Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ କାହିଁକି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଆଜିର ଖବର

ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ କାହିଁକି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

October 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆମେରିକା ରାଷ୍ଟ୍ରପତି ଟ୍ରମ୍ପ
ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

ନୂଆଦିଲ୍ଲୀ: ଗାଜାରେ ଶାନ୍ତି ପ୍ରୟାସ ପାଇଁ ନିର୍ଣ୍ଣାୟକ ନେତୃତ୍ୱ ନିମନ୍ତେ ଆମେରିକାର ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କ ନେତୃତ୍ୱକୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ। ଶ୍ରୀ ମୋଦୀ ଆଜି କହିଛନ୍ତି, ବନ୍ଧକଙ୍କ ମୁକ୍ତି ପାଇଁ ସଙ୍କେତ ମାନବୀୟ ଏବଂ କୂଟନୈତିକ ପ୍ରୟାସ ଦିଗରେ ମହତ୍ୱପୂର୍ଣ୍ଣ ପଦକ୍ଷେପ ।

ପ୍ରଧାନମନ୍ତ୍ରୀ ଏହା ଦୋହରାଇଛନ୍ତି କି, ଭାରତ ଏହି କ୍ଷେତ୍ରରେ ସ୍ଥାୟୀ ଏବଂ ନ୍ୟାୟପୂର୍ଣ୍ଣ ଶାନ୍ତି ପାଇଁ ଯୋଗଦାନ କରୁଥିବା ସମସ୍ତ ପ୍ରୟାସକୁ ସମର୍ଥନ କରିବାକୁ ପ୍ରତିବଦ୍ଧ ।

ଏକ୍ସର ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି;

“ଗାଜାରେ ଶାନ୍ତି ପ୍ରୟାସ ଦିଗରେ ନିର୍ଣ୍ଣାୟକ ପ୍ରଗତି ପାଇଁ ଆମେ ରାଷ୍ଟ୍ରପତି ଟ୍ରମ୍ପଙ୍କ ନେତୃତ୍ୱକୁ ସ୍ୱାଗତ କରୁଛୁ । ବନ୍ଧକଙ୍କ ମୁକ୍ତି ଦିଗରେ ସଙ୍କେତ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ । ସ୍ଥାୟୀ ଏବଂ ନ୍ୟାୟପୂର୍ଣ୍ଣ ଶାନ୍ତି ପ୍ରତିଷ୍ଠା ଦିଗରେ ସମସ୍ତ ପ୍ରୟାସକୁ ଭାରତ ଦୃଢ଼ତାର ସହ ସମର୍ଥନ ଜାରି ରଖିବ।

First Batch of Automobiles Rake Reached Kashmir Valley by Rail

Modi Trump ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଟ୍ରମ୍ପଙ୍କୁ ମୋଦିଙ୍କ ପ୍ରଶଂସା
Share. Facebook Twitter LinkedIn Email WhatsApp Copy Link

Related Posts

ଆଇପିଏଲ-୨୦୨୬: ସରିଲା ସମସ୍ତ ଦଳର ମ୍ୟାଚ, ଦିଲ୍ଲୀ କ୍ୟାପିଟାଲ୍ସର ବିଜୟ ପରେ ବଦଳିଲା ପଏଣ୍ଟ ଟେବୁଲ

April 2, 2026

କଟକରେ ପ୍ରଥମ ଥର ଆୟୋଜିତ ହେବ ସର୍ବଭାରତୀୟ ଇଣ୍ଡୋର ରୋଇଂ ଚାମ୍ପିଅନସିପ୍’ 

April 2, 2026

ଦୃଢ଼ ସଂକଳ୍ପ ଆଗରେ ହାର ମାନିଲା ପ୍ରତିବନ୍ଧକ: ନିମାପଡାର ଅନିତା ସାହୁଙ୍କ ସ୍ୱପ୍ନକୁ ଶକ୍ତି ଦେଇଛି ଜିଓ

April 2, 2026

ଓଡ଼ିଶା ବିଧାନସଭା ବୁଲିଲେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ପିଏମ୍ ଶ୍ରୀ ବିଦ୍ୟାଳୟର ଛାତ୍ରଛାତ୍ରୀ

April 2, 2026
Latest News

ଆଇପିଏଲ-୨୦୨୬: ସରିଲା ସମସ୍ତ ଦଳର ମ୍ୟାଚ, ଦିଲ୍ଲୀ କ୍ୟାପିଟାଲ୍ସର ବିଜୟ ପରେ ବଦଳିଲା ପଏଣ୍ଟ ଟେବୁଲ

April 2, 2026

କଟକରେ ପ୍ରଥମ ଥର ଆୟୋଜିତ ହେବ ସର୍ବଭାରତୀୟ ଇଣ୍ଡୋର ରୋଇଂ ଚାମ୍ପିଅନସିପ୍’ 

April 2, 2026

ଦୃଢ଼ ସଂକଳ୍ପ ଆଗରେ ହାର ମାନିଲା ପ୍ରତିବନ୍ଧକ: ନିମାପଡାର ଅନିତା ସାହୁଙ୍କ ସ୍ୱପ୍ନକୁ ଶକ୍ତି ଦେଇଛି ଜିଓ

April 2, 2026

ଓଡ଼ିଶା ବିଧାନସଭା ବୁଲିଲେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ପିଏମ୍ ଶ୍ରୀ ବିଦ୍ୟାଳୟର ଛାତ୍ରଛାତ୍ରୀ

April 2, 2026

ସ୍ୱ-ଗଣନା ସଂପୂର୍ଣ୍ଣ କଲେ ପ୍ରଧାନମନ୍ତ୍ରୀ: ଜନଗଣନା ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ କଲେ ନିବେଦନ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.