Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପୋଷଣ ମାସ -୨୦୨୫ ପାଳିତ
ଆଜିର ଖବର

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପୋଷଣ ମାସ -୨୦୨୫ ପାଳିତ

October 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପୋଷଣ ମାସ -୨୦୨୫ ପାଳିତ
ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପୋଷଣ ମାସ -୨୦୨୫ ପାଳିତ

ଖୋର୍ଦ୍ଧା: ଗତ ସେପ୍ଟେମ୍ବର ୧୭ ତାରିଖରୁ ବିଭିନ୍ନ ବ୍ଲକ, ଅଙ୍ଗନୱାଡ଼ି କେନ୍ଦ୍ର, ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ ମାନଙ୍କରେ ପାଳନ କରାଯାଇ ଆସୁଥିବା ପୋଷଣ ମାସ -୨୦୨୫ ଉପଲକ୍ଷେ ଆଜି ଏକ ସାଧାରଣ ସଭା ଓ ବିଭିନ୍ନ ପୁଷ୍ଟିକର ଓ ପୋଷଣ ଖାଦ୍ୟ ପ୍ରଦର୍ଶନୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ପୂର୍ବାହ୍ନରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ କୁସୁମ କୁମାରୀ ପ୍ରହରାଜ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି। ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ, ପ୍ରତାପ ଚନ୍ଦ୍ର ବେଉରା ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିବାସହ ବିଭିନ୍ନ ମାହିଳା ସ୍ୱୟଂ ସହାୟିକା ଗୋଷ୍ଠୀ, ମିଶନ ଶକ୍ତି ମା, ସୁଭଦ୍ରା ମା ମାନଙ୍କ ଦ୍ଵାରା ପ୍ରସ୍ତୁତ ଉଚ୍ଚ କୋଟୀର ପୋଷଣ ଓ ପୁଷ୍ଟିକର ଖାଦ୍ୟ ପ୍ରଦର୍ଶନୀ ବୁଲି ଦେଖିବାସହ ଭୂୟସୀ ପ୍ରଶଂସା କରିଥିଲେ।

ମୁଖ୍ୟ ଅତିଥି ନିଜ ଅଭିଭାଷଣରେ କାହିଲେ ଯେ, ପୋଷଣ ମାସ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଏକ ମହତ କାର୍ଯ୍ୟକ୍ରମ ଓ ଯୋଜନା ହୋଇଥିବା ବେଳେ ଜିଲ୍ଲାର ସମସ୍ତ ଶିଶୁ,ମାତ୍ରୁ,ଓ କିଶୋରୀ ମାନଙ୍କ ପୁଷ୍ଟିକର ଖାଦ୍ୟ ଖାଇବାର ଆବଶ୍ୟକତାକୁ ପ୍ରୋତ୍ସାହନ ଦେବା ସହ ପୁଷ୍ଟି ହୀନତା ଦୁରକରିବା ଓ ବ୍ୟାପକ ଜନସଚେତନତା ସୃଷ୍ଠି କରିବାରେ ସହାୟକ ହେବ।

ଏହି କାର୍ଯ୍ୟକ୍ରମ ଉପଲକ୍ଷେ ଡାକ୍ତର ଇନ୍ଦିରା ରଥ,ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ କାର୍ଯ୍ୟକ୍ରମ ପରିଚାଳିକା ସୌଦାମିନୀ ଦାସ, ଅନୁପମା ଭୋଇ,ଦେବକୀ ସାହୁ, ନଳିନୀ ଗିରୀ ପ୍ରମୁଖ ନିଜ ନିଜ ବକ୍ତବ୍ୟରେ ପୋଷଣ ମାସର ସଫଳତା, ଆବଶ୍ୟକତା ଓ ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାର ସମସ୍ତ ସି ଡି ପି ଓ, ଅଙ୍ଗନୱାଡ଼ି ପରିଚାଳିକା, ଆଶା କର୍ମୀ, ବିଦ୍ୟାଳୟ ଛାତ୍ର ଛାତ୍ରୀ ଏବଂ ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ଗଣ ମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇଥିଲେ।

ଖୋର୍ଦ୍ଧା ପୋଷଣ ମାସ -୨୦୨୫
Share. Facebook Twitter LinkedIn Email WhatsApp Copy Link

Related Posts

BREAKING NEWS: ଓଡ଼ିଶାରେ ବାତ୍ୟା ଆଶଙ୍କା କେତେ? ଲଘୁଚାପର ଗତିପଥ ଉପରେ ରହିଛି ନଜର

October 24, 2026

୧୬ ଜିଲ୍ଲାକୁ ସତର୍କ ସୂଚନା: ବାତ୍ୟା ଆଶଙ୍କାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌

October 24, 2026

Cyclone News: ବଙ୍ଗୋପସାଗରରେ ସୃଷ୍ଟି ହେଲା ସଦୃଶ୍ୟ ଲଘୁଚାପ, ସୋମବାରେ ବାତ୍ୟା….

October 24, 2026

ବାତ୍ୟା ଆଶଙ୍କା: ଘୁଞ୍ଚିଲା ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

October 24, 2026
Latest News

BREAKING NEWS: ଓଡ଼ିଶାରେ ବାତ୍ୟା ଆଶଙ୍କା କେତେ? ଲଘୁଚାପର ଗତିପଥ ଉପରେ ରହିଛି ନଜର

October 24, 2026

୧୬ ଜିଲ୍ଲାକୁ ସତର୍କ ସୂଚନା: ବାତ୍ୟା ଆଶଙ୍କାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌

October 24, 2026

Cyclone News: ବଙ୍ଗୋପସାଗରରେ ସୃଷ୍ଟି ହେଲା ସଦୃଶ୍ୟ ଲଘୁଚାପ, ସୋମବାରେ ବାତ୍ୟା….

October 24, 2026

ବାତ୍ୟା ଆଶଙ୍କା: ଘୁଞ୍ଚିଲା ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

October 24, 2026

ଅକ୍ଟୋବର ୨୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

October 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.