Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ରସଗୋଲା ବିବାଦ : ପଶ୍ଚିମବଙ୍ଗକୁ ମିଳିଥିବା ଜିଆଇ ଟ୍ୟାଗ୍‌ ବିରୋଧରେ ହେବ ଶୁଣାଣି
ଆଜିର ଖବର

ପୁଣି ରସଗୋଲା ବିବାଦ : ପଶ୍ଚିମବଙ୍ଗକୁ ମିଳିଥିବା ଜିଆଇ ଟ୍ୟାଗ୍‌ ବିରୋଧରେ ହେବ ଶୁଣାଣି

August 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁଣି ବିବାଦରେ ରସଗୋଲା । ଓଡ଼ିଶାକୁ ରସଗୋଲା ଜିଆଇ ମାନ୍ୟତା ମିଳିଥିବା ବେଳେ ଏହା ପୂର୍ବରୁ ପଶ୍ଚିମବଙ୍ଗକୁ ମଧ୍ୟ ମିଳିଥିଲା । ଯାହାକୁ ନେଇ ପୁଣି ବିବାଦ ସୃଷ୍ଟି ହୋଇଛି । ଦୀର୍ଘ ଦିନରୁ ରସଗୋଲାକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ରହିଥିଲା । ପଶ୍ଚିମବଙ୍ଗ ଓ ଓଡ଼ିଶା ରସଗୋଲାକୁ ନିଜର ବୋଲି ଦାବୀ କରୁଥିଲେ । ଓଡ଼ିଶା ରସଗୋଲାକୁ ଜିଆଇ ଟ୍ୟାଗ୍‌ ମିଳିବା ପୂର୍ବରୁ ପଶ୍ଚିମବଙ୍ଗକୁ ମଧ୍ୟ ଜିଆଇ ଟ୍ୟାଗ ମିଳିଥିଲା । ଏହା ଉପରେ ଓଡ଼ିଶା ପକ୍ଷରୁ ରମେଶ ଚନ୍ଦ୍ର ସାହୁ ନାମକ ଜଣେ ବ୍ୟକ୍ତି ଆବେଦନ କରିଥିଲେ । ପଶ୍ଚିମବଙ୍ଗ ରସଗୋଲାକୁ ମିଳିଥିବା ଜିଆଇ ଟ୍ୟାଗ ରଦ୍ଦ ପାଇଁ ସେ ଆବେଦନ କରିଥିଲେ । ତେଣୁ ପଶ୍ଚିମବଙ୍ଗକୁ ମିଳିଥିବା ଜିଆଇ ଟ୍ୟାଗ ବିରୋଧରେ ଶୁଣାଣି ହେବ । ପଶ୍ଚିମବଙ୍ଗ ସରକାରଙ୍କ ୨ଟି ବିଭାଗକୁ ଜିଆଇ ବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି । ସେପ୍ଟେମ୍ବର ୬ରେ ଶୁଣାଣୀ କରାଯିବା ନେଇ ଜିଆଇ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025

ବଡ଼ ଆତଙ୍କବାଦୀ ଯୋଜନା ପଣ୍ଡ: ୩୬୦ କିଲୋ ବିସ୍ଫୋରକ ସହ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

November 10, 2025

ଜାତୀୟ ସ୍ତରୀୟ ଭଲିବଲ୍ ପ୍ରତିଯୋଗିତା ପାଇଁ ଶିବପ୍ରସାଦଙ୍କ ମଧ୍ୟପ୍ରଦେଶ ଯାତ୍ରା

November 10, 2025

ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷକୁ ଶ୍ରଦ୍ଧାପୂର୍ବକ ସ୍ୱାଗତ କରିଥିବାରୁ ଭୂଟାନକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

November 10, 2025
Latest News

Union Budget 2026: ବଜେଟ ପ୍ରସ୍ତୁତି ପାଇଁ ଦେଶର ଅର୍ଥନୀତିଜ୍ଞ ସହ ବୈଠକ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025

ବଡ଼ ଆତଙ୍କବାଦୀ ଯୋଜନା ପଣ୍ଡ: ୩୬୦ କିଲୋ ବିସ୍ଫୋରକ ସହ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

November 10, 2025

ଜାତୀୟ ସ୍ତରୀୟ ଭଲିବଲ୍ ପ୍ରତିଯୋଗିତା ପାଇଁ ଶିବପ୍ରସାଦଙ୍କ ମଧ୍ୟପ୍ରଦେଶ ଯାତ୍ରା

November 10, 2025

ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷକୁ ଶ୍ରଦ୍ଧାପୂର୍ବକ ସ୍ୱାଗତ କରିଥିବାରୁ ଭୂଟାନକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

November 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.