Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Jatra Actor’s Death: ବର୍ଷିୟାନ ଯାତ୍ରା କଳାକାର ଦେବୀ ରଥଙ୍କ ପରଲୋକ
ଆଜିର ଖବର

Jatra Actor’s Death: ବର୍ଷିୟାନ ଯାତ୍ରା କଳାକାର ଦେବୀ ରଥଙ୍କ ପରଲୋକ

November 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Jatra Actor's Death
Jatra Actor's Death: ବର୍ଷିୟାନ ଯାତ୍ରା କଳାକାର ଦେବୀ ରଥଙ୍କ ପରଲୋକ

Jatra Actor’s Death: ବର୍ଷିଆନ କଳାକାର ଦେବୀ ରଥ ଆଉ ନାହାଁନ୍ତି। ସେ ଆଜି ସକାଳେ ନିଜ ଗାଁ ଜଗତସିଂହପୁର ଜିଲ୍ଲା ପାରାଦ୍ୱୀପ ଗଡ଼ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ  71 ବର୍ଷ ବୟସ ହୋଇଥିଲା। ସତୁରି ଦଶକରେ ଯାତ୍ରା ଜଗତରେ ପାଦ ଥାପିଥିଲେ। ବୀଣାପାଣି କଳାକୁଞ୍ଜ ତାରାପୁର ଅପେରାରୁ ଅଭିନୟ ଆରମ୍ଭ କରି ପାର୍ବତୀ ଗଣନାଟ୍ୟରେ ସେ ନିଜର ଯାତ୍ରା ଜୀବନ ଶେଷ କରିଥିଲେ।

ଜେଲ ଟାଇଗର, ଲାଲୁଲକା, ଡ଼ିମିରି ଫୁଲ, ବାଟ ଛାଡ଼ ଷଣ୍ଡ ଆସୁଛି, ଅକୁହା କଥା, କେମିତି ଏ ବନ୍ଧନ, ଅଜବ କାହାଣୀ, ତୁଳସୀ, ବଳାତ୍କାର, ମଶାଣୀ ଫୁଲ, ଛତା ଚିହ୍ନରେ ଭୋଟ ଦିଅ ଆଦି ଦୁଇ ଶହରୁ ଅଧିକ ନାଟକରେ ଅଭିନୟ କରିଛନ୍ତି। ଅନେକ ନାଟକରେ ସେ ନିର୍ଦେଶନା ମଧ୍ୟ ଦେଇଛନ୍ତି। ତାଙ୍କ ବିୟୋଗରେ ଯାତ୍ରା ଜଗତରେ ଶୋକର ଛାୟା ଖେଳିଯାଇଛି।

Kartik Purnima and Dev Deepavali: PM Modi Greets Everyone ( Click Here To Read)

BJP Ads
Debi Rath Jatra Actor Jatra Actor's Death ଦେବୀ ପ୍ରସାଦ ରଥ ଦେବୀ ରଥ
Share. Facebook Twitter LinkedIn Email WhatsApp Copy Link

Related Posts

୧୦୦ ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ କାର୍ଯ୍ୟକ୍ରମ କରିବ ହକି ଇଣ୍ଡିଆ

November 5, 2025

କ୍ୟୁ.ଏସ୍ ଏସିଆ ବିଶ୍ୱବିଦ୍ୟାଳୟ ମାନ୍ୟତାରେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡ଼ିକର ସଂଖ୍ୟା ବୃଦ୍ଧି: ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

November 5, 2025

ମଣିପୁରରେ ଚାରି କୁକି ଉଗ୍ରବାଦୀ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 5, 2025

ନୂଆପଡା ଉପନିର୍ବାଚନ: ବିଜେପି ବାଣ୍ଟିଲା ଶାଢ଼ୀ ଓ ଟଙ୍କା, ସିଇଓ ନିକଟରେ ଫେରାଦ୍ ହେଲା ରାଜ୍ୟ କଂଗ୍ରେସ 

November 5, 2025
BJP Ads
Latest News

୧୦୦ ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ କାର୍ଯ୍ୟକ୍ରମ କରିବ ହକି ଇଣ୍ଡିଆ

November 5, 2025

କ୍ୟୁ.ଏସ୍ ଏସିଆ ବିଶ୍ୱବିଦ୍ୟାଳୟ ମାନ୍ୟତାରେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡ଼ିକର ସଂଖ୍ୟା ବୃଦ୍ଧି: ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

November 5, 2025

ମଣିପୁରରେ ଚାରି କୁକି ଉଗ୍ରବାଦୀ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 5, 2025

ନୂଆପଡା ଉପନିର୍ବାଚନ: ବିଜେପି ବାଣ୍ଟିଲା ଶାଢ଼ୀ ଓ ଟଙ୍କା, ସିଇଓ ନିକଟରେ ଫେରାଦ୍ ହେଲା ରାଜ୍ୟ କଂଗ୍ରେସ 

November 5, 2025

Nuapada Bypoll: ଶାସକ ବିଜେପି ବିରୋଧରେ ସାଘାଂତିକ ଅଭିଯୋଗ କଲା ବିଜେଡି, ଜାଣନ୍ତୁ କଣ..

November 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.