Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକଟିଦେଉଳ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣି
ଆଞ୍ଚଳିକ

ନାକଟିଦେଉଳ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣି

September 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନାକଟିଦେଉଳ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣି
ନାକଟିଦେଉଳ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣି

ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକ ପରିସର ସ୍ଥିତ ରାଜୀବ ଭଵନ ସମ୍ମିଳନୀ କକ୍ଷରେ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ପିଡି ଡିଆର ଡିଏ ପ୍ରସନ୍ନ ପାତ୍ର, ଉପଜିଲ୍ଲାପାଳ ରଶ୍ମିରଂଜନ ମହନ୍ତ, ଏଡିଏମ ସୁଧାଂଶୁ କୁମାର ଭୋଇ ବ୍ଲକ ଅଧ୍ୟକ୍ଷା ସ୍ଵରପା ରାଣୀ ସାହୁ, ଉପାଧ୍ୟକ୍ଷ ଜିତେନ୍ଦ୍ର କୁମାର ପ୍ରଧାନ, ଆଡିସନାଲ ଏସପି, ବିଡ଼ିଓ ବିଦ୍ୟାଧର ରାଉତ ରାୟଙ୍କ ଉପସ୍ଥିତି ଥିଲେ। ପିଡି ଶ୍ରୀପାତ୍ର ମୋଟ ୧୦୪ଟି ଅଭିଯୋଗ ଗ୍ରହଣକରି ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ପାଇଁ ଉପସ୍ଥିତ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଅଭିଯୋଗ ଗୁଡିକ ମଧ୍ୟରେ୭୮ ଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୨୬ ଟି ସାମୁହିକ ଅଭିଯୋଗ ରହିଛି। ଗତ ପଂଚାୟତ ସମିତି ବୈଠକରେ ବିଭାଗୀୟ ଅଧିକାରୀ ମାନେ ଯୋଗଦେଇ ନଥିବାରୁ ଆଗକୁ ଏଭଳି ନ ହେବାପାଇଁ ପିଡି ଉପସ୍ଥିତ ସମୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଅଭିଯୋଗ ଶୁଣାଣି ନାକଟିଦେଉଳ
Share. Facebook Twitter LinkedIn Email WhatsApp Copy Link

Related Posts

ଭୀମ ଭୋଇ ମହାବିଦ୍ୟାଳୟରେ ଯୁବ ରେଡକ୍ରସର ପ୍ରବେଶ ଉତ୍ସବ

September 23, 2025

ନାକଟିଦେଉଳ ବିଜେପି ପକ୍ଷରୁ ରକ୍ତଦାନ ଶିବିର, ୧୦୫ ୟୁନିଟ ରକ୍ତ ସଂଗ୍ରହ

September 21, 2025

ଗମ୍ଭାରୀମୁଣ୍ଡା ଠାରେ “ମାଗଣା ସ୍ବାସ୍ଥ୍ୟ ସେବା ଶିବିର” ଆୟୋଜିତ

September 21, 2025

ବାଲୁଗାଁ ଏନଏସି ପକ୍ଷରୁ ଆୟୋଜିତ “ସ୍ୱଚ୍ଛତା ହିଁ ସେବା-୨୦୨୫” କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ

September 21, 2025
Latest News

ପୁଣି ଥରେ ପାକିସ୍ତାନକୁ ଉଚିତ ଜବାବ ଦେଲା ଭାରତ: ଶାହବାଜ ଏବେ କ’ଣ କରିବେ?

September 23, 2025

ରାଉରକେଲାର ଜେପି ହସ୍ପିଟାଲକୁ ଦିଆଯାଇଛି ୧୧୦୦୦୦୦୦୦୦ ଟଙ୍କା, କାହିଁକି ??

September 23, 2025

ଗୁଟଖା ଓ ତମାଖୁ ଦ୍ରବ୍ୟ ଟିକସରୁ ଓଡିଶା ପାଇଲାଣି ୬୭୫୦ କୋଟି ଟଙ୍କା, କଣ କରିବ କର ?

September 23, 2025

National Ayurveda Day: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ରାଇରଙ୍ଗପୁରରେ ହେବ ନୂଆ ଆୟୁର୍ବେଦିକ କଲେଜ

September 23, 2025

ନାକଟିଦେଉଳ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣି

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.