଜରେ ରକ୍ତଦାନ ଶିବିର: ୨୫ ୟୁନିଟ୍ ରକ୍ତ ସଂଗ୍ରହ

January 6, 2026
Latest News

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ବିଶ୍ୱ ଦରବାରରେ ଓଡ଼ିଶାର ବୀରତ୍ୱକୁ ନୂତନ ପରିଚୟ ଦେବ’: ଧର୍ମେନ୍ଦ୍ର ପ୍ରଧାନ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.