Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେପ୍ଟେମ୍ବର ୨୦ ରେ ବୃତ୍ତିଗତ ଚିତ୍ର ଶିଳ୍ପୀଙ୍କ ନିମନ୍ତେ ଜିଲ୍ଲାସ୍ତରୀୟ ଚିତ୍ରକଳା ପ୍ରତିଯୋଗିତା
ଆଜିର ଖବର

ସେପ୍ଟେମ୍ବର ୨୦ ରେ ବୃତ୍ତିଗତ ଚିତ୍ର ଶିଳ୍ପୀଙ୍କ ନିମନ୍ତେ ଜିଲ୍ଲାସ୍ତରୀୟ ଚିତ୍ରକଳା ପ୍ରତିଯୋଗିତା

September 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
jagannath
ସେପ୍ଟେମ୍ବର ୨୦ ରେ ବୃତ୍ତିଗତ ଚିତ୍ର ଶିଳ୍ପୀଙ୍କ ନିମନ୍ତେ ଜିଲ୍ଲାସ୍ତରୀୟ ଚିତ୍ରକଳା ପ୍ରତିଯୋଗିତା

ଖୋର୍ଦ୍ଧା: ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ଜିଲ୍ଲା ସ୍ତରୀୟ ସେବା ପର୍ବ – ୨୦୨୫ ମାନକ ପରିଚାଳନା ପ୍ରକ୍ରିୟା ଅନୁଯାୟୀ ଆସନ୍ତା ୨୦ .୦୯.୨୦୨୫ ରିଖ ରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ଚିତ୍ରକଳା ପ୍ରତିଯୋଗିତା ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟ ପରିସରରେ ପୂର୍ବାହ୍ନ ୧୦.୦୦ ଘଟିକା ସମୟରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ପେଶାଦାର ସ୍ଥାନୀୟ ଚିତ୍ର ଶିଳ୍ପୀ ମାନେ ଅଂଶ ଗ୍ରହଣ କରିବେ। କୌଣସି ବିଦ୍ୟାଳୟ, ମହାବିଦ୍ୟାଳୟ ବା ବିଶ୍ୱବିଦ୍ୟାଳୟ ପ୍ରତିଯୋଗୀ ଉକ୍ତ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ପାରିବେ ନାହିଁ।

ବିକଶିତ ଭାରତ ୨୦୪୭ ଯାହାକି ସ୍ବାଧୀନତାର ୧୦୦ ବର୍ଷ ପୂର୍ତ୍ତିରେ ଏକ ବିକଶିତ ସମାବେଶୀ ଓ ସ୍ୱୟଂ ନିର୍ଭର ଭାରତ ଗଠନର ଦୃଷ୍ଟି କୋଣକୁ ଆଖି ଆଗରେ ରଖି ବିଷୟବସ୍ତୁ “ଭାରତର ପ୍ରଗତିକୁ ଆକାର ଦେଉଥିବା ନବସୃଜନ ଏବଂ ପ୍ରଯୁକ୍ତି ବିଦ୍ୟା /ସବୁଜ ଓ ସ୍ଥାୟୀ ବିକାଶର ମଡେଲ/ନାରୀ ସଶକ୍ତିକରଣ ଓ ଯୁବ ନେତୃତ୍ବ/ସାଂସ୍କୃତିକ ପରମ୍ପରାର ସରଂକ୍ଷଣ ଏବଂ ପ୍ରଚାର / ଶାନ୍ତି, ସଦୟତା ଏବଂ ଜ୍ଞାନରେ ବିଶ୍ୱଗୁରୁ ଭାରତ ଆଦି ବିଷୟ ଗୁଡ଼ିକ ଉପରେ ଚିତ୍ର କଳା ପ୍ରତିଯୋଗିତା ଅନୁଷ୍ଠିତ ହେବ। ଶ୍ରେଷ୍ଠ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଚିତ୍ର ଶିଳ୍ପୀମାନେ ଆସନ୍ତା ୨୫ ସେପ୍ଟେମ୍ବର ୨୦୨୫ରେ ଭୁବନେଶ୍ଵରଠାରେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ।

ଚିତ୍ରକଳା ପ୍ରତିଯୋଗିତାରେ ଭାଗ ନେବାକୁ ଚାହୁଁ ଥିବା ଆଗ୍ରହୀ ପ୍ରତିଯୋଗୀମାନେ dcokhordha@gmail.com କୁ ଇ – ମେଲ୍ କରିପାରିବେ କିମ୍ବା ଫୋନ୍ ୭୯୭୮୦୩୧୫୦୪ ମାଧ୍ୟମରେ ବିସ୍ତୃତ ସବିଶେଷ ସୂଚନା ଓ ତଥ୍ୟ ସଂଗ୍ରହ କରି ପାରିବେ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ ପ୍ରକାଶ କରିଛନ୍ତି।

BJP Ads
ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ଚିତ୍ରକଳା ପ୍ରତିଯୋଗିତା ବୃତ୍ତିଗତ ଚିତ୍ର ଶିଳ୍ପୀ ଭାରତ ସରକାର ସଂସ୍କୃତି ମନ୍ତ୍ରାଳୟ ସେପ୍ଟେମ୍ବର ୨୦
Share. Facebook Twitter LinkedIn Email WhatsApp Copy Link

Related Posts

ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ

November 3, 2025

ସମୟୋଚିତ ଯୋଜନା ଏବଂ ସମନ୍ୱୟ ମାଧ୍ୟମରେ ୟୁରିଆ ଉପଲବ୍ଧତା ସୁନିଶ୍ଚିତ କଲା ସାର ବିଭାଗ

November 3, 2025

୧ ଲକ୍ଷ କୋଟି ମୂଲ୍ୟର ଗବେଷଣା, ବିକାଶ ଓ ନବସୃଜନ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 3, 2025

ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ଖୋର୍ଦ୍ଧା ଜିଲ୍ଲାପାଳ

November 3, 2025
BJP Ads
Latest News

ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ

November 3, 2025

ସମୟୋଚିତ ଯୋଜନା ଏବଂ ସମନ୍ୱୟ ମାଧ୍ୟମରେ ୟୁରିଆ ଉପଲବ୍ଧତା ସୁନିଶ୍ଚିତ କଲା ସାର ବିଭାଗ

November 3, 2025

୧ ଲକ୍ଷ କୋଟି ମୂଲ୍ୟର ଗବେଷଣା, ବିକାଶ ଓ ନବସୃଜନ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 3, 2025

ବାପୁଜୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସଫେଇ ଓ ବୃକ୍ଷ ରୋପଣ

November 3, 2025

ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ଖୋର୍ଦ୍ଧା ଜିଲ୍ଲାପାଳ

November 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.