Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୈବିକ ଗୁଡ଼ ଉତ୍ପାଦନ ଏବଂ ସ୍ୱଚ୍ଛ ଆଖୁ ରସ ଉପରେ ଏକ କର୍ମଶାଳା ଅନୁଷ୍ଠିତ
ଆଜିର ଖବର

ଜୈବିକ ଗୁଡ଼ ଉତ୍ପାଦନ ଏବଂ ସ୍ୱଚ୍ଛ ଆଖୁ ରସ ଉପରେ ଏକ କର୍ମଶାଳା ଅନୁଷ୍ଠିତ

October 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Workshop held on organic jaggery production
Workshop held on organic jaggery production

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଓଡ଼ଗାଁର ସମ୍ଭବରେ ଜୈବିକ ଗୁଡ଼ ଉତ୍ପାଦନ ଏବଂ ସ୍ୱଚ୍ଛ ଆଖୁ ରସ ଉପରେ ଏକ ସୁସଂଗଠିତ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ପଦ୍ମଶ୍ରୀ ସାବରମତୀଙ୍କ ସମେତ ଚାଳିଶରୁ ଅଧିକ ଆଖୁ ଚାଷୀ, କୋଟପାଡ଼, କୋରାପୁଟ ଅଞ୍ଚଳର ଗୁଡ଼ ନିର୍ମାତା, ଆଖୁ ରସ ଭେଣ୍ଡିଂ ମେସିନ୍ ନିର୍ମାତା କର୍ମଶାଳାରେ ଯୋଗ ଦେଇଥିଲେ ଏବଂ ସେମାନଙ୍କର ଅଭିଜ୍ଞତା ବାଣ୍ଟିଥିଲେ। ଜୈବିକ ଚାଷ ଓ ରାସାୟନିକ ମୁକ୍ତ ଗୁଡ଼ ଉତ୍ପାଦନ ପ୍ରକ୍ରିୟା ବିଷୟରେ କର୍ମଶାଳାରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା।

ପଦ୍ମଶ୍ରୀ ସାବରମତୀ ନୟାଗଡ ଚାଷୀଙ୍କ ଗୁଡ଼ ପ୍ରକ୍ରିୟାକରଣ ଦକ୍ଷତା ଏବଂ ମହିଳାମାନଙ୍କ ଦ୍ବାରା ଗୁଡ଼ରୁ ପ୍ରସ୍ତୁତ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତି ଦକ୍ଷତା ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଏହି ଅବସରରେ ଅଂଶଗ୍ରହଣକାରୀମାନଙ୍କୁ ଜୈବିକ ଗୁଡ଼ରେ ପ୍ରସ୍ତୁତ ଅନେକ ମିଷ୍ଟାନ୍ନ ଖାଦ୍ୟ ପରିବେଷଣ କରାଯାଇଥିଲା।

ଆଲୋଚନା ଅନୁଯାୟୀ, ପୁରୀ ଶ୍ରୀମନ୍ଦିରରେ ମହାପ୍ରସାଦ ପାଇଁ ନୟାଗଡରୁ, ପୁରୀକୁ ଜୈବିକ ଗୁଡ଼ ଯୋଗାଣ କରିବାର ଲକ୍ଷ୍ୟ ରଖାଯାଇଛି। ଆପିକଲର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରାଂଶୁ ମିଶ୍ର, ଅତିରିକ୍ତ କୃଷି ନିର୍ଦ୍ଦେଶକ ଲିଟି ପଟ୍ଟନାୟକ, ଯୋଜନା ଅଧିକାରୀ, ଆଖୁ ବୈଜ୍ଞାନିକ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ, ନୟାଗଡ଼ ଏବଂ ଅନ୍ୟାନ୍ୟ ଅଧିକାରୀମାନେ ଚାଷୀଙ୍କ ସହିତ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ଗଞ୍ଜାମ ଜିଲ୍ଲା ଜୈବିକ ଗୁଡ଼ ଉତ୍ପାଦନ ସ୍ୱଚ୍ଛ ଆଖୁ ରସ
Share. Facebook Twitter LinkedIn Email WhatsApp Copy Link

Related Posts

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025

ଆସାମରେ ପ୍ରାୟ ୧୫,୬୦୦ କୋଟିର ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

December 20, 2025

ଆଜି ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

December 20, 2025

ଗତି ଶକ୍ତି ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ବୈଠକ ଅନୁଷ୍ଠିତ

December 20, 2025
Latest News

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025

ଆସାମରେ ପ୍ରାୟ ୧୫,୬୦୦ କୋଟିର ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

December 20, 2025

ଆଜି ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

December 20, 2025

ଗତି ଶକ୍ତି ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ବୈଠକ ଅନୁଷ୍ଠିତ

December 20, 2025

ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.