Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗାଜା ସୀମାରେ ଆକ୍ରମଣ : ତିନି ପାଲେଷ୍ଟାଇନ୍‌ ନାଗରିକ ମୃତ, 3 ଇସ୍ରାଏଲୀ ସୈନ୍ୟ ଆହତ
ଆଜିର ଖବର

ଗାଜା ସୀମାରେ ଆକ୍ରମଣ : ତିନି ପାଲେଷ୍ଟାଇନ୍‌ ନାଗରିକ ମୃତ, 3 ଇସ୍ରାଏଲୀ ସୈନ୍ୟ ଆହତ

August 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗାଜା ସୀମା ଅତିକ୍ରମ କରୁଥିବା ସମୟରେ ଇସ୍ରାଏଲୀ ସେନା ଦ୍ବାରା ତିନି ପାଲଷ୍ଟାଇନ୍‌ ଆତଙ୍କବାଦୀ ନିହତ ହୋଇଛନ୍ତି । ଇସ୍ରାଏଲୀ ସେନା ପକ୍ଷରୁ ଆକ୍ରମଣରେ ତିନି ପାଲେଷ୍ଟାଇନ୍‌ ନାଗରିକ ନିହତ ହୋଇଥିବା ବେଳେ ତିନି ଜଣ ଇସ୍ରାଏଲୀ ଯବାନ ଆହତ ହୋଇଛନ୍ତି । ଦକ୍ଷିଣ ଗାଜାରେ ରହିଥିବା ହମାସ୍‌ ଷ୍ଟ୍ରିପ୍‌ ଦେଇ ଆକ୍ରମଣ କରାଯାଇଥିବା ବେଳେ ଜଣେ ଯବାନ ଗୁରୁତର ଏବଂ ଅନ୍ୟ ଦୁଇ ଜଣ ସାମାନ୍ୟ ଆହତ ହୋଇଛନ୍ତି । ବିଗତ ଏକ ବର୍ଷ ମଧ୍ୟରେ ସୀମା ଅତିକ୍ରମ କିମ୍ବା ଆକ୍ରମଣ କରିବା ପ୍ରଚେଷ୍ଟାରେ 279 ଜଣ ପାଲେଷ୍ଟାଇନ୍‌ ନାଗରିକ ନିହତ ହୋଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026

ପିଏମ ଆବାସ ହିତାଧିକାରୀଙ୍କୁ ବଡ ଆଶ୍ଵସ୍ତି

June 19, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ନୂଆ SOP

June 19, 2026
Latest News

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026

ପିଏମ ଆବାସ ହିତାଧିକାରୀଙ୍କୁ ବଡ ଆଶ୍ଵସ୍ତି

June 19, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ନୂଆ SOP

June 19, 2026

ଭୟଙ୍କର ସିରିଜ୍ ଦୁର୍ଘଟଣା, ଶିଶୁ ଓ ମହିଳାଙ୍କ ସମେତ ୧୩ ଆହତ

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.