Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ସରିଲା ପୂଜା, ବିଦାୟ ନେବେ ମା, ପୋଲିସ ତରଫରୁ କଡା ସୁରକ୍ଷା, ଶୋଭାଯାତ୍ରା ଜଗିବ ଡ୍ରୋନ କ୍ୟାମେରା
ରାଜ୍ୟ ଖବର

ସରିଲା ପୂଜା, ବିଦାୟ ନେବେ ମା, ପୋଲିସ ତରଫରୁ କଡା ସୁରକ୍ଷା, ଶୋଭାଯାତ୍ରା ଜଗିବ ଡ୍ରୋନ କ୍ୟାମେରା

October 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସରିଲା ପୂଜା
ସରିଲା ପୂଜା, ବିଦାୟ ନେବେ ମା, ପୋଲିସ ତରଫରୁ କଡା ସୁରକ୍ଷା, ଶୋଭାଯାତ୍ରା ଜଗିବ ଡ୍ରୋନ କ୍ୟାମେରା

ସରିଲା ପୂଜା: ଶେଷ ହେଲା ବହୁ ପ୍ରତିକ୍ଷୀତ ମା ଦୁର୍ଗାଙ୍କ ପୂଜା। କୋଟିକୋଟି ଟଙ୍କା ଖର୍ଚ୍ଚ କରି କରାଯାଇଥିଲା ଏହି ପୂଜା। ହଜାରହଜାର ଭକ୍ତ ମାଙ୍କୁ କଲେ ଦର୍ଶନ। ଆଜି ମା ବିଦାୟ ନେବେ। ଭସାଣୀ ପାଇଁ କଟକ ଭୁବନେଶ୍ବରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଶାନ୍ତି ଶୃଙ୍ଖଳାର ସହିତ ଭସାଣୀ ଉତ୍ସବ କରିବା ପାଇଁ କମିଶନରେଟ ପୋଲିସ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଏଥର ଭସାଣୀ ଶୋଭାଯାତ୍ରାକୁ ସଂପୂର୍ଣ୍ଣ ଭାବେ ସିସିଟିଭି କ୍ୟାମେରା ମାଧ୍ୟମରେ ନିୟନ୍ତ୍ରଣ କରାଯିବ। ସେଥିପାଇଁ ୫ ଶହରୁ ଅଧିକ କ୍ୟାମେରା ନିୟୋଜିତ କରାଯାଇଛି। ସେହିପରି ବିଭିନ୍ନ ସ୍ଥାନରେ ଡ୍ରୋନ କ୍ୟାମେରା ମଧ୍ୟ ରଖାଯାଇଛି। ଲମ୍ବା ଶୋଭାଯାତ୍ରା ଯାଉଥିବା ବେଳେ ଉପରୁ ଏହି ଡ୍ରୋନ କ୍ୟାମେରା ମାଧ୍ୟମରେ ପରିସ୍ଥିତି ନିରୀକ୍ଷଣ କରାଯିବ। ଏସବୁ ପାଇଁ ଉଭୟ କଟକ ଓ ଭୁବନେଶ୍ବରରରେ ପୋଲିସ କଣ୍ଟ୍ରୋଲ ରୁମ ସ୍ଥାପନ କରାଯାଇଛି।

ଭସାଣୀ ଶୋଭାଯାତ୍ରାକୁ ନିୟନ୍ତ୍ରଣ କରିବା ପାଇଁ ମୋଟ ୧୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏହା ଭିତରୁ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମେଢ଼ ଗୁଡ଼ିକ ସହିତ ରହିବେ। ସହରର ବିଭିନ୍ନ ସ୍ଥାନରେ ମୋଟ ୬୦ଟି ଏଡ ପୋଷ୍ଟ ରହିବ । ଦେବୀଗଡା ଏବଂ କୁଆଖାଇ ନିକଟରେ ଓଡ୍ରାଫ୍ ଏବଂ ଅଗ୍ନିଶମ ବିଭାଗକୁ ସଜାଗ ରହିବାକୁ ନିଷ୍ପତି ହୋଇଛି।

Gandhi Jayanti: Home Minister Amit Shah Visits Khadi India Showroom

DurgaPuja Durgapuja 2025 ସରିଲା ପୂଜା
Share. Facebook Twitter LinkedIn Email WhatsApp Copy Link

Related Posts

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026
Latest News

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.