Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର: ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ହତ୍ୟା ଧମକ ଦେବା ଅଭିଯୋଗରେ ଜଣେ ଗିରଫ
ଆଜିର ଖବର

ବାଣପୁର: ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ହତ୍ୟା ଧମକ ଦେବା ଅଭିଯୋଗରେ ଜଣେ ଗିରଫ

September 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ହତ୍ୟା ଧମକ
ବାଣପୁର: ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ହତ୍ୟା ଧମକ ଦେବା ଅଭିଯୋଗରେ ଜଣେ ଗିରଫ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଭୁଷ୍କପଡା ଗ୍ରାମର ସଂଜୟ ବିଶ୍ୱାଳ (୪୫) ଙ୍କୁ ଆଜି ବାଣପୁର ପୋଲିସ ଗିରଫ କରିଛି। ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ହତ୍ୟା ଧମକ ଅଭିଯୋଗରେ ସଞ୍ଜୟଙ୍କୁ ବାଣପୁର ପୋଲିସ ଗିରଫ କରିଛି।

ଅଭିଯୋଗ ଅନୁଯାୟୀ, ତୁମୁରାପୁଟ ସହକାରୀ ସମିତିରେ ଚାଷୀମାନଙ୍କୁ ରସାୟନିକ ଉର୍ବରକ ବଣ୍ଟନ କରାଯାଉଥିଲା। ଏହି ସମୟରେ ଶାନ୍ତିପୂର୍ଣ୍ଣ ଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ କର୍ମଚାରୀମାନେ ନିୟୋଜିତ ଥିଲେ। କିନ୍ତୁ ସେହି ସମୟରେ ସଂଜୟ ବିଶ୍ୱାଳ ବିଶ୍ରୂଙ୍ଖଳା ସୃଷ୍ଟି କରିଥିଲେ। ଅନେକଥର ଅନୁରୋଧ ସତ୍ତ୍ୱେ ପୋଲିସ କର୍ମଚାରୀଙ୍କୁ ସେ  ମାନହାନି କରି ଆକ୍ରମଣ କରିଥିଲେ ଓ ଜୀବନରୁ ମାରିଦେବା ପାଇଁ ଧମକ ଦେଇଥିଲେ। ଯାହା ଆଇନ ଶୃଙ୍ଖଳାକୁ ଭଙ୍ଗ କରିଥିଲା।

ଏନେଇ ବାଣପୁର ଥାନାରେ ୩୫୨/୨୦୨୫ ଅନୁଯାୟୀ ଅଭିଯୁକ୍ତଙ୍କ ନାମରେ ମାମଲା ରୁଜୁ ହୋଇଥିଲା। ଏହାପରେ ଅଭିଯୁକ୍ତଙ୍କୁ ଘଟଣା ସ୍ଥଳରେ ଗିରଫ କରାଯାଇ ଅଦାଲତରେ ହାଜର କରାଯାଇଥିଲା। ଯେଉଁଠି ତାଙ୍କୁ ଜେଲ୍ ହେପାଜତକୁ ପଠାଯାଇଛି।

ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ବାଣପୁର ହତ୍ୟା ଧମକ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଆରେ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଦଶମ ଜାତୀୟ ଆୟୁର୍ବେଦ ଦିବସ ପାଳନ

September 23, 2025

ଖୋର୍ଦ୍ଧା: ବିଭିନ୍ନ ସ୍ୱାସ୍ଥ୍ୟ ଅଗ୍ରଣୀ ଯୋଜନା ସମୀକ୍ଷା ସହ ପିସିପିଏନଡିଟି ଆକ୍ଟ ପରାମର୍ଶ ମଣ୍ଡଳୀ ବୈଠକ

September 23, 2025

ଆବଶ୍ୟକୀୟ ଭିତ୍ତିଭୂମି ନ ଯୋଗାଇ ୟୁ.ଏ.ଏସ୍‌. ଲାଗୁ କରାଯିବାକୁ ଓଷ୍ଟାର ବିରୋଧ

September 23, 2025

ବିଜେଡ଼ି ର ବଡ଼ କାର୍ଯ୍ୟାନୁଷ୍ଠାନ: ଶ୍ରୀମୟୀ ମିଶ୍ରଙ୍କ ସମେତ ଦୁଇ ନେତା ଦଳରୁ ନିଲମ୍ବିତ

September 23, 2025
Latest News

ଗୋଆରେ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଦଶମ ଜାତୀୟ ଆୟୁର୍ବେଦ ଦିବସ ପାଳନ

September 23, 2025

ଖୋର୍ଦ୍ଧା: ବିଭିନ୍ନ ସ୍ୱାସ୍ଥ୍ୟ ଅଗ୍ରଣୀ ଯୋଜନା ସମୀକ୍ଷା ସହ ପିସିପିଏନଡିଟି ଆକ୍ଟ ପରାମର୍ଶ ମଣ୍ଡଳୀ ବୈଠକ

September 23, 2025

ଆବଶ୍ୟକୀୟ ଭିତ୍ତିଭୂମି ନ ଯୋଗାଇ ୟୁ.ଏ.ଏସ୍‌. ଲାଗୁ କରାଯିବାକୁ ଓଷ୍ଟାର ବିରୋଧ

September 23, 2025

ବିଜେଡ଼ି ର ବଡ଼ କାର୍ଯ୍ୟାନୁଷ୍ଠାନ: ଶ୍ରୀମୟୀ ମିଶ୍ରଙ୍କ ସମେତ ଦୁଇ ନେତା ଦଳରୁ ନିଲମ୍ବିତ

September 23, 2025

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ‘ଷ୍ଟାର୍ଟଅପ୍ ସମ୍ମିଳନୀ ୨୦୨୫’ ଉଦଘାଟନ

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.