Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱର – ବ୍ରହ୍ମପୁର ରେଳ ସେକ୍ସନରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ନିରୀକ୍ଷଣ
ଆଜିର ଖବର

ଭୁବନେଶ୍ୱର – ବ୍ରହ୍ମପୁର ରେଳ ସେକ୍ସନରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ନିରୀକ୍ଷଣ

September 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର – ବ୍ରହ୍ମପୁର ରେଳ ସେକ୍ସନ
ଭୁବନେଶ୍ୱର – ବ୍ରହ୍ମପୁର ରେଳ ସେକ୍ସନରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ନିରୀକ୍ଷଣ

ଭୁବନେଶ୍ଵର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଶନିବାର ଭୁବନେଶ୍ୱର – ବ୍ରହ୍ମପୁର ରେଳ ସେକ୍ସନର ସମଗ୍ର ନିରାପତ୍ତା ସମ୍ବନ୍ଧୀୟ କାର୍ଯ୍ୟ ନିରୀକ୍ଷଣ କରିଛନ୍ତି।

ନିରୀକ୍ଷଣ ସମୟରେ ସେ ବ୍ରହ୍ମପୁର ଓ ବାଲୁଗାଁ ରେଳଷ୍ଟେସନରେ ଚାଲିଥିବା ଅମୃତ ଷ୍ଟେସନ ପୁନର୍ବିକାଶ ପ୍ରକଳ୍ପର ପ୍ରଗତିକୁ ସମୀକ୍ଷା କରିଛନ୍ତି। ଏଥି ସହିତ, ଯାତ୍ରୀଙ୍କ ସୁବିଧାର ସୁଧାରଣୀୟ ବିଭିନ୍ନ ବ୍ୟବସ୍ଥାକୁ ବିଭିନ୍ନ ଷ୍ଟେସନରେ ନିରୀକ୍ଷଣ କରିଛନ୍ତି।

ଶ୍ରୀ ଫୁଙ୍କୱାଲ ଟ୍ରେନ ପରିଚାଳନା ଓ ଆଧାରଯୁକ୍ତ ସଂରଚନା ସମ୍ବନ୍ଧୀୟ ନିରାପତ୍ତା ବ୍ୟବସ୍ଥାଗୁଡିକୁ ମଧ୍ୟ ନିରୀକ୍ଷଣ କରିଥିଲେ।

ମହାପ୍ରବନ୍ଧକ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ଯେ, ଚାଲୁରହିଥିବା କାର୍ଯ୍ୟଗୁଡିକୁ ଶୀଘ୍ରତାର ସହିତ ସମ୍ପନ୍ନ କରିବାକୁ ଓ ନିର୍ଦ୍ଧାରିତ ସମୟସୀମାରେ କାର୍ଯ୍ୟ ସମାପ୍ତ ପାଇଁ ପ୍ରୟାସ କରିବାକୁ, ଯାହାଦ୍ୱାରା ଯାତ୍ରୀ ସୁବିଧା ଓ ନିରାପତ୍ତାରେ ଅଧିକ ଗୁରୁତ୍ୱ ଦିଆଯିବ।

ଏହି ନିରୀକ୍ଷଣରେ ତାଙ୍କ ସହିତ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଆଲୋକ ତ୍ରିପାଠୀ, ପୂର୍ବତଟ ରେଳପଥର ବିଭିନ୍ନ ବିଭାଗର ପ୍ରଧାନ ମୁଖ୍ୟାଧ୍ୟକ୍ଷମାନେ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଶ୍ରୀ ଫୁଂକୱାଲ ଙ୍କୁ ଏହି ନିରୀକ୍ଷଣ ସମୟରେ ସହାୟତା କରିଥିଲେ।

ଅମୃତ ଭାରତ ଷ୍ଟେସନ ପରମେଶ୍ୱର ଫୁଙ୍କୱାଲ ପୂର୍ବତଟ ରେଳପଥ ଭୁବନେଶ୍ୱର – ବ୍ରହ୍ମପୁର ରେଳ ସେକ୍ସନ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ପ୍ରଥମ ଥର ଅନୁଷ୍ଠିତ ହୋଇଛି ଭାରତ ପଲ୍ୟୁଟ୍ରି ଏକ୍ସପୋ-୨୦୨୫

September 21, 2025

ଯକ୍ଷ୍ମା ରୋଗୀମାନଙ୍କୁ ଖାଦ୍ୟଝୁଡ଼ି ବିତରଣ କଲେ ରାଜ୍ୟପାଳ

September 21, 2025

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ

September 21, 2025

ଝାରସୁଗୁଡ଼ାରେ ଅଷ୍ଟମ ପୋଷଣ ମାସ ଓ ‘ମାଙ୍କ ନାମରେ ଗଛ ଟିଏ ୨.୦’ କାର୍ଯ୍ୟକ୍ରମ

September 21, 2025
Latest News

ଓଡ଼ିଶାରେ ପ୍ରଥମ ଥର ଅନୁଷ୍ଠିତ ହୋଇଛି ଭାରତ ପଲ୍ୟୁଟ୍ରି ଏକ୍ସପୋ-୨୦୨୫

September 21, 2025

ଯକ୍ଷ୍ମା ରୋଗୀମାନଙ୍କୁ ଖାଦ୍ୟଝୁଡ଼ି ବିତରଣ କଲେ ରାଜ୍ୟପାଳ

September 21, 2025

ଭୁବନେଶ୍ୱର – ବ୍ରହ୍ମପୁର ରେଳ ସେକ୍ସନରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ନିରୀକ୍ଷଣ

September 21, 2025

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ

September 21, 2025

ଝାରସୁଗୁଡ଼ାରେ ଅଷ୍ଟମ ପୋଷଣ ମାସ ଓ ‘ମାଙ୍କ ନାମରେ ଗଛ ଟିଏ ୨.୦’ କାର୍ଯ୍ୟକ୍ରମ

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.