Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସଭାରେ ଗୃହୀତ ହେଲା ଆତଙ୍କବାଦ ନିରୋଧୀ ବିଲ୍‌
ଆଜିର ଖବର

ରାଜ୍ୟସଭାରେ ଗୃହୀତ ହେଲା ଆତଙ୍କବାଦ ନିରୋଧୀ ବିଲ୍‌

August 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ରାଜ୍ୟସଭାରେ ଆତଙ୍କବାଦ ନିରୋଧୀ ବିଲ ସଂଶୋଧନ ୨୦୧୯ ପାସ୍ ହୋଇଛି । ଏହି ବିଲ ସପକ୍ଷରେ ୧୪୭ ଜଣ ଭୋଟ ଦେଇଥିବା ବେଳେ ବିପକ୍ଷରେ ୪୨ଜଣ ଭୋଟ କରିଥିଲେ । ତେବେ ଏହି ବିଲ ଉପସ୍ଥାପନା କରିବା ସମୟରେ ଗୃହମନ୍ତ୍ରୀ ଅମିତ ଶାହା ଓ ବିପକ୍ଷ ମଧ୍ୟରେ ବହୁ ବାକ୍ ଯୁଦ୍ଧ ହୋଇଥିଲା। ବିଲ ପାସ୍ ହେବା ପୂର୍ବରୁ କଂଗ୍ରେସ ପକ୍ଷରୁ ରାଜ୍ୟସଭା ସାଂସଦ ପି ଚିଦାମ୍ବରମ ଏବଂ ଦିଗବିଜୟ ସିଂହ ସରକାରଙ୍କୁ ପ୍ରଶ୍ନ କରିଥିଲେ । ଏହାର ଉତ୍ତରରେ ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି କି, ଆତଙ୍କବାଦ ସହ ଲଢେଇ କରିବା ଏହି ବିଲର ଉଦ୍ଦେଶ୍ୟ । ଆତଙ୍କବାଦ ବିପକ୍ଷରେ ଏକଜୁଟ ହେବା ନିହାତି ଆବଶ୍ୟକ । ସଂସ୍ଥା ସହ ଲିଙ୍କ୍‌ ନଥିଲେ ବି ବ୍ୟକ୍ତିଙ୍କୁ ଆତଙ୍କବାଦୀ ଆଖ୍ୟା ଦିଆଯାଇପାରିବ ।  ଅନେକଗୁଡ଼ିଏ ଦେଶ ଆତଙ୍କବାଦୀ ପାଇଁ ଆଇନ୍‌ କରିଛନ୍ତି ବୋଲି କହିଛନ୍ତି ଗୃହମନ୍ତ୍ରୀ ।

Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁ ଗସ୍ତରେ ଯାଇ ଜୋହ କ୍ୟାମ୍ପସ ପରିଦର୍ଶନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

September 21, 2025

ଓଡ଼ିଶାରେ ପ୍ରଥମ ଥର ଅନୁଷ୍ଠିତ ହୋଇଛି ଭାରତ ପଲ୍ୟୁଟ୍ରି ଏକ୍ସପୋ-୨୦୨୫

September 21, 2025

ଯକ୍ଷ୍ମା ରୋଗୀମାନଙ୍କୁ ଖାଦ୍ୟଝୁଡ଼ି ବିତରଣ କଲେ ରାଜ୍ୟପାଳ

September 21, 2025

ଭୁବନେଶ୍ୱର – ବ୍ରହ୍ମପୁର ରେଳ ସେକ୍ସନରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ନିରୀକ୍ଷଣ

September 21, 2025
Latest News

ତାମିଲନାଡୁ ଗସ୍ତରେ ଯାଇ ଜୋହ କ୍ୟାମ୍ପସ ପରିଦର୍ଶନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

September 21, 2025

ଓଡ଼ିଶାରେ ପ୍ରଥମ ଥର ଅନୁଷ୍ଠିତ ହୋଇଛି ଭାରତ ପଲ୍ୟୁଟ୍ରି ଏକ୍ସପୋ-୨୦୨୫

September 21, 2025

ଯକ୍ଷ୍ମା ରୋଗୀମାନଙ୍କୁ ଖାଦ୍ୟଝୁଡ଼ି ବିତରଣ କଲେ ରାଜ୍ୟପାଳ

September 21, 2025

ଭୁବନେଶ୍ୱର – ବ୍ରହ୍ମପୁର ରେଳ ସେକ୍ସନରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ନିରୀକ୍ଷଣ

September 21, 2025

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.