Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ଜାତୀୟ କଂଗ୍ରେସ ପକ୍ଷରୁ ସାଙ୍ଗଠନିକ ବୈଠକ ଅନୁଷ୍ଠିତ
ଆଞ୍ଚଳିକ

ଚିଲିକାରେ ଜାତୀୟ କଂଗ୍ରେସ ପକ୍ଷରୁ ସାଙ୍ଗଠନିକ ବୈଠକ ଅନୁଷ୍ଠିତ

October 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକାରେ ଜାତୀୟ କଂଗ୍ରେସ ପକ୍ଷରୁ ସାଙ୍ଗଠନିକ ବୈଠକ ଅନୁଷ୍ଠିତ
ଚିଲିକାରେ ଜାତୀୟ କଂଗ୍ରେସ ପକ୍ଷରୁ ସାଙ୍ଗଠନିକ ବୈଠକ ଅନୁଷ୍ଠିତ

ବାଲୁଗାଁ: ଚିଲିକା ବ୍ଲକ ହରିପୁର ପଞ୍ଚାୟତ ନୂଆପଟଣା ସ୍ଥିତ ଉତ୍ତରାୟଣୀ ମନ୍ଦିର ପ୍ରାଙ୍ଗଣରେ ରବିବାର ଦିନ ଚିଲିକା ନିର୍ବାଚନ ମଣ୍ଡଳୀ ଜାତୀୟ କଂଗ୍ରେସ ପକ୍ଷରୁ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲା ମହିଳା କଂଗ୍ରେସ ସମ୍ପାଦିକା ମିନାକ୍ଷୀ ପ୍ରଧାନଙ୍କ ନେତୃତ୍ୱରେ ଉକ୍ତ ବୈଠକରେ ଦୁଇ ଶହରୁ ଉର୍ଦ୍ଧ୍ବ କର୍ମୀ ଯୋଗ ଦେଇଥିଲେ।

ଉକ୍ତ ବୈଠକରେ ଚିଲିକା ନିର୍ବାଚନ ମଣ୍ଡଳୀ ପୂର୍ବତନ ଯୁବ କଂଗ୍ରେସ ସଭାପତି ବିପିନି ବିହାରୀ ବାରିକ, ସାଧାରଣ ସମ୍ପାଦକ କୁଳମଣି ସାହୁ ସମେତ ଶତାଧିକ ମହିଳା ଓ ପୁରୁଷ କର୍ମୀମାନେ ତୃଣମୂଳ ସ୍ତରରୁ ଚିଲିକା ନିର୍ବାଚନ ମଣ୍ଡଳୀରେ କଂଗ୍ରେସକୁ ମଜଭୁତ କରିବା ପାଇଁ ସଂକଳ୍ପ ନେଇଥିଲେ। ରାଜ୍ୟରେ ବିଜେପି ଓ ବିଜେଡି ଯେଉଁଭଳି ଭାବେ ମନମୁଖୀ ଶାସନ ଚଲାଇ ଆସିଛି, ସାଧାରଣ ଲୋକଙ୍କୁ ଲୁଟୁଛି, ତାହାର ମୂଳ ଉତ୍ପାଟନ କରିବାସହ ଜନତାଙ୍କ ନିକଟତର ହେବାକୁ ମହିଳା ସମ୍ପାଦିକା ଶ୍ରୀମତୀ ପ୍ରଧାନ କହିଛନ୍ତି। ଆଗାମୀ ଦିନରେ ଚିଲିକା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ତାହାର ରାଜ୍ୟ ସରକାରଙ୍କୁ ନିଶ୍ଚିତ ଭାବରେ ଜବାବ ଦେବ ବୋଲି କର୍ମୀମାନେ କହିଛନ୍ତି।

ଚିଲିକା ନିର୍ବାଚନ ମଣ୍ଡଳୀ ୩୪ ଗୋଟି ଗ୍ରାମ ପଞ୍ଚାୟତ ମଧ୍ୟରୁ ୧୩ଟି ଗ୍ରାମ ପଞ୍ଚାୟତରୁ ଶତାଧିକ ଜନସାଧାରଣ କଂଗ୍ରେସ ସାମିଲ ହୋଇ ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି ଡ଼ାକରା ଦେଇଛନ୍ତି। ହରିପୁର, ସୋରଣ, ମାନସିଂହପୁର, ଆଙ୍କୁଲା, ମୋରାମୋରି, ହାଟବରଢ଼ୀହ, ବିରିବାଡ଼ି, ନନ୍ଦପୁର, ନାଚୁଣି, ବଉଳାବନ୍ଧ, ନିଳାଦ୍ରୀପ୍ରସାଦ ଆଦି ଗ୍ରାମପଞ୍ଚାୟତ କର୍ମୀମାନେ ଉପସ୍ଥିତ ରହି ଆଗକୁ ସଙ୍ଗଠନ ଜୋରଦାର ହେବ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି।

ଚିଲିକା ଜାତୀୟ କଂଗ୍ରେସ ସାଙ୍ଗଠନିକ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇନ ମନ୍ତ୍ରୀଙ୍କୁ ଭେଟିଲେ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟିର ସଭ୍ୟ

December 14, 2025

କାଙ୍କଣ ଶିଖରୀରେ ୮ମ ଶ୍ରୀଜଗନ୍ନାଥ ମହୋତ୍ସବ ଉଦ୍‌ଯାପିତ, ୨୦ହଜାରରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁଙ୍କ ସମାଗମ

December 14, 2025

ବାଣପୁର କୋର୍ଟ ପରିସରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

December 13, 2025

ଲୀଳାକ୍ଷେତ୍ରକୁ ଗଲା ମା’ ଭଗବତୀଙ୍କ ଆଜ୍ଞାମାଳ, ତିନିଦିନ ହେବ ଶ୍ରୀଜଗନ୍ନାଥ ମହୋତ୍ସବ

December 12, 2025
Latest News

ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

December 15, 2025

ରାମ ମନ୍ଦିର ଆନ୍ଦୋଳନର ପ୍ରମୁଖ ବ୍ୟକ୍ତିତ୍ୱ ରାମ ବିଳାସ ବେଦାନ୍ତୀଙ୍କ ଦେହାନ୍ତ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଶୋକ

December 15, 2025

Visas From Bhubaneswar: ଭୁବନେଶ୍ବରରୁ ମିଳିବ ଭିସା, ସ୍ଥାପନ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

December 15, 2025

ଅଣ-ଶିକ୍ଷକ କର୍ମଚାରୀ ପଦବୀ ପାଇଁ IIT ଭୁବନେଶ୍ୱରରେ ନିଯୁକ୍ତି, ଦରମା ଜାଣିଲେ ହେବେ ଆଶ୍ଚର୍ଯ୍ୟ

December 15, 2025

ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲା: ଚାର୍ଜସିଟ୍ ଦାଖଲ କରିବ NIA

December 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.