Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»Big Breaking: ନୂଆପଡା ଉପନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡ଼ି ପ୍ରାର୍ଥୀ
ବିଶେଷ ଖବର

Big Breaking: ନୂଆପଡା ଉପନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡ଼ି ପ୍ରାର୍ଥୀ

October 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆପଡା ଉପନିର୍ବାଚନ
ନୂଆପଡା ଉପନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡ଼ି ପ୍ରାର୍ଥୀ

ଭୁବନେଶ୍ଵର: ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ରାଜ୍ୟର ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହି ଉପନିର୍ବାଚନ ପାଇଁ ପୂର୍ବରୁ ବିଜେପି ଆଉ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଆଜି ବିଜେଡ଼ି ପ୍ରାର୍ଥୀ ଘୋଷଣା କରିଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଆଜି ପ୍ରାର୍ଥୀ ଘୋଷଣା କରାଯାଇଛି। ସ୍ନେହାଙ୍ଗିନୀ ଛୁରିଆଙ୍କୁ ନବୀନ ପଟ୍ଟନାୟକ ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି।

ଏହି ଘୋଷଣା ପରେ ଏବେ ନୂଆପଡା ଉପନିର୍ବାଚନ ଆକର୍ଷଣୀୟ ହେବାକୁ ଯାଉଛି। ବିଜେଡ଼ି, ବିଜେପି ଆଉ କଂଗ୍ରେସ ମଧ୍ୟରେ କଡା ଟକ୍କର ହେବ ବୋଲି କୁହାଯାଉଛି। କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେପି ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି। ତେବେ ଏଠାରେ ତ୍ରିମୂଖୀ ଲଢେଇ ହେବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି।

ନୂଆପଡା ଉପନିର୍ବାଚନ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ
Share. Facebook Twitter LinkedIn Email WhatsApp Copy Link

Related Posts

ଆନ୍ଧ୍ରରେ ପ୍ରଧାନମନ୍ତ୍ରୀ ମୋଦି, ଭେଟି ଦେଲେ ୧୩,୪୩୦ କୋଟି ଟଙ୍କାର ବିକାଶ ପ୍ରକଳ୍ପ

October 16, 2025

ଦୀପାବଳି ପାଇଁ ରେଳବାଇର ଘୋଷଣା, ପୁରୀ ଓ ନୂଆଦିଲ୍ଲୀ ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଏକ୍ସପ୍ରେସ୍ ଟ୍ରେନ୍

October 16, 2025

ବିଜେଡି ଛାଡି ବିଜେପିରେ ଯୋଗଦେଲେ କଳାହାଣ୍ଡି ସାଂସଦ ପ୍ରାର୍ଥୀ ଲମ୍ବୋଦର ନିଆଲ

October 16, 2025

ରାଜ୍ୟଗୋଷ୍ଠୀ କ୍ରୀଡା ୨୦୩୦ ଆୟୋଜନ ପାଇଁ ଭାରତର ସୁପାରିଶକୁ ନୀତା ଅମ୍ବାନୀଙ୍କ ସ୍ଵାଗତ

October 16, 2025
Latest News

ଆନ୍ଧ୍ରରେ ପ୍ରଧାନମନ୍ତ୍ରୀ ମୋଦି, ଭେଟି ଦେଲେ ୧୩,୪୩୦ କୋଟି ଟଙ୍କାର ବିକାଶ ପ୍ରକଳ୍ପ

October 16, 2025

ଦୀପାବଳି ପାଇଁ ରେଳବାଇର ଘୋଷଣା, ପୁରୀ ଓ ନୂଆଦିଲ୍ଲୀ ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଏକ୍ସପ୍ରେସ୍ ଟ୍ରେନ୍

October 16, 2025

ବିଜେଡି ଛାଡି ବିଜେପିରେ ଯୋଗଦେଲେ କଳାହାଣ୍ଡି ସାଂସଦ ପ୍ରାର୍ଥୀ ଲମ୍ବୋଦର ନିଆଲ

October 16, 2025

ରାଜ୍ୟଗୋଷ୍ଠୀ କ୍ରୀଡା ୨୦୩୦ ଆୟୋଜନ ପାଇଁ ଭାରତର ସୁପାରିଶକୁ ନୀତା ଅମ୍ବାନୀଙ୍କ ସ୍ଵାଗତ

October 16, 2025

ନୂଆପଡାରେ ଗର୍ଜ୍ଜିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କଂଗ୍ରେସ ବିଜେଡିକୁ କଲେ ଟାର୍ଗେଟ

October 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.