Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Nuapada Bypoll: ଶାସକ ବିଜେପି ବିରୋଧରେ ସାଘାଂତିକ ଅଭିଯୋଗ କଲା ବିଜେଡି, ଜାଣନ୍ତୁ କଣ..
ଆଜିର ଖବର

Nuapada Bypoll: ଶାସକ ବିଜେପି ବିରୋଧରେ ସାଘାଂତିକ ଅଭିଯୋଗ କଲା ବିଜେଡି, ଜାଣନ୍ତୁ କଣ..

November 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Nuapada Bypoll
Nuapada Bypoll: ଶାସକ ବିଜେପି ବିରୋଧରେ ସାଘାଂତିକ ଅଭିଯୋଗ ଆଣିଲା ବିଜେଡି, ଜାଣନ୍ତୁ କଣ..

Nuapada Bypoll: ନୂଆପଡା ନିର୍ବାଚନ ଯେତିକି ପାଖଉଛି, ବିଜେଡି ବିଜେପି ଭିତରେ କନ୍ଦଳ ସେତିକି ବଢିବାରେ ଲାଗିଛି। ପ୍ରତିଦିନ ନିର୍ବାଚନ ଅଧିକାରୀଙ୍କ ନିକଟରେ ତିନି ପ୍ରମୁଖ ଦଳର ନେତା କିଛି ଅଭିଯୋଗ କରିବାରେ ଲାଗିଛନ୍ତି। ଆଜି ସେହିପରି ଶାସକ ବିଜେପି ବିରୋଧରେ ସାଘାଂତିକ ଅଭିଯୋଗ କରିଛି ବିଜେଡି। ବିଜେଡି ଗଣମାଧ୍ୟମ ସଂଯୋଜକ ଲେନିନ ମହାନ୍ତିଙ୍କ ନେତୃତ୍ବରେ ଏକ ଦଳ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଫିସରେ ଏହି ଅଭିଯୋଗ କରିଛନ୍ତି।

ଏହି ଅଭିଯୋଗରେ ବିଜେଡି ଉଲ୍ଲେଖ କରିଛି ଯେ, ଶାସକ ବିଜେପି ନୂଆପଡା ମହିଳା ଭୋଟରଙ୍କୁ ଶାଢୀ ବଣ୍ଟନ କରିଛି। ସେମାନଙ୍କୁ ପ୍ରଭାବିତ କରିବା ପାଇଁ ବିଜେପି ନେତାମାନେ ଏହି ଶାଢୀ ବାଣ୍ଟିବାରେ ଲାଗିଛନ୍ତି। ଏପରିକି ସେମାନଙ୍କୁ ଟଙ୍କା ବଣ୍ଟାଯାଉଛି ବୋଲି ଅଭିଯୋଗ କରାଯାଇଛି।

ସେହିପରି ବିଜେଡି ଅଭିଯୋଗ କରିଛି ଯେ, ବିଜେପି ପିଲାମାନଙ୍କୁ ନିର୍ବାଚନ ପ୍ରଚାରରେ ମଧ୍ୟ ନିୟୋଜିତ କରୁଛି। ଏ ନେଇ ଦଳ ତରଫରୁ ବିଭିନ୍ନ ପ୍ରମାଣ ଦାଖଲ କରାଯାଇଛି। ନୂଆପଡା ବ୍ଲକ ଅନ୍ତର୍ଗତ ଖୁଟାବନ ଭେରା ପଞ୍ଚାୟତରେ ବିଜେପି ଶିଶୁମାନଙ୍କୁ ବ୍ୟବହାର କରିଛି। ସେମାନେ ଜୟ ଢୋଲକିଆଙ୍କୁ ଜିତାଇବା ପାଇଁ ସ୍ଲୋଗାନ ଦେଉଛନ୍ତି। ଏହାର ଏକ ଭିଡିଓ ନିର୍ବାଚନ ଅଧିକାରୀଙ୍କୁ ଦଳ ପ୍ରଦାନ କରିଛି। ଏହା ଶିଶୁ ଶ୍ରମିକ ଆଇନର ଖୋଲା ଉଲଘଂନ ବୋଲି ବିଜେଡି କହିଛି। ଏହା ବିରୋଧରେ ଦଳ ତୁରନ୍ତ କାର୍ଯ୍ୟାନୁଷ୍ଠନ ଗ୍ରହଣ କରିବା ପାଇଁ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାବୀ କରିଛି।

Roshni Renewable to Set Up Punjab’s First Giga-Scale Solar Module Plant (Click Here to Read)

BJD Nuapada Bypoll ନୂଆପଡା ନିର୍ବାଚନ ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

୧୭୦ ଦିନ ପରେ ଯୋଧପୁର ଜେଲରୁ ମୁକୁଳିଲେ ସୋନମ ୱାଙ୍ଗଚୁକ୍, NSA ମଧ୍ୟ ପ୍ରତ୍ୟାହାର କଲେ ସରକାର 

March 14, 2026

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026

ଜେଲରୁ ମୁକ୍ତ ହେବେ ସୋନମ ୱାଙ୍ଗଚୁକ: ଲଦାଖ ହିଂସା ଉପରେ ମୋଦି ସରକାରଙ୍କ ନିଷ୍ପତ୍ତି

March 14, 2026

“ପ୍ରକୃତ ପରୀକ୍ଷା ଆସିବା ବାକି ଅଛି”: ସୌରଭ ଗାଙ୍ଗୁଲିଙ୍କ ଗୌତମ ଗମ୍ଭୀରଙ୍କୁ ସ୍ପଷ୍ଟ ଚେତାବନୀ

March 14, 2026
Latest News

୧୭୦ ଦିନ ପରେ ଯୋଧପୁର ଜେଲରୁ ମୁକୁଳିଲେ ସୋନମ ୱାଙ୍ଗଚୁକ୍, NSA ମଧ୍ୟ ପ୍ରତ୍ୟାହାର କଲେ ସରକାର 

March 14, 2026

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026

ଜେଲରୁ ମୁକ୍ତ ହେବେ ସୋନମ ୱାଙ୍ଗଚୁକ: ଲଦାଖ ହିଂସା ଉପରେ ମୋଦି ସରକାରଙ୍କ ନିଷ୍ପତ୍ତି

March 14, 2026

ବଡ଼ ପରିବର୍ତ୍ତନ ଆଣିଲା CBSE: ଏବେ କପି କରି ଧାରା ହେଲେ ପାସ୍ ହେବା ଅସମ୍ଭବ

March 14, 2026

“ପ୍ରକୃତ ପରୀକ୍ଷା ଆସିବା ବାକି ଅଛି”: ସୌରଭ ଗାଙ୍ଗୁଲିଙ୍କ ଗୌତମ ଗମ୍ଭୀରଙ୍କୁ ସ୍ପଷ୍ଟ ଚେତାବନୀ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.