Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଯୋଧ୍ୟା ଜମି ବିବାଦ ମାମଲା : ଆସନ୍ତା ୬ ତାରିଖରୁ ହେବ ଦୈନିକ ଶୁଣାଣି
ଆଜିର ଖବର

ଅଯୋଧ୍ୟା ଜମି ବିବାଦ ମାମଲା : ଆସନ୍ତା ୬ ତାରିଖରୁ ହେବ ଦୈନିକ ଶୁଣାଣି

August 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୁପ୍ରିମକୋର୍ଟରେ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଆଜି ଶୁଣାଣି ହୋଇଛି । ଗତକାଲି ଏହି ସମ୍ପର୍କିତ ମଧ୍ୟସ୍ଥତା କମିଟି ରିପୋର୍ଟ  ଦାଖଲ ହୋଇଥିଲା । ଆଜି ଏହି ରିପୋର୍ଟ ଉପରେ ସୁପ୍ରିମ୍‌କୋର୍ଟ ଶୁଣାଣି କରିଛନ୍ତି । ଆଲୋଚନା ମାଧ୍ୟମରେ ମାମଲାର ସମାଧାନ କରିବା ପାଇଁ ସୁପ୍ରିମକୋର୍ଟ ମଧ୍ୟସ୍ଥତା କମିଟି ସ୍ଥାପନ କରିଥିଲେ । କିନ୍ତୁ ମଧ୍ୟସ୍ଥତା କମିଟିରେ ମଧ୍ୟ ଏହି ସମ୍ବନ୍ଧୀୟ କୌଣସି ନିଷ୍କର୍ଷ ବାହାରି ପାରିନାହିଁ । ଅଯୋଧ୍ୟା ମାମଲାର ଶୁଣାଣି ଆସନ୍ତା ୬ ତାରିଖରୁ ଓପନ୍‌ କୋର୍ଟରେ ଦୖେନିକ ଶୁଣାଣି କରାଯିବ ବୋଲି ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତି ରଂଜନ ଗୋଗେଇ କହିଛନ୍ତି ଯେ, ଏହି ମାମଲାରେ ବିଭିନ୍ନ ଦିଗକୁ ଧ୍ୟାନ ଦିଆଯିବ ।  ଏହି ମାମଲାକୁ ଆଲୋଚନା ବା ସହମତି ଭିତ୍ତିରେ ସମାଧାନ କରିବା ପାଇଁ ତିନିଜଣିଆ ମଧ୍ୟସ୍ଥତା କମିଟି ଗଠନ କରାଯାଇଥିଲା । କିନ୍ତୁ ଏହି ପ୍ରୟାସ ବିଫଳ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.